ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି
ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଆସନ୍ତା ୧୫ ତାରିଖ ମକର ସଂକ୍ରାନ୍ତି ସରକାରୀ ଛୁଟି। ଉକ୍ତଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।
ନିଜ ବିକାଶ ନିଷ୍ପତ୍ତି ନେବେ ଆଦିବାସୀ
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସେମାନଙ୍କ ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ କ୍ଷେତ୍ର ଅକ୍ଷୁଣ୍ଣ ରହିବ। ସବୁକିଛି ନିଷ୍ପତ୍ତି ନେବ ଗ୍ରାମ ପରିଷଦ(କାଉନ୍ସିଲ)। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ। ରାଜ୍ୟରେ…
ଆଇଏଏସ୍ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି
ଭୁବନେଶ୍ୱର, ୧୩।୧: ରାୟଗଡାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାୟଗଡାରେ ଘରୋଇ କମ୍ପାନୀଗୁଡିକ ଜମି ନେଇ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେଉ ନ ଥିଲେ। କିନ୍ତୁ ରାଜ୍ୟ…
ବିଏମ୍ସି ଘେରିବେ ବାଦ୍ପଡ଼ିଥିବା ଉଠାଦୋକାନୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ବାତ୍ୟା ‘ଫନୀ’ରେ କ୍ଷତିଗ୍ରସ୍ତ ହୋଇଥିବା ରାଜଧାନୀର ଉଠା ଦୋକାନୀଙ୍କୁ ସହାୟତା ରାଶି ବଣ୍ଟନରେ ଆରମ୍ଭରୁ କେଁ ସୃଷ୍ଟି ହୋଇଛି। ଉଠାଦୋକାନୀଙ୍କ ୨୦୧୫ ସର୍ଭେରେ ମୋଟ ୨୧ହଜାର ୪୮୩ ଜଣ ଦୋକାନୀ ସାମିଲ ଥିବାବେଳେ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଫନୀ…
ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନ ଆବଶ୍ୟକ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସମସ୍ତ ଆନ୍ଦୋଳନ ବୌଦ୍ଧିକ ସ୍ତରରୁ ଆରମ୍ଭ ହୋଇଥାଏ। ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନର ଆବଶ୍ୟକତା ଅଛି। ଏଥିପାଇଁ ଉଦ୍ବେଳନ, ଆତ୍ମିୟତା ଓ ସଦିଚ୍ଛା ରହିବା ଦରକାର। ରାଜ୍ୟ ସରକାର ଓଡ଼ିଆ ଭାଷା ପାଇଁ ସବୁ କିଛି କରିବାକୁ ପ୍ରସ୍ତୁତ…
ବଡ଼ଗଡ଼ରେ ମୁଣ୍ଡ ଟେକୁଛି ବଡ଼ ଗ୍ୟାଙ୍ଗ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ଖେଳାଇବା ଘଟଣାରେ ରବିବାର ପୋଲିସ ଆଉ ୩ଜଣ ନାବାଳକଙ୍କୁ ଧରିଛି। ପୂର୍ବରୁ ୧୮ଜଣ ଗିରଫ ହୋଇଥିବାବେଳେ ଏବେ ଏହି ସଂଖ୍ୟା ୨୧ରେ ପହଞ୍ଚତ୍ଛି।…
ନିମ୍ନମାନର ମେଶିନ ଦେଇ ୨୭ ଲକ୍ଷ ଠକେଇ: ରାଜସ୍ଥାନରୁ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ନିମ୍ନମାନର ସିମେଣ୍ଟ ଇଟା ମେଶିନ ଯୋଗାଇବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କରି ଶନିବାର ଫେରିଛି। ସେ ହେଲେ ରାଜସ୍ଥାନ ଆଜମିର ଅଞ୍ଚଳର ଏଲପିଏମ୍ ପ୍ରାଇଭେଟ ଲିମିଟେଡର କର୍ମଚାରୀ ମହାବୀର ପ୍ରସାଦ ମାଲି(୩୬)।…
‘ଛପାକ୍’ର ଓଡ଼ିଶା ଲିଙ୍କ୍
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନିକଟରେ ରିଲିଜ ହୋଇଥିବା ଦୀପିକା ପାଦୁକୋନଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ଛପାକ୍’ର ରହିଛି ଓଡ଼ିଶା ଲିଙ୍କ୍। ଏସିଡ୍ ଆକ୍ରମଣର ଶିକାର ହୋଇଥିବା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନର ସଂଘର୍ଷପୂର୍ଣ୍ଣ କାହାଣୀ ଉପରେ ଆଧାରିତ ଏହି ଫିଲ୍ମ ଗତ ଶୁକ୍ରବାର ରିଲିଜ୍ ହୋଇଥିବାବେଳେ ଏହାକୁ…
ଜମୁଛି ଶିଶିର ସରସ ମେଳା:ସପ୍ତାହରେ ୧୦କୋଟି ଟପିଲା ବେପାର
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜମୁଛି ମେଳା। ଦିନକୁ ଦିନ ବ୍ୟବସାୟ ବି ବଢୁଛି। ସନ୍ଧ୍ୟା ହେଲେ ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ପଡୁଛି ଲକ୍ଷ ଲକ୍ଷ ଲୋକଙ୍କ ପାଦ। କିଏ କାରିଗରଙ୍କ ହାତତିଆରି ଖାଣ୍ଟି ଦେଶୀ ସାମଗ୍ରୀ କିଣିବାକୁ ଯାଉଛି ତ କିଏ ପାରମ୍ପରିକ…
ଦୁର୍ବଳ ଛାତ୍ରୀଛାତ୍ରଙ୍କ ପାଇଁ ହେବ ସ୍ବତନ୍ତ୍ର କ୍ଲାସ: ମନ୍ତ୍ରୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗରେ ପାଠ ପଢୁଥିବା ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ଏବେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଯେଉଁମାନେ ପରୀକ୍ଷାରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଲାଗି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।…
ମେରାଇନ୍ ଡ୍ରାଇଭ୍ ଭିଡିଓ ଅପ୍ଲୋଡ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରେ ରବିବାର ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ର ଏକ ମନୋରମ ଭିଡିଓ ଅପ୍ଲୋଡ କରାଯାଇଛି। ୪୮ ସେକେଣ୍ଡର ଏହି ଭିଡିଓରେ ପର୍ଯ୍ୟଟନ, ବେଳାଭୂମି, ବୃକ୍ଷରାଜିର ଅପୂର୍ବ ସମାହାର ରହିଛି। ଗତବର୍ଷ ମେ’ରେ ସାମୁଦ୍ରିକ ଝଡ଼…
Archives


