ମେଟ୍ରୋ

ଥାନାରେ ବେଆଇନ ଅଟକ ରଖିବା ମାମଲାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ୨ମାସ ମଧ୍ୟରେ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଅ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ୭ବର୍ଷ ତଳେ ଖଣ୍ଡଗିରି ଓ କନ୍ଦରପୁର ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଅଟକ ରଖିବା ମାମଲାର ବିଚାରକରି ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏଥିପାଇଁ ୨ମାସ ମଧ୍ୟରେ ପୀଡ଼ିତଙ୍କୁ...

ଗ୍ରାମାଞ୍ଚଳରେ ନିଷେଧ ହେବ ପ୍ଲାଷ୍ଟିକ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଆସନ୍ତାବର୍ଷରୁ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ ଓ ପ୍ଲାଷ୍ଟିକକୁ ନିଷେଧ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ପରିବେଶ ବିଭାଗ ପକ୍ଷରୁ ଜଣାଇ ଦିଆଯାଇଛି। ଶୁକ୍ରବାର ପରିବେଶ...

‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ: ପୁଷ୍ଟିହୀନମୁକ୍ତ ପଞ୍ଚାୟତକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ରାଜ୍ୟରେ ୨୦୦୫-୦୬ ବେଳକୁ ଶିଶୁ ମୃତ୍ୟୁହାର ୬୫% ଥିବାବେଳେ ୨୦୧୫-୧୬ ବେଳକୁ ହ୍ରାସ ପାଇ ୪୦%ରେ ପହଞ୍ଚତ୍ଛି। ଶିଶୁ ମୃତ୍ୟୁର ପ୍ରମୁଖ କାରଣ ପୁଷ୍ଟିହୀନତା। ରାଜ୍ୟକୁ ପୁଷ୍ଟିହୀନମୁକ୍ତ କରିବା ପାଇଁ ‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମ ଆରମ୍ଭ...

ବେଆଇନ କୋଇଲା ଚାଲାଣ: ୭ଜଣଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଅନୁଗୋଳ ଜିଲାରେ ଗତ କିଛି ମାସ ହେବ ବେଆଇନ ଭାବେ କୋଇଲା ଚୋରା ଚାଲାଣ ଚାଲିଛି। ଏ ନେଇ ସ୍ଥାନୀୟ ପୋଲିସ ଓ ଜିଲା ପ୍ରଶାସନ ଅବଗତ ଥିଲେ ବି ଚୁପ ବସିଛି। ତେବେ ବେଆଇନ କୋଇଲା...

ପାର୍କିଂ ଫି ଆଦାୟ: ୧୦ ମଲ୍‌କୁ ବିଡିଏର ନୋଟିସ; ନିର୍ଦ୍ଦେଶ ନ ମାନିଲେ ବିଲ୍ଡିଂ ସିଲ୍‌

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ବ୍ୟବସାୟିକ ପ୍ରତିଷ୍ଠାନ, ସିନେମା ହଲ, ମଲ୍‌, ଆପାର୍ଟମେଣ୍ଟ, ହସ୍ପିଟାଲରେ ଲୋକଙ୍କ ପାଇଁ ପାର୍କିଂ ସମ୍ପୂର୍ଣ୍ଣ ମାଗଣା କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛି। ମାତ୍ର ଏହି ନିର୍ଦ୍ଦେଶକୁ ଅବମାନନା କରି ବେଆଇନ୍‌ ଭାବେ ପାର୍କିଂ...

ଧର୍ମେନ୍ଦ୍ରଙ୍କୁ ପ୍ରସନ୍ନଙ୍କ ଉତ୍ତର: କେବଳ ମୁଖ୍ୟମନ୍ତ୍ରୀ ନୁହେଁ, ପ୍ରଧାନମନ୍ତ୍ରୀ ବି ଗୋଟିଏ ଆସନ ଛାଡ଼ିଛନ୍ତି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ପ୍ରଚାର କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାହିଁକି ବିଜେପୁର ଛାଡ଼ିଦେଲେ ପ୍ରଶ୍ନର ଉତ୍ତର ରଖିଛନ୍ତି ପ୍ରସନ୍ନ। ସେ କହିଛନ୍ତି,...

