ମେଟ୍ରୋ

ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର ଅନ୍ୟ ଏକ ଅଂଶରେ ପଶିଯାଇଥିଲା। ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ସ୍ଥାନୀୟ…

ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨ (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି।…

ପ୍ରେମ ଦିବସ ପୂର୍ବରୁ ଫୁଟିଲା ଗୁଳି: ପ୍ରଥମ ପ୍ରେମିକ କଲେ ଗୁଳିମାଡ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପ୍ରେମ ଦିବସ ପୂର୍ବରୁ ରାଜଧାନୀରେ ଫୁଟିଛି ଗୁଳି। ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ନିକଟରେ ଏକ ଗୁଳିମାଡ ହୋଇଛି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଯୁବତୀ ଜଣଙ୍କ ଶିକ୍ଷାନୁଷ୍ଠାନ କ୍ୟାମ୍ପସ…

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ…

ବସ୍‌ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଶକ୍ତି ବିଭାଗର ସୁପରିଟେଣ୍ଡେଣ୍ଟ,…

‘ବିଷ ଖାଇବାନି କି ଖୁଆଇବାନି’

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଆବଶ୍ୟକ। କିନ୍ତୁ ଆଜିକାଲି ସ୍ବାସ୍ଥ୍ୟକର ଖାଦ୍ୟ ପାଇବା ସହଜ ନୁହେଁ। ବଜାରରେ ମିଳୁଥିବା ପ୍ରତ୍ୟେକ ଖାଦ୍ୟଦ୍ରବ୍ୟରେ ରାସାୟନିକ ସାରର ବ୍ୟବହାର କରାଯାଉଛି, ଯାହା ସ୍ବାସ୍ଥ୍ୟ ପ୍ରତି ହାନିକାର ହେଉଛି। ତେଣୁ ଏପରି ପରିପ୍ରେକ୍ଷୀରେ…

ଜଗିଲେ ୧୬ ଯୁବକ, ଆତଙ୍କ ଖେଳାଇଲେ ୩୦ ମହିଳା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଶହୀଦନଗର ଥାନାଞ୍ଚଳରେ କେତେଜଣ ମହିଳା ଆତଙ୍କରାଜ ଚଳାଇଛନ୍ତି। ରବିବାର ୩୦ରୁ ଊର୍ଦ୍ଧ୍ୱ ମହିଳା ଜିଏ ପ୍ଲଟ୍‌ ନଂ.୧୩୩ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ଆସବାବପତ୍ର ବାହାରକୁ ଫିଙ୍ଗାଫୋପଡ଼ା କରିଥିଲେ। ଏଥିସହ ପରିବାର ସଦସ୍ୟଙ୍କୁ ସଂଘବଦ୍ଧ…

ଶ୍ରୀଲିଙ୍ଗରାଜଙ୍କ ଜମିରେ ବେଆଇନ ନିର୍ମାଣ

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ଓ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରାଟ ଯୋଜନା କାର୍ଯ୍ୟ କରିବାକୁ ସମସ୍ତ ବିଭାଗ ମିଳିତ ଭାବେ କାମ କରୁଛନ୍ତି। ହେଲେ କେତେଜଣ ଜବରଦଖଲକାରୀ, ଅବୈଧ ନିର୍ମାଣକାରୀଙ୍କ ଯୋଗୁ ଅଧିକାରୀଙ୍କ ପାରିବା ପଣିଆ ପଦାରେ…

ଠିକାଦାରି ପ୍ରୀତିରେ ଚାଲିଛି ଏକାମ୍ର କ୍ଷେତ୍ର ବିକାଶ

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀକ୍ଷେତ୍ର ଭଳି ଏକାମ୍ର କ୍ଷେତ୍ରରେ ପର୍ଯ୍ୟଟନର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଯୋଜନାକୁ ବିଭିନ୍ନ ଅଧିକାରୀ ଏକ ପ୍ରହସନରେ ପରିଣତ କରିଛନ୍ତି। ସରକାରୀ, ଘରୋଇ ଓ ଦେବୋତ୍ତର ଜମିରୁ ଉଚ୍ଛେଦ ପରେ ସରକାରୀ ତହବିଲକୁ ଜମି ଆସିଛି।…

କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି

ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍‌ ୨୦୧୭ର ନିୟମ-୫(୨)ଗ ଅନୁସାରେ ଏହି…

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍‌, ବସ୍‌ଷ୍ଟପ୍‌ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ ଡ୍ରଗ୍‌…

ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?