ଇ- ବିଧାନସଭା: ୪୭ ବିଧାୟକ କିଣିଲେ କମ୍ପ୍ୟୁଟର
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ବିଧାୟକମାନେ ଆଉ କାଗଜପତ୍ର ନୁହେଁ କମ୍ପ୍ୟୁଟର ଜରିଆରେ ସମସ୍ତ ସୂଚନା ପାଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରିବେ। ଏପରି କି ବିଧାନସଭାକୁ ମଧ୍ୟ ଲାପଟପ୍ ଧରି ଆସି ପାରିବେ । ଅନ୍ଲାଇନରେ ସବୁ କିଛି ହେବ। ବିଧାୟକମାନେ ଯାହା...
ପୂଜା ଭିଡ଼ରେ ମାତିଲେ ଲୁଟେରା: ଶେଷ ଦୁଇଦିନରେ ୨ଶହରୁ ଊର୍ଦ୍ଧ୍ୱ ଚୋରି, ଲୁଟ୍
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଏଥର ଦୁର୍ଗାପୂଜାରେ ଚୋରି ଓ ଲୁଟ୍ ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ପୂଜା ମଣ୍ଡପ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସିସିଟିଭି ଲଗାଯିବା ସହ ପର୍ଯ୍ୟାପ୍ତ ପୋଲିସ ଓ ଏସ୍ପିଓ ମୁତୟନ ରହିଥିଲେ। ଏହାସତ୍ତ୍ୱେ...
ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍ଓ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍ଓମାନେ ପାଇଥିବା କାର୍ଯ୍ୟକୁ ସ୍ବାଧୀନଭାବେ ଉପ/ଯୁଗ୍ମ/ଅତିରିକ୍ତ ସଚିବଙ୍କୁ ସିଧାସଳଖ ଦେବେ। ସେହିପରି ବିଭିନ୍ନ ଯୋଜନା...
ମେଲାଣି ନେଲେ ମା’
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଆନନ୍ଦ ଉତ୍ସବର ଅନ୍ତ ଘଟାଇ ବିଦାୟ ନେଇଛନ୍ତି ମା’ ଜଗଜ୍ଜନନୀ। ଆତସବାଜି, ଢୋଲ, ମର୍ଦ୍ଦଳ, ଘଣ୍ଟ, ଘଣ୍ଟି ସହ ନାଚ ଗୀତର ରୋଶଣିରେ ଭକ୍ତମାନେ ମା’ଙ୍କୁ ବିଦାୟ ଦେଇଛନ୍ତି। ମା’ଙ୍କ ମେଲାଣି ସହ ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜା...
ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ରୁମ୍ରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବତୀ ଜଣକ ହେଲେ ବ୍ରହ୍ମପୁରର ଦାମିନି କୁମାରୀ ସ୍ବାଇଁ। ପୋଲିସ ସୂଚନା ମୁତାବକ, ଭଦ୍ରକ ଅଞ୍ଚଳର ଜଣେ...
ଆରମ୍ଭ ହେଲା ରାଷ୍ଟ୍ରୀୟ ଡାକ ସପ୍ତାହ
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବୁଧବାରଠାରୁ ‘ରାଷ୍ଟ୍ରୀୟ ଡାକ ସପ୍ତାହ’ ପାଳନ ଆରମ୍ଭ ହୋଇଛି। ୯ ଅକ୍ଟୋବର ‘ବିଶ୍ୱ ଡାକ ଦିବସ ପାଳନ’ ଅବସରରେ ପ୍ରଧାନ ଡାକପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ଡାକମଣ୍ଡଳର ରାଷ୍ଟ୍ରୀୟ ଡାକ ସପ୍ତାହ ପାଳନ ସମ୍ପର୍କରେ...
ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ, ଓଡ଼ିଆ ଭାଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଗ୍ରାମ କରିବା ସହ...
ବସ୍ ପଛରେ ପିଟିହେଲା ବସ୍: ୩୦ ଆହତ
ଫୁଲନଖରା,୧୦ା୧୦(ଡି.ଏନ୍.ଏ.): କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀଠାରେ ବୁଧବାର ଏକ ବସ୍ ପଛରେ ଅନ୍ୟ ଏକ ବସ୍ ପିଟି ହୋଇଯାଇଛି। ଫଳରେ ପଛ ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ପ୍ରତାପନଗରୀ ଯୁବକ...
ଓଡ଼ିଆ ଯବାନଙ୍କ ମରଶରୀରକୁ ଅସମ୍ମାନ
ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଦେଶର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଓଡ଼ିଆ ଯବାନ ପ୍ରବୀର ନାୟକଙ୍କୁ ଅସମ୍ମାନିତ କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କ ମରଶରୀର ବିମାନ ବନ୍ଦରରେ ପହଞ୍ଚିବା ପରେ ମିଳି ନ ଥିଲା ଗାର୍ଡ ଅଫ୍ ଅନର।...
ଏଫ୍ଏମ୍ରେ ସଚେତନତା ବାର୍ତ୍ତା ଦେଲେ ଟ୍ରାଫିକ୍ ଡିସିପି
ଭୁବନେଶ୍ୱର.୯।୧୦(ବ୍ୟୁରୋ): ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜା ଶେଷ ହୋଇଛି। ବୁଧବାର ଧରାପୃଷ୍ଠରୁ ମା’ଙ୍କୁ ବିଦାୟ ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ଭସାଣି ଯାତ୍ରା ବହୁ ଧୁମ୍ଧାମ୍ରେ ଅନୁଷ୍ଠିତ ହୋଇଛି। ଏହି ଉତ୍ସବ ପାଇଁ ଯାତାୟାତରେ କିଛିଟା ପରିବର୍ତ୍ତନ କରାଯାଇଛି। ଭସାଣି ସମୟରେ...
ଗୁଡ଼ିଆପୋଖରୀ ଛକ ନିକଟରେ ଦୁର୍ଘଟଣା: ବସ୍ ଚକାତଳେ ଖସି ପଡ଼ି ଦୁଇ ଛାତ୍ର ମୃତ
ପୁରୁଣା ଭୁବନେଶ୍ୱର/ପିପିଲି,୯।୧୦(ଡି.ଏନ୍.ଏ.): ପୁରୀ-ଭୁବନେଶ୍ୱର ୩୧୬ନଂ ଜାତୀୟ ରାଜପଥର ଗୁଡ଼ିଆପୋଖରୀ ଛକ ଡିଭାଇଡର ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁୁ ଜଣେ ହେଲେ ଆକାଶ ବାରିକ। ସେ କଟକର ଏକ ଘରୋଇ...
ସରିଲା ଦୁର୍ଗାପୂଜା: ଅପେକ୍ଷା ଆରବର୍ଷକୁ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ସରିଛି ଶାରଦୀୟ ଦୁର୍ଗାପୂଜା। ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତ୍ଜନନୀ ମା’ ଦୁର୍ଗା। ପୁଣି ବର୍ଷେ ପର୍ଯ୍ୟନ୍ତ ମା’ଙ୍କୁ ଅପେକ୍ଷା କରିବାର ସମୟ ଆସିଛି। ବୁଧବାର ବିଭିନ୍ନ ସ୍ଥାନରେ ଭସାଣି ଉତ୍ସବ ଅନୁଷ୍ଠିତ ହେଉଥିବାବେଳେ ଏଥିପାଇଁ ଦୈତନଗରୀ(ଭୁବନେଶ୍ୱର ଓ କଟକ)ରେ...
Archives


