ମେଟ୍ରୋ

ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌ ନାରଦୀୟ ଭାଗବତ ନିକୁଞ୍ଜ ଟ୍ରଷ୍ଟ ଶେଷରେ ନିଜ ନିଷ୍ପତ୍ତିରୁ ଓହରି ଯାଇଛି। ସବୁଆଡୁ ତୀବ୍ର…

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ ବିଭାଗ…

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ ଜିଲାର…

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ, ବିଜ୍ଞାନ,…

ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ବ୍ୟବହାର, ନିରାମୟ ଯୋଜନାରେ ମାଗଣା ଔଷଧ,…

ନୌବାଦ୍ୟରେ ଦେଶକୁ ସଲାମ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍‌ଏସ୍‌ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ କରାଯାଇଥିଲା। ନୌସେନାର ବୃନ୍ଦ ବାଦ୍ୟ ଓ ସଙ୍ଗୀତରେ ଦେଶକୁ ସଲାମ କରିଥିଲେ ନୌସେନା।…

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି ଚିତ୍ରାହରିଣ ଛଡ଼ାଗଲାଣି। ନନ୍ଦନକାନନରେ ଥିବା ଏନକ୍ଲୋଜର ସାଙ୍ଗକୁ ଏହାର ପରିସରରେ ଅଧିକ ପରିମାଣର…

ସାତପଡ଼ାରୁ କୋଣାର୍କ ପାଟ୍ରୋଲିଂ କଡ଼ାକଡ଼ି

ପୁରୀ ଅଫିସ, ୮ା୧୨ ପୁରୀ ସମେତ କୋଣାର୍କ, ଚିଲିକା, ଚନ୍ଦ୍ରଭାଗା ଆଦି ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବର୍ଷତମାମ୍‌ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢିଯାଏ। ତେବେ ବିଭିନ୍ନ ସମୟରେ ଏସବୁ ସ୍ଥାନରେ ଯାତ୍ରୀ, ପର୍ଯ୍ୟଟକ ଶୋଷଣ…

ଛାତ୍ରୀଛାତ୍ର ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ବଜାୟ ରଖନ୍ତୁ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ…

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି ଆପ୍ଲିକେଶନରେ ଏହି କଲେଜର ଛାତ୍ରୀଛାତ୍ର ୨ୟ ରନର୍ସ ଅପ୍‌ ହୋଇ ପାରିଛନ୍ତି। କମ୍ପ୍ୟୁଟର…

ଉଚ୍ଛେଦ ଆଶଙ୍କାରେ ଥରହର ଏକାମ୍ର:ଉଠାଦୋକାନୀଙ୍କ ମନ୍ଦିର ସମ୍ମୁଖରେ ପ୍ରତିବାଦ

ପୁରୁଣା ଭୁବନେଶ୍ୱର,୮ା୧୨ (ଡି.ଏନ.ଏ.)ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ଏକାମ୍ର କ୍ଷେତ୍ରର ବିଭିନ୍ନ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଉଠାଦୋକାନୀଗୁଡିକୁ ହଟାଯାଇ ଶ୍ରୀଲିଙ୍ଗରାଜ ମନ୍ଦିର କ୍ଷେତ୍ରକୁ ବିଶ୍ୱ ଐତିହ୍ୟ ପାଇଁ ପ୍ରଶାସନ ନୀଳନକ୍ସା ପ୍ରସ୍ତୁତ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ତତ୍‌ତ୍ପରତା…

କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା

ଭୁବନେଶ୍ୱର,୮ା୧୨(ବ୍ୟୁରୋ) ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କର ଦୁଇ ଗୋଡ଼ ହାଡ଼ ଭାଙ୍ଗି ଯାଇଥିବାବେଳେ ମୁଣ୍ଡ, ହାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri