ମେଟ୍ରୋ

ଅନାଥାଶ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍‌ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ ଯାଇ ପିଲାମାନେ ସେଠାରେ ଅନ୍ତେବାସୀଙ୍କ ସହ ସମୟ ଅତିବାହିତ କରିଥିଲେ। ସେମାନଙ୍କୁ ନିଜ...

ଓଡ଼ିଶାରେ ବିରଳ ଟିଆଇପିଏସ୍‌ ସର୍ଜରି

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍‌ ପୋର୍ଟୋସିଷ୍ଟମିକ୍‌ ସଣ୍ଟ(ଟିଆଇପିଏସ୍‌)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍‌ ସିିରୋସିକ୍‌ ଲିଭର୍‌ର ସଫଳ ଚିକିସତ୍ା କରାଯାଇଛି। କ୍ରୋନିକ୍‌ ଆଲ୍‌କୋହଲିକ୍‌ ଲିଭର୍‌ ସିିରୋସିସ୍‌ରେ ପୀଡ଼ିତ ଜଣେ ରୋଗୀଙ୍କ ଠାରେ...

ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍‌ ଖୋଲିବା ମନା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍‌ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍‌କୁ ଲାଗିଛି ଝଟ୍‌କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍‌ ସଂକ୍ରାନ୍ତରେ ଟ୍ରାଫିକ ଡିସିପି ସାଗରିକା ତାଡ଼ ବିଡିଏକୁ ଅବଗତ କରାଇଛନ୍ତି। ପାର୍କିଂ ଓ ଅଗ୍ନି...

ଟୁର୍‌ ଅପରେଟର୍‌ କରିପାରିବେ ଓଡ଼ିଶା ପର୍ଯ୍ୟଟନ ସମ୍ପଦର ପ୍ରଦର୍ଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ):  ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର ଟୁର୍‌ ଅପରେଟର୍‌ମାନେ ଓଡ଼ିଶା ପ୍ରତି ଅଧିକ ଯତ୍ନବାନ ହେବାକୁ ପର୍ଯ୍ୟଟନ ଓ ସଂସ୍କୃତି...

ଓଡ଼ିଆ ଫିଲ୍ମ ମେକରଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ସୋସାଇଟି ଫର୍‌ ଆକ୍‌ନଲେଜ୍‌ମେଣ୍ଟ୍‌ ଇନ୍‌ ୱାର୍କ ଏକ୍ସିଲେନ୍ସ (ଏସ୍‌ଏଡବ୍ଲ୍ୟୁଇ) ପକ୍ଷରୁ ଓଡ଼ିିଆ ଚଳଚ୍ଚିତ୍ର ନିର୍ମାତାଙ୍କୁ ସମ୍ମାନିତ କରାଯାଇଛି। ନିକଟରେ ଦୁବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ଯୁବ ଚଳଚ୍ଚିତ୍ର ନିର୍ମାତା ଅମୃତେନ୍ଦୁ ବରାଳଙ୍କୁ ଇଣ୍ଡିଆ ଇଣ୍ଟରନ୍ୟାଶ୍‌ନାଲ ଏକ୍ସିଲେନ୍ସ...

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ ୮ କୋଚ୍‌ ବିଶିଷ୍ଟ ସ୍ବତନ୍ତ୍ର ଟ୍ରେନ୍‌ ପ୍ରସ୍ତୁତ କରାଯାଇଛି। ଟ୍ରେନର ବାହାର...

ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଦୋରା ୧୯୬୨ରେ ବୁର୍ଲା ଇଞ୍ଜିନିୟରିଂ କଲେଜରେ ଡିଗ୍ରୀ ଶେଷ...

ଲିଙ୍ଗରାଜ ମନ୍ଦିର ପାର୍ଶ୍ୱ ସର୍ଭେ ୩ଦିନ ବଢ଼ିଲା

ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ ସର୍ଭେ ଆରମ୍ଭ ହୋଇଥିଲା। ହେଲେ ଜବରଦଖଲ ସ୍ଥାନ ଚିହ୍ନଟ କରିବାରେ ବହୁ...

ଭୁବନେଶ୍ୱରରେ ରୋବୋଟିକ୍‌ ରେଷ୍ଟୁରାଣ୍ଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରେଷ୍ଟୁରାଣ୍ଟରେ ଓ୍ବେଟର୍‌ଙ୍କ ସ୍ଥାନରେ ରୋବୋ। ଓଡ଼ିଆରେ କଥା ହେବାସହ ରେଷ୍ଟୁରାଣ୍ଟ ମଧ୍ୟକୁ ସ୍ବାଗତ କରୁଛି। ଅର୍ଡର ନେବା ସହ ଖାଦ୍ୟ ମଧ୍ୟ ପରଷୁଛି। ଗ୍ରାହକଙ୍କ ଭଲମନ୍ଦ କଥା ବି ପଚାରି ବୁଝୁଛି। ଭୁବନେଶ୍ୱରରେ ବୁଧବାର ଖୋଲିଥିବା ପୂର୍ବ ଭାରତର...

ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ମାରିଥିଲେ। ଅକ୍ଷୟ ମହାରଣା ନାମକ ଜଣେ ଯୁବକ ପ୍ରତିବାଦ କରିବାରୁ...

ଭୁବନେଶ୍ୱର ଭିତରେ ଆର୍ମି ପରୀକ୍ଷାକୁ ପୋଲିସର ନା

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ):  ଆଗାମୀ ଦିନରେ ଭୁବନେଶ୍ୱର ଭିତରେ ହୋଇ ନ ପାରେ ଆର୍ମି ପରୀକ୍ଷା। ୧୨୦ ବାଟାଲିୟନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାକୁ ଆସୁଥିବା ପରୀକ୍ଷାର୍ଥୀମାନେ ପାର୍କ, ଟ୍ରେନ୍‌ ଓ ଷ୍ଟେଶନରେ ଆତଙ୍କ ସୃଷ୍ଟି କରିବା ପରେ ଏଭଳି ନିଷ୍ପତ୍ତି...

ଫୁଲବାଣୀରେ ହେବ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଜନ୍ମଦିନ ଅବସରରେ ନୂଆ ଘୋଷଣା କରିଛନ୍ତି। ଏହି ଘୋଷଣା ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବ। ରାଜ୍ୟର ପ୍ରତ୍ୟେକ ଅବିଭକ୍ତ ଜିଲାରେ ଗୋଟିଏ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri