ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯...
୧୪ ହସ୍ପିଟାଲ, ସପିଂ ମଲକୁ ନୋଟିସ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୧୪ଟି ହସ୍ପିଟାଲ ଓ ସପିଂ ମଲକୁ ବିଡିଓ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଜ୍ଞପ୍ତି ପରେ ବି ବେଆଇନ ପାର୍କିଂ ଫି’ ଆଦାୟ ଅଭିଯୋଗରେ ଏହି ନୋଟିସ ଜାରି କରାଯାଇଛି। ନିର୍ଦ୍ଧାରିତ ପାର୍କିଂ ଏରିଆକୁ...
ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି ପରେ ପିସିସି ଗଠନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ଆସନ୍ତା ୨୪...
ଚେକ୍ ବାଉନ୍ସ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଏକ ଚେକ ବାଉନ୍ସ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଜାଗମରା ଅଞ୍ଚଳର କାଶୀ ବିଶ୍ୱନାଥ ମହାପାତ୍ର। ଅଭିଯୁକ୍ତ କାଶୀ ଜରୁରୀ ଆବଶ୍ୟକତା ଥିବା କହି ସ୍ଥାନୀୟ ଅଞ୍ଚଳର ବିଶ୍ୱଭୂଷଣ ମହାରଣାଙ୍କଠାରୁ...
ଏଫ୍ଆଇଆର୍ ପଞ୍ଜୀକୃତ କରି ନ ଥିଲା ଡେରାବିଶ ପୋଲିସ : ୫୦ ହଜାର କ୍ଷତିପୂରଣ ଦେବାକୁ ଗୃହ ବିଭାଗକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଅଭିଯୋଗ ପରେ ଏଫ୍ଆଇଆର୍ ପଞ୍ଜୀକରଣ କରି ନ ଥିଲା କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ପୋଲିସ। ଏ ସଂକ୍ରାନ୍ତ ପିଟିଶନର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍ଆରସି) ତତ୍କାଳୀନ ଥାନାଧିକାରୀଙ୍କୁ ଦାୟୀ କରି ତାଙ୍କ ବିରୋଧରେ...
ଅଟୋ ପାର୍କିଂ, ଯାତ୍ରୀ ପରିବହନରେ କଟକଣା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ଆରଟିଓ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଇ ବଡ଼ଧରଣର ଜରିମାନା ଆଦାୟ କରାଯାଇଥିଲା। ଫଳରେ ରାଜଧାନୀରେ ବିନା କାଗଜପତ୍ରରେ ଗଡୁଥିବା ଅଧା ଅଟୋ ଗାଏବ ହୋଇଯାଇଥିଲା।...
ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍ସରଙ୍କ ଆକ୍ରମଣ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ହସ୍ପିଟାଲ ପରିସରରେ ବାଉନ୍ସରଙ୍କ ଉପତ୍ାତ ଦିନକୁ ଦିନ ବଢ଼ିବାରେ ଲାଗିଛି। ରବିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍ସର ଆକ୍ରମଣ କରିଥିଲେ। ଏହାକୁ ନେଇ ହସ୍ପିଟାଲ ପରିସରରେ ପ୍ରବଳ ଉତ୍ତେଜନା...
୧୬ ବର୍ଷ ଜେଲ୍ରେ ନାବାଳକ : ମୁଖ୍ୟ ଶାସନ ସଚିବଙ୍କୁ ଏନ୍ଏଚ୍ଆର୍ସିଙ୍କ ସମନ
ଭୁବନେଶ୍ୱର,୨୧ା୧୦(ବ୍ୟୁରେ) : ଏକ ଅପରାଧ ଘଟଣାରେ ଜଣେ ନାବାଳକଙ୍କୁ ୧୬ ବର୍ଷ ଧରି ଜେଲ୍ରେ ରଖାଯିବା ଘଟଣାରେ ଜାତୀୟ ମାନବାଧିକାର କମିଶନ(ଏନ୍ଏଚଆରସି) ମୁଖ୍ୟ ଶାସନ ସଚିବଙ୍କୁ ସମନ ଜାରି କରିଛନ୍ତି। ଆସନ୍ତା ୧୦ ଡିସେମ୍ବର ସୁଦ୍ଧା ମୁଖ୍ୟ ଶାସନ ସଚିବ...
ଯନ୍ତାରେ ରହିବା ବର୍ଷେ ପୂରିବ
ଭୁବନେଶ୍ୱର,୨୧ା୧୦ : ସାତକୋଶିଆରେ ବାଘୁଣୀ ‘ସୁନ୍ଦରୀ’ର ଭିବଷ୍ୟତକୁ ନେଇ ନିଶ୍ଚିତ ହୋଇପାରୁନି ବନ ବିଭାଗ। ଗତବର୍ଷ ନଭେମ୍ବର ୫ରୁ ଯନ୍ତାରେ ରହିଛି ବାନ୍ଧବଗଡ଼ର ଏହି ବାଘୁଣୀ। ବର୍ଷେ ବିତିବାକୁ ବସିଲାଣି, କିନ୍ତୁ ସୁନ୍ଦରୀର ଭବିଷ୍ୟତ ଏବେ ବି ଅନ୍ଧାକାରରେ ରହିଛି।...
ମହିଳା ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ୱର,(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର,୨୧ା୧୦(ଡି.ଏନ୍.ଏ.) : ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରସ୍ଥିତ ଏକ ଭଡ଼ାଘରୁ ଜଣେ ମହିଳା ଆଇନଜୀବୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ହେଲେ ଭଦ୍ରକ ମେରାଇନ ଥାନା ଚୂଡାମଣି ଗଁାର ଦୀପାଳି ପ୍ରିୟଦର୍ଶିନୀ...
ଫନୀ ପରେ ନଡ଼ିଆଚାଷ ଚିନ୍ତା : ଯୋଜନା ହେଉଛି, ନାହିଁ ସଚେତନତା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଗତ ମେ ମାସ ୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ଫନୀ ଉପକୂଳ ଓଡିଶାରେ ଭୟଙ୍କର ପ୍ରଭାବ ସୃଷ୍ଟି କରିଥିଲା। ବାତ୍ୟା ଫନୀ ଯୋଗୁ ମୁଖ୍ୟତଃ ଉପକୂଳିଆ ୬ ଜିଲା (ପୁରୀ, କଟକ, ଖୋର୍ଦ୍ଧା,...
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥର କ୍ୟାବିନେଟ୍ରେ...
Archives


