ମେଟ୍ରୋ

ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର…

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪।୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପସ୍ଥିତ ଥିବା ଅସ୍ଥାୟୀ ପୌର…

୭ଦିନ ଧରି ପାଳନ ହେବ ବିଜୁ ଜୟନ୍ତୀ

ଭୁବନେଶ୍ୱର,୪ା୨(ବ୍ୟୁରୋ): ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଚଳିତ ବର୍ଷ ବିଜେଡି ସପ୍ତହବ୍ୟାପୀ ପାଳନ କରିବ ବୋଲି ନିଷ୍ପତ୍ତି ନେଇଛି। ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମ ତାଙ୍କ ଜନ୍ମସ୍ଥାନ କଟକରୁ ଆରମ୍ଭ କରାଯିବ। ଚଳିତ ବର୍ଷ ବିଜେଡି…

ହାରିଯାଇଛି କ୍ୟାନ୍‌ସର

ଭୁବନେଶ୍ୱର, ୪ା୨(ବ୍ୟୁରୋ): କ୍ୟାନ୍‌ସର ନାଁ ଶୁଣିଲେ ଲୋକେ ଡରିଯାଆନ୍ତି। ଜୀବନ ସରିଗଲା, ମୃତ୍ୟୁ ସୁନିଶ୍ଚିତ ବୋଲି ଭାବନ୍ତି। କ୍ୟାନ୍‌ସର ଆକ୍ରାନ୍ତଙ୍କୁ ଛୁଇଁବାକୁ ବି ଭୟ କରନ୍ତି। ମା’, ବାପା ଓ ପରିବାର ଲୋକେ ପୂରା ଭାଙ୍ଗିପଡ଼ନ୍ତି। କିନ୍ତୁ କ୍ୟାନ୍‌ସର ସହ ଲଢ଼ି…

କୁଳପତିଙ୍କ ବ୍ୟଙ୍ଗ ଫଟୋ, ଭିଡିଓ ଭାଇରାଲ

କଟକ ଅଫିସ,୪ା୨: ସୋସିଆଲ ମିଡିଆ ଟିକ୍‌ଟକ୍‌ ଓ ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ରଙ୍କ ବ୍ୟଙ୍ଗ ଫଟୋ ଓ ଭିଡିଓ। ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଓ ପୂର୍ବତନ ଛାତ୍ର ଏଭଳି କାର୍ଯ୍ୟ କରିଥିବା ଜଣାପଡିଛି।…

ରାଜଧାନୀରେ ଶତାଧିକ ଚାଷୀ ଗିରଫ

ଭୁବନେଶ୍ୱର,୪ା୨(ବ୍ୟୁରୋ) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବକେୟା ପ୍ରଦାନ ଦାବିରେ ଗତ ୩୦ତାରିଖରୁ ଆରମ୍ଭ ହୋଇଥିବା ବିଶାଳ ପଦଯାତ୍ରା ସୋମବାର ରାଜଧାନୀ ଭୁବନେଶ୍ୱରରେ ପହଞ୍ଚତ୍ଥିଲା। ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆୟୋଜିତ ଏହି ପଦଯାତ୍ରାରେ ବହୁ…

ଅନୁଭବ ପରୋକ୍ଷରେ ଅଭିଯୋଗକୁ ସ୍ବୀକାର କରିଛନ୍ତି: କଂଗ୍ରେସ

ଭୁବନେଶ୍ୱର,୪ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ୨୦୧୪ ରାଜ୍ୟ ସଭା ନିର୍ବାଚନ ସମୟରେ ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ଦେଇଥିବା ରବିବାର କଂଗ୍ରେସ ଅଭିଯୋଗ କରିଥିଲା। ଏହି ଅଭିଯୋଗକୁ ଏମ୍‌ପି ମହାନ୍ତି ଖଣ୍ଡନ କରିବା ସହିତ କଂଗ୍ରେସକୁ ଏକ…

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପସ୍ଥିତ ଥିବା ଅସ୍ଥାୟୀ ପୌର…

୬ ଜିଲାରେ ଘନ କୁହୁଡି :୯ ଯାଏ ବର୍ଷା

ଭୁବନେଶ୍ୱର,୪ା୨(ବ୍ୟୁରୋ): ବଙ୍ଗୋପସାଗରରେ ଏକ ଗୁରୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏ ରାଜ୍ୟର ଅଧିକାଂଶ ଭାଗରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି। ୮ ଓ ୯ ତାରିଖରେ ଉପକୂଳ ଓଡିଶାରେ ପ୍ରବଳ…

୫,୬୦,୮୯୧ ଛାତ୍ରୀଛାତ୍ର ଦେବେ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର, ୪ା୨(ବ୍ୟୁରୋ): ଚଳିତବର୍ଷ ୫, ୬୦, ୮୯୧ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେବେ। ମୋଟ ୨,୮୮୮ କେନ୍ଦ୍ରରେ ପରୀକ୍ଷା ହେବ। ଏଥିପାଇଁ ୩୦୭ ନୋଡାଲ ସେଣ୍ଟର କରାଯାଇଛି। ୨୨ ପୋଲିସ୍‌ ଷ୍ଟେଶନକୁ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ନିଆଯାଇଛି। ସମ୍ବେଦନଶୀଳ ୧…

୧୮ ସୁଦ୍ଧା ୧୯ ଖଣିର ନିଲାମ ଶେଷ ଲକ୍ଷ୍ୟ: ଆର୍ସେଲର ମିତ୍ତଲକୁ ଠାକୁରାଣୀ ଖଣି

ଭୁବନେଶ୍ୱର,୪ା୨(ବ୍ୟୁରୋ): କେନ୍ଦୁଝର ଜିଲାରେ ଥିବା ଠାକୁରାଣୀ ଲୁହାପଥର ଖଣିକୁ ହାତେଇବାରେ ଆର୍ସେଲର ମିତ୍ତଲ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ସଫଳ ହୋଇଛି। ଖଣିର ଲୁହାପଥର ବିକ୍ରି ମୂଲ୍ୟର ୧୦୭.୫୫ ପ୍ରତିଶତ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବା ସର୍ତ୍ତରେ ଏହି ଖଣି ଆର୍ସେଲର ମିତ୍ତଲକୁ…

ବଢ଼ିପାରେ ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) ଯଦି ଏହାର ଉତ୍ପାଦନ ଓ ବଣ୍ଟନ କମ୍ପାନୀଙ୍କ ଦାବିକୁ ଗ୍ରହଣ କରନ୍ତି, ତେବେ ଆସନ୍ତା ମାର୍ଚ୍ଚ ମାସରେ ଦର ବୃଦ୍ଧି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?