ଗଣଶିକ୍ଷା ବିଭାଗର ‘ଜିରୋ ଏଫ୍’ ମିଶନ:ଛୁଟିଦିନରେ ଦଶମ ଶ୍ରେଣୀ ପିଲାଙ୍କୁ ପଢ଼ାଇବେ ଶିକ୍ଷକ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍ ହାର କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି। ଏଥିପାଇଁ ‘ଜିରୋ ଏଫ୍’ ମିଶନ ଆରମ୍ଭ କରିଛି। ପ୍ରଥମେ କଟକ ଜିଲାକୁ ପାଇଲଟ୍ ପ୍ରୋଜେକ୍ଟ ଭାବେ ନିଆଯାଇଛି। ଛୁଟିଦିନଗୁଡ଼ିକରେ ମଧ୍ୟ...
୧୪ରୁ ଓଡ଼ିଶା ଟ୍ରାଭେଲ ବଜାର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି)ର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଅକ୍ଟୋବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟ୍ରାଭେଲ ବଜାର ଦେଶ ବାହାରେ ଓଡ଼ିଶା ପର୍ଯ୍ୟଟନର...
ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି
ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ ସରଗରମ ଏତେଟା ଦେଖିବାକୁ ମିଳୁ ନ ଥିଲେ ସୁଦ୍ଧା ଆଉ ଦିନେ...
୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍, ରଷିଆନ୍ ଭାଷା ଶିଖିବେ ଟୁର୍ ଅପରେଟର୍; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍ଜେଟ୍
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଦେଶ, ବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ରାଜ୍ୟ ପର୍ଯ୍ୟଟନ...
କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସମ୍ବେଦନଶୀଳ ଘଟଣାରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ...
ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା ଥିଲେ। ତାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ଭାଜପା ମହିଳା...
ଗୋଟିଏ ପୃଷ୍ଠା ହେବ କର୍ମଚାରୀଙ୍କ ଦରମା ବିଲ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ):ସରକାରୀ କର୍ମଚାରୀମାନଙ୍କ ଦରମା ଦେବାକୁ ଆଉ ବରବାଦ ହେବ ନାହିଁ ଲକ୍ଷ ଲକ୍ଷ ପୃଷ୍ଠାର କାଗଜ। ଗୋଟିଏ ପୃଷ୍ଠାରେ ସବୁ କର୍ମଚାରୀଙ୍କ ଦରମା ବିଲ୍ ପ୍ରସ୍ତୁତ ହେବ। ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟକୁ କାଗଜମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି।...
ମାଟିରୁ କମୁଛି ଫସ୍ଫରସ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଗତ କିଛିବର୍ଷ ହେବ ମାଟିରୁ ଫସ୍ଫରସ୍ ପରିମାଣ କମିବାରେ ଲାଗିଛି। ରାଜ୍ୟରେ ଧାନ ଏକ ପ୍ରମୁଖ ଫସଲ। ଜମିରେ ଫସ୍ଫରସ୍ ଅଭାବରୁ ଆଗାମୀ ଦିନରେ ଧାନ ଉତ୍ପାଦନ କମିବା ଆଶଙ୍କା ଦେଖାଦେଇଛି। ଧାନ ବଢ଼ିବା ପାଇଁ ମାଟିର ମୁଖ୍ୟ...
ଆଜି ବିରାଜିବେ ଧନଦାତ୍ରୀ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ରାଜଧାନୀର ବିଭିନ୍ନ ପୂଜାମଣ୍ଡପରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶିଳ୍ପୀମାନେ...
ଏସ୍ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ
କଟକ ଅଫିସ, ୧୨।୧୦: କଟକ ଏସ୍ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି ମହଲାରେ ଥିବା ଏକ ଝରକା ଗ୍ରୀଲ ତାଡ଼ି ଜଣେ ରୋଗୀ ଡେଇଁପଡ଼ିଥିବା...
କ୍ୟାପିଟାଲ ହସ୍ପିଟାଲ ଫେରାଇଦେଲା, ଫୁଟ୍ପାଥରେ ସନ୍ତାନ ପ୍ରସବ କଲେ ମହିଳା
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥରେ ପ୍ରସବ କରିଛନ୍ତି ଜଣେ ମହିଳା। ଲେବର ରୁମ୍ରୁ ଫେରାଇ ଦେବାରୁ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଗର୍ଭବତୀ ଜଣକ ହସ୍ପିଟାଲ ଫୁଟ୍ପାଥରେ ସନ୍ତାନ ପ୍ରସବ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୮ଟାରେ ସାଲିଆସାହିରେ ରହୁଥିବା...
ଭାଜପା ଛାଡ଼ିଲେ ଅଶୋକ ପାଣିଗ୍ରାହୀ
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଜେପୁରର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଅଶୋକ ୨୦୧୮ ଉପନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ତେବେ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବାରୁ ସେ...
Archives


