ମେଟ୍ରୋ

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ଆସନ୍ତା ୪ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା...

ବେପରୁଆ ତଦନ୍ତ: କୋର୍ଟରେ କ୍ଷମା ମାଗିଲା ପୋଲିସ, ହତ୍ୟା ମାମଲାରେ ନାବାଳକଙ୍କୁ ସାବାଳକ ଦର୍ଶାଇଥିଲା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୋଲିସ ଠିକ୍‌ ଭାବେ ତଦନ୍ତ କରୁନି। ଫଳରେ ଦୋଷୀ ଖସି ଯାଉଥିବାବେଳେ ନିର୍ଦ୍ଦୋଷ ଜେଲ୍‌ ଯାଉଛି। ବିନା ତଦନ୍ତରେ ମଧ୍ୟ ମନଇଚ୍ଛା ଦଫା ଲଗାଉଥିବାରୁ ନ୍ୟାୟିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି ହୋଇଛି। ପୋଲିସର ଏଭଳି ବାରମ୍ବାର ଭୁଲ୍‌...

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି। ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ...

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ ରାସ୍‌। ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେଲେ ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ।...

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି। ରେଡିଓ ଫ୍ରିକ୍ୱେନ୍ସିଂ ଆଇଡେଣ୍ଟିିଫିକେଶନ୍‌ (ଆର୍‌ଏଫ୍‌ଆଇଡି) ତଥା ଫାସ ଟ୍ୟାଗ୍‌ ଜାତୀୟ ଇଲେକଟ୍ରୋନିକ୍ସ...

ଏଣିକି ରାତି ୧୨ଟା ଯାଏ ବାଜିପାରିବ ମେଲୋଡ଼ି: ପୋଲିସ କମିଶନର

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣର ମାହୋଲ। ଦଶହରା ପାଇଁ ଟ୍ବିନ୍‌ ସିଟି ଉତ୍ସବମୁଖର। ପୂଜା ଭିତରେ ଟ୍ବିନ୍‌ ସିଟିର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ରହିଛି। ଏଣିକି ରାତି ୧୨ଟା ଯାଏ ଟ୍ବିନ୍‌ ସିଟିରେ ମେଲୋଡ଼ି ଓ...

ଆଧାର ନ ଥିଲେ କୃଷି ଋଣ ନାହିଁ

ଭୁବନେଶ୍ୱର, ୫ା୧୦ (ବ୍ୟୁରୋ): ଧାନ ବିକ୍ରି କରିବାକୁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିବା ବେଳେ ଖରିଫ ଋଣ ପାଇବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀମାନେ କୃଷି ଋଣ ପାଇଁ ମନୋନୀତ ହୋଇଛନ୍ତି ସେମାନଙ୍କୁ ଆଧାର କାର୍ଡ ଦେବାକୁ...

‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି।...

ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ...

୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ...

‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ...

ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍‌ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ କମିଟି ଗଠନ ହୋଇଛି। ଏହି କମିଟିରେ ୬ଜଣ ସଦସ୍ୟ ରହିଛନ୍ତି। ଖୁବ୍‌ଶୀଘ୍ର ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri