ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ଏହି...
୨୪ରେ ପ୍ରବଳ ବର୍ଷା ସୂଚନା
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା...
ମିସେସ୍ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍ ସ୍ଲିପ୍’
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍ ୟୁନିଭର୍ସ, ମିସ୍ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ...
୫ ଦିନରେ ବି ସରିଲାନି ଶ୍ରୀଲିଙ୍ଗରାଜଙ୍କ ଜମି ଚିହ୍ନଟ ପ୍ରକ୍ରିୟା: ଚିହ୍ନଟ ହୋଇପାରୁନି ମୁଖ୍ୟସ୍ଥାନ
ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର,୨୦ା୧୦(ବ୍ୟୁରୋ/ଡି.ଏନ୍.ଏ.): ଶ୍ରୀ ଲିଙ୍ଗରାଜଙ୍କ ଜମି ଚିହ୍ନଟ ସର୍ଭେ କାର୍ଯ୍ୟ ଚାଲିଛି। କିନ୍ତୁ ମନ୍ଦିର ପ୍ରଶାସନର ଆନ୍ତରିକତା ମନୋଭାବ ଅଭାବ ଯୋଗୁ ୫ଦିନ ବିତିଥିଲେ ମଧ୍ୟ ସର୍ଭେ କାର୍ଯ୍ୟ ସରିପାରୁ ନାହିଁ। ମନ୍ଦିର ପ୍ରଶାସନର ନେତୃତ୍ୱରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)...
ଓଡ଼ିଶା ଓ୍ବେଡିଂ ଏକ୍ସପୋ ଶୁଭାରମ୍ଭ: ଗୋଟିଏ ଛାତ ତଳେ ବିବାହର ଆବଶ୍ୟକୀୟ ସାମଗ୍ରୀ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଓଡ଼ିଶା ଓ୍ବେଡିଂ ଏକ୍ସପୋର ୫ମ ସଂସ୍କରଣ ସ୍ଥାନୀୟ ମେ ଫେୟାର କନଭେନଶନଠାରେ ଶନିବାର ଶୁଭାରମ୍ଭ ହୋଇଛି। ଡ୍ରିମ୍ଜ କ୍ରିଏଶନର ଏମ୍ଡ଼ି ରବିନ୍ଦ୍ର ନାଥ ରଥ ଏବଂ ପଦ୍ମାଳୟା ରଥ ଏହାକୁ ଉନ୍ମୋଚନ କରିଥିଲେ। ବିବାହ ଲାଗି ଆବଶ୍ୟକ ସମସ୍ତ...
‘ଖଦି ବଜାର’ ଆରମ୍ଭ: ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜୟନ୍ତୀ ଅବସରରେ ଶନିବାର ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ‘ଖଦି ବଜାର’ ଉଦ୍ଘାଟିତ ହୋଇଯାଇଛି। ୟୁନିଟ୍-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଏହା ଆସନ୍ତା...
ଐତିହ୍ୟ ପଦଯାତ୍ରାରେ ଟୁର୍ ଅପରେଟର
ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ) : ଓଡ଼ିଶା ଟ୍ରାଭେଲ୍ ବଜାରର ୩ୟ ସଂସ୍କରଣରେ ଯୋଗଦେବାକୁ ଆସିଥିବା ଦେଶର ବିଭିନ୍ନ ସ୍ଥାନର ଟୁର୍ ଅପରେଟର୍ମାନେ ଶନିବାର ପୁରୁଣା ଭୁବନେଶ୍ୱରରେ ଏକ ଐତିହ୍ୟ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଦେଶର ୨୦ରୁ ଊର୍ଦ୍ଧ୍ୱ ଟୁର୍ ଅପରେଟର୍ ପଦଯାତ୍ରାରେ...
ଗ୍ରାମାଞ୍ଚଳ ଗୃହ ନିର୍ମାଣ ଯୋଜନା: ସଫଳତା ଆଣୁଛି ହିତାଧିକାରୀଙ୍କୁ ଅର୍ଥ ପ୍ରୋତ୍ସାହନ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଗ୍ରାମାଞ୍ଚଳରେ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏୱାଇ)ର ଘର ତିଆରି କିସ୍ତି ଅର୍ଥ ଏବଂ ମଜୁରି ଆକାରରେ ହିତାଧିକାରୀଙ୍କୁ ଶତ ପ୍ରତିଶତ ଅର୍ଥ ପ୍ରଦାନ କରୁଥିବା ବ୍ଲକ ଗୁଡ଼ିକୁ ରାଜ୍ୟ ସରକାର ପୁରସ୍କାର ଦେବା ପୂର୍ବରୁ...
ଏଫ୍ଏସ୍ଏସ୍ଏଆଇ ରିପୋର୍ଟ: ବିଷାକ୍ତ ହେଉଛି ଦୁଗ୍ଧ; ପରୋକ୍ଷରେ କର୍କଟ ରୋଗକୁ ନିମନ୍ତ୍ରଣ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଖାଦ୍ୟପେୟରେ ଦୁଗ୍ଧ ଏକ ପ୍ରମୁଖ ଉପାଦାନ। ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଖାଇବାକୁ ପସନ୍ଦ କରନ୍ତି। ତେବେ ଅଧିକ ମୁନାଫା କମାଇବା ଆଶାରେ କେତେକ ଦୁଗ୍ଧ ବ୍ୟବସାୟୀ ମାରାତ୍ମକ ବିଷାକ୍ତ ପଦାର୍ଥକୁ...
ସରଳ ହେବ ଆମ୍ବୁଲାନ୍ସ ସେବା
ଭୁବନେଶ୍ୱର, ୨୦ା୧୦ (ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ଡାକ୍ତରଖାନାଗୁଡିକର ଆମ୍ବୁଲାନ୍ସ ସେବା ଗୋଟିଏ କଲ୍ ସେଣ୍ଟର ଦ୍ୱାରା ପରିଚାଳିତ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନରେ ଏ ନେଇ...
ଅଟକିଲା ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ ସେବା: ପୁରୀ-ଆନନ୍ଦ ବିହାର ନୀଳାଚଳ ଏକ୍ସପ୍ରେସ ବାତିଲ
ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): ରବିବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଆରମ୍ଭ ହେବାକୁ ଥିବା ସୁବିଧା ସ୍ପେଶାଲ ଟ୍ରେନକୁ ବାତିଲ୍ କରାଯାଇଛି। ଉତ୍ତର ରେଳପଥର କେତେକ ସମସ୍ୟା ଯୋଗୁ ଏହି ସେବାକୁ ଅସ୍ଥାୟୀ ଭାବେ ଅଟକାଯାଇଛି। ପୂଜା ଋତୁ ଓ ବିଭିନ୍ନ ନିଯୁକ୍ତି ପ୍ରକ୍ରିୟା...
ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା
ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍ ପ୍ରଚାର ଶେଷ ହୋଇଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ହେବ...
Archives


