ମେଟ୍ରୋ

ବିଜେପୁର ଉପନିର୍ବାଚନ: ପ୍ରକାଶ ପାଇଲା ଷ୍ଟାର ପ୍ରଚାରକ ତାଲିକା; ବିଜେଡିର ମଙ୍ଗ ଧରିବେ ନବୀନ,କଂଗ୍ରେସର ସୋନିଆ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଗୁରୁବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ଏବଂ କଗ୍ରେସ ୪୦ଜଣଙ୍କୁ ଷ୍ଟାର ପ୍ରଚାରକ କରିଥିବା ବେଳେ ଭାଜପା ୨୪ଜଣଙ୍କୁ କରିଛି। ବିଜେଡି...

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ସ୍ଥାନୀୟ ୟୁନିଟ୍‌-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ୩ ସ୍ଥାନରେ ଏକକାଳୀନ ରେଡ୍‌ ଜାରି...

ମଠ, ମନ୍ଦିର ଭଙ୍ଗାଯିବା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଜରୁରୀ: ସୁପ୍ରିମକୋର୍ଟ

ପୁରୀ ଅଫିସ,୩।୧୦: ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଐତିହ୍ୟ ସମ୍ପନ୍ନ ମଠ,ମନ୍ଦିର ଭଙ୍ଗା ବେଳେ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବାଜରୁରୀ। ଏପରିକି ବରିଷ୍ଠ ସେବାୟତଙ୍କ ପରାମର୍ଶ ମଧ୍ୟ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ବର୍ତ୍ତମାନ...

ଲୋକ ସଭା ନିର୍ବାଚନ ଲଢ଼ିବେ ନାହିଁ ଭକ୍ତ ଦାସ

ଭବାନୀପାଟଣା,୩ା୧୦(ଡି.ଏନ.ଏ.): ଆଉ ମୁଁ ଲୋକ ସଭା ନିର୍ବାଚନ ଲଢିବି ନାହିଁ। ବିଧାନସଭା ନିର୍ବାଚନ ଲଢିବା ପାଇଁ ଆଶାବାଦୀ ଅଛି। ଲୋକଙ୍କ ସମସ୍ୟା ସମାଧାନ ପାଇଁ ମୁଁ ସଂଗ୍ରାମ କରିବି ବୋଲି ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସ କହିଛନ୍ତି। ମଙ୍ଗଳବାର ସ୍ଥାନୀୟ...

ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଖଦି ଆନ୍ଦୋଳନର ମୂଳଦୁଆ ଓଡ଼ିଶାରୁ ପଡ଼ିଥିଲା। ଆନ୍ଦୋଳନକୁ ବ୍ୟାପକ କରିବାରେ ଓଡ଼ିଶାର ପ୍ରମୁଖ ଭୂମିକା ରହିଥିଲା। ଓଡ଼ିଶା ମୋତେ ଖଦି ଶିକ୍ଷା ଦେଇଥିବା ମହାତ୍ମା ଗାନ୍ଧୀ ନିଜେ ମୁକ୍ତକଣ୍ଠରେ ସ୍ବୀକାର କରିଥିଲେ। ଓଡ଼ିଶାର ଘୋର ଦାରିଦ୍ର୍ୟ ତାଙ୍କୁ...

ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା ପାଇବ। ତେଣୁ ଦୁଇ ଦିନ ଅର୍ଥାତ ୫ ଏବଂ ୭ ତାରିଖରେ ଅପରାହ୍ନ...

ରେଳ ଷ୍ଟେଶନ ସ୍ବଚ୍ଛତା ସର୍ଭେ: ୯ରୁ ୮୭କୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜସ୍ଥାନର ଜୟପୁର, ଯୋଧପୁର ଓ ଦୁର୍ଗାପୁରା ହେଉଛି ଦେଶର ସବୁଠାରୁ ସ୍ବଚ୍ଛ ରେଳ ଷ୍ଟେଶନ। ପ୍ରଥମ, ଦ୍ୱିତୀୟ ଓ ତୃତୀୟରେ ଯଥାକ୍ରମେ ଏହି ଷ୍ଟେଶନଗୁଡିକ ରହିଛି। ବୁଧବାର ଦେଶର ୭୨