ହବିଷିଆଳି ଯୋଜନା: ରହିବେ ୩ ହଜାର ବ୍ରତଧାରୀ, ୧୩ରେ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୧।୧୦ : ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି କାର୍ତ୍ତିକ ମାସ ବାଳଧୂପ ନୀତି। ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ତେବେ ସରକାର...
ଓଟିଇଟି ଆନ୍ସର-କି ରେ ତ୍ରୁଟି ଅଭିଯୋଗ ପ୍ରସଙ୍ଗ : ଚ୍ୟାଲେଞ୍ଜ ଅବଧି ୧୩କୁ ବୃଦ୍ଧି
ଭୁୁବନେଶ୍ୱର,୧୧।୧୦(ବ୍ୟୁରୋ) : ରାଜ୍ୟର ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ସାଂଘାତିକ ତ୍ରୁଟି ଦୃଷ୍ଟିଗୋଚର ହେଉଛି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଖାଦେଇଛି ତୀବ୍ର ଅସନ୍ତୋଷ। ବର୍ଷ ଆରମ୍ଭରୁ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ...
୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର...
ଅପରାହ୍ନ ୪ଟାରେ ବାନା ବନ୍ଧା
ପୁରୀ ଅଫିସ,୧୧।୧୦: ଋତୁ ଚକ୍ରର ପରିବର୍ତ୍ତନରେ ଏବେ ଶୀତ ଋତୁର ଆଗମନ ହେବ। ସାଧାରଣତଃ କାର୍ତ୍ତିକ ମାସରୁ ଶୀତଋତୁ ଆରମ୍ଭ ହୋଇଥାଏ। କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ ବୋଲି ଲୋକମୁଖରେ ରହିଛି। ଶୀତଦିନେ ଶୀଘ୍ର ସନ୍ଧ୍ୟା ହେଉଥିବାରୁ ଗୁରୁବାରଠାରୁ...
ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ ଗହଳି କମାଇବା ପାଇଁ ପ୍ରତି ମଙ୍ଗଳବାର ବିଶାଖାପଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ (୮୨୫୦୭-୮୨୫୦୮) ଚଳାଚଳର...
୪୨ ହାବିଲଦାର ମେଜରଙ୍କ ପଦୋନ୍ନତି
କଟକ ଅଫିସ, ୧୦ା୧୦- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୪୨ଜଣ ହାବିଲଦାର ମେଜରଙ୍କୁ ଡ୍ରିଲ୍ ସବ୍-ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି ଦିଆଯାଇଛି। ଗୁରୁବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର...
୪ ଆଇଏଫ୍ଏସ୍ ଅଫିସରଙ୍କ ପଦୋନ୍ନତି
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଫ୍ଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟର ୪ ଜଣ ଆଇଏଫ୍ଏସ୍ ଅଫିସରଙ୍କୁ ଅତିରିକ୍ତ ପିସିସିଏଫ୍ ପଦବୀକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର। ୧୯୮୯ ବ୍ୟାଚର ସୁଶାନ୍ତ ନନ୍ଦ ଓ ଓମ୍ ପ୍ରକାଶ ସିଂହଙ୍କୁ...
ପାଣିଟାଙ୍କିରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ନିଶା ସେବନ କରିଥିବାରୁ ଖସି ପଡ଼ିଥିବା ସନ୍ଦେହ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୯, ପ୍ଲଟ ନଂ-୧୨୯ରେ ଥିବା ଏକ ପାଣିଟାଙ୍କିରୁ ଗୁରୁବାର ଜଣେ ନାବାଳକଙ୍କ ମୃତଦେହକୁ ଖାରବେଳ ନଗର ପୋଲିସ ଉଦ୍ଧାର କରିଛି। ସେ ହେଲେ ତିର୍ଜକ ତେଜର ଜେନା(୧୨)। ମୃତ୍ୟୁର କାରଣ ସ୍ପଷ୍ଟ...
ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଟୁଇଟ୍ କରି ଜଣାଇଛନ୍ତି। ବିମାନ ଚଳାଚଳ ମନ୍ତ୍ରଣାଳୟ...
କେନ୍ଦ୍ର ଯୋଜନାକୁ ରାଜ୍ୟ ସରକାର ହଡ଼ପ କରିବା ପ୍ରତିବାଦ: ରାଜଭବନ ସମ୍ମୁଖରେ ଭାଜପାର ଧାରଣା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜେଡି ନିଜ ନାମରେ କରୁଥିବା ଅଭିଯୋଗ ଆଣିଛି ଭାଜପା। ଏଥିସହ ଅନ୍ୟ ଚାରୋଟି ପ୍ରସଙ୍ଗକୁ ନେଇ ଭାଜପା ପକ୍ଷରୁ ଗୁରୁବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାର ଚଞ୍ଚକତା କରି...
ବିଜେପୁର ଉପନିର୍ବାଚନ ପୂର୍ବରୁ ଭାଜପାରେ ଅସନ୍ତୋଷ: ଅଶୋକ କହିଲେ ‘ଦଳରେ ତାଙ୍କୁ ଅଣଦେଖା କରାଯାଉଛି’
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୧୧ ଦିନ ବାକି ଥିବା ବେଳେ ଭାଜପାରେ ଅସନ୍ତୋଷ ଦେଖାଦେଇଛି। ୨୦୧୮ ନିର୍ବାଚନରେ ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଗୁରୁବାର ଦଳ ପ୍ରତି ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଅସନ୍ତୋଷ...
ଓଏଫ୍ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର, ଡିଏଫ୍ଓ ଥିବା ବେଳେ ପଡ଼ିଥିଲେ ଭିଜିଲାନ୍ସ ଜାଲରେ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପୁଣି ଜଣେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଗୁରୁବାର ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେ ହେଲେ ଓଏଫ୍ଏସ୍ ଅଫିସର ତଥା ପୂର୍ବତନ ଡିଏଫ୍ଓ ସୁଧାଂଶୁ ଶେଖର ମିଶ୍ର। ୨୦୧୬ରେ ଆଠଗଡ଼ ଡିଏଫ୍ଓ ଥିବା ବେଳେ ସୁଧାଂଶୁ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। ଆୟ...
Archives


