ମେଟ୍ରୋ

ଆସନ୍ତାମାସରୁ ଏଲିଭେଟେଡ୍‌ କରିଡର କାମ, ବ୍ୟୟ ହେବ ଏତିକି କୋଟି…

ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍‌। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍‌ ରୋଡ୍‌ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ...

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର ୮୯.୨ ମେଗାହର୍ଜରେ ଏହି ଷ୍ଟେଶନଟି ଶୁଣାଯାଇପାରିବ ବୋଲି ଏହାର ପ୍ରତିଷ୍ଠାତା ସୁବ୍ରତ କୁମାର...

ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ

ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ...

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବିସ୍ଫୋରଣ, ଟିକେଟ୍‌ କାଉଣ୍ଟର୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୧୪l୩: ଶୁକ୍ରବାର ସକାଳେ ଏକ ବିସ୍ଫୋରଣ ପରେ ଭୁବନେଶ୍ୱରର ବାରମୁଣ୍ଡା ବସ୍ ଷ୍ଟାଣ୍ଡରେ ଥିବା ଏକ ଟିକେଟ୍ କାଉଣ୍ଟରରେ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ଟର୍ମିନାଲରେ ଥିବା ଯାତ୍ରୀ ଏବଂ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା।...

Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ମହିଳାଙ୍କ ଉତ୍ପାତ

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର...

ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ

ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ, ଟିମ୍ ଶୁକ୍ରବାର ଭୋରରୁ ସେହି ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇ ବିପୁଳ ପରିମାଣର...

ନାବାଳାକିଙ୍କୁ ବଳାତ୍କାର ମାମଲା: ଟିଉସନ ସାର୍‌ଙ୍କୁ ୨୦ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୪ା୩(ସତ୍ୟଜିତ୍‌ ରାଉତ): ଖୋର୍ଦ୍ଧା ଜିଲା ମଡେଲ ଥାନା ଅନ୍ତର୍ଗତ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ୪ବର୍ଷ ପରେ ଭୁବନେଶ୍ୱରସ୍ଥିତ ୪ର୍ଥ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଗୁରୁବାର ରାୟ ପ୍ରକାଶ କରିଛନ୍ତି।...

ନିଲମ୍ବନ ପରେ ଚାଞ୍ଚଲ୍ୟକର ବୟାନ ଦେଲେ ତାରା, କହିଲେ ମୁଁ ଫାଶୀ ପାଇଁ…

ଭୁବନେଶ୍ୱର,୧୩।୩: ବିଧାନସଭାରେ ଶାସକ ବିରୋଧୀ ମୁହାଁମୁହିଁକୁ ନେଇ ରାଜନୀତି ତେଜିଛି। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଥିଲା କଂଗ୍ରେସ। ଯାହାୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ଅନ୍ୟପଟେ...

ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ...

ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର

ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ...

ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ୩୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ଜଣ ଛାତ୍ରୀ ଥିବା...

‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’

ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ବର୍ତ୍ତମାନ ଏହି ସର୍ଭେରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri