ମେଟ୍ରୋ

ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ ରହିବ। ଏ ନେଇ ବୁଧବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା…

ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିସହ ‘ସୁରଜ ଯୋଜନା’ରେ…

ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, କନଷ୍ଟେବଳ ଗିରଫ

ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ ବାବୁଙ୍କ ଦ୍ୱାରା ବାରମ୍ବାର ବଳାତ୍କାରର ଶିକାର ହୋଇଥିବା ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

ଗର୍ଭ ନଷ୍ଟ ପାଇଁ ହସ୍ପିଟାଲ ଆଣି ଛାଡ଼ି ପଳାଇଲେ ପ୍ରେମିକ: ବିବାହ ପାଇଁ ଜିଦ୍‌ ଧରି ହାତ କାଟିଲେ ଯୁବତୀ

ଭୁବନେଶ୍ୱର,୫-୨(ବ୍ୟୁରୋ):ପ୍ରେମ ବ୍ୟାପାରକୁ ନେଇ ଇନ୍‌ଫୋସିଟି ଥାନାଞ୍ଚଳରେ ଅପ୍ରୀତିକର ଘଟଣା ଘଟିଛି। ବିବାହ ପାଇଁ ଜିଦ୍‌ ଧରି ଜଣେ ମୁସଲିମ୍‌ ସମ୍ପ୍ରଦାୟ ଯୁବତୀ ହାତ କାଟି ଗୁରୁତର ହୋଇଛନ୍ତି। ଏପରିସ୍ଥଳେ ଯୁବତୀଙ୍କ ଗର୍ଭ ନଷ୍ଟ ପାଇଁ କ୍ୟାପିଟାଲ ହସ୍ପିଟାଲ ଆଣି ତାଙ୍କୁ ପ୍ରେମିକ…

ମୃତ ରେଳ କର୍ମଚାରୀଙ୍କ ପରିବାରକୁ ୪୮ ଘଣ୍ଟାରେ ପେନ୍‌ସନ

ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮ ଘଣ୍ଟା ମଧ୍ୟରେ ପେନସନ ସହିତ ଅନ୍ୟାନ ପାଉଣା ପ୍ରଦାନ ନେଇ ରେଳପଥ ପକ୍ଷରୁ ବ୍ୟବସ୍ଥା…

ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍‌

ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍‌ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ ଏହି ଖଣିର ନିଲାମୀ ପ୍ରକ୍ରିୟା ଜାରି ରହିଥିଲା। ରାତି ୨ଟା ୪୧ ମିନିଟ୍‌ରେ ସେହି…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ

ଭୁବନେଶ୍ୱର,୫-୨(ବ୍ୟୁରୋ):ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ ମୁକୁଳିଛନ୍ତି।…

ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ

ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍‌ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍‌ରେ ଏକାଧିକ ନିଆରା ତଥା ଭିନ୍ନ କ୍ଷୁଦ୍ର ଚିତ୍ରକଳାମାନ କରି ସେ ଏହି ରେକର୍ଡ ହାସଲ କରିଛନ୍ତି। ବଜାରକୁ ନୂଆ ଆସିଥିବା…

ଖଣି ହାତେଇବାକୁ ଭରପୂର ଉଦ୍ୟମ

ଯୋଡ଼ା,୫-୨(ଡି.ଏନ୍‌.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍‌ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ। ତେବେ ନିଲାମ ହାତେଇବାକୁ ଏବେ ଖଣି ବ୍ୟବସାୟୀଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଦେଖିବାକୁ…

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା ଐତିହ୍ୟ…

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?