ପ୍ରସନ୍ନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ: ପଶ୍ଚିମ ଓଡ଼ିଶାର ବିକାଶ ହେବ ବୋଲି କହି ଆଣିଥିଲ, ମୁଖ୍ୟମନ୍ତ୍ରୀ କାହିଁକି ଛାଡ଼ି ଚାଲିଗଲେ

ଭୁବନେଶ୍ୱର/ବରଗଡ଼ ଅଫିସ,୧୮।୧୦(ବ୍ୟୁରୋ): ଆଉ ତିନି ଦିନ ପରେ ବିଜେପୁର ଉପନିର୍ବାଚନ। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମଙ୍ଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧରିଥିବା ବେଳେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ ପ୍ରଚାର କରୁଛନ୍ତି କେନ୍ଦ୍ର ମନ୍ତ୍ରୀ...

ଆଜି ବି ଚାଲିବ ପରୀକ୍ଷା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆଜି ଅର୍ଥାତ୍‌ ଶୁକ୍ରବାର ଏକ ପରୀକ୍ଷା ସ୍ପେଶାଲ ଟ୍ରେନ୍‌ ଚାଲିବ। ଏ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଟ୍ରେନ୍‌ଟି ପୁରୀରୁ ଟାଟା ନଗର ପର୍ଯ୍ୟନ୍ତ ଚାଲିବ। ଟ୍ରେନ୍‌ଟି ସନ୍ଧ୍ୟା ୭ଟାରେ ପୁରୀ ଛାଡିବାକୁ...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। ଶୁକ୍ରବାର କଂଗ୍ରେସ ଭବନରେ ଆୟୋଜିତ ଏକ...

ଜିଲା ଗସ୍ତ କରିବେ ବରିଷ୍ଠ କୃଷି ଅଧିକାରୀ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ) : ରାଜ୍ୟ ସରକାର ନେଉଥିବା ନିଷ୍ପତ୍ତି ଓ ଯୋଜନାଗୁଡ଼ିକ ତୃଣମୂଳ ସ୍ତରରେ ଚାଷୀମାନଙ୍କ ନିକଟରେ ପହଞ୍ଚୁଛି କି ନାହିଁ। ଏହାର ଫାଇଦା ସେମାନଙ୍କୁ କେତେ ମିଳୁଛି। ଯୋଜନାଗୁଡ଼ିକ ଠିକ କାର୍ଯ୍ୟକାରୀ ହେଉଛି କି ନାହିଁ। ଏ ସବୁର ତଦାରଖ...

ବିଜେପୁର ଏନ୍‌ଏସିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’

ବିଜେପୁର,୧୮।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ତିନି ପ୍ରମୁଖ ଦଳର ଷ୍ଟାର ପ୍ରଚାରକଙ୍କ ମାରାଥନ ପ୍ରଚାର ରାଜନୈତିକ ବାତାବରଣକୁ ବେଶ୍‌ ସରଗରମ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କ ପାଇଁ ଶୁକ୍ରବାର...

୨୦୨୦ ଅକ୍ଟୋବର ୨ ସୁଦ୍ଧା ଗ୍ରାମାଞ୍ଚଳରୁ ବ୍ୟାନ୍‌ ହେବ ପ୍ଲାଷ୍ଟିକ୍‌

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଏବେ ରାଜ୍ୟର ସମସ୍ତ ପୌରାଞ୍ଚଳରେ ପ୍ଲାଷ୍ଟିକ୍‌କୁ ବ୍ୟାନ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ୨୦୨୦ ଅକ୍ଟୋବର ୨ ତାରିଖ ସୁଦ୍ଧା ଗ୍ରାମାଞ୍ଚଳରୁ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ପୁରା ବ୍ୟାନ୍‌ ହେବ। ଏନେଇ ଶୁକ୍ରବାର ପରିବେଶ ବିଭାଗ ନିର୍ଦ୍ଦେଶକ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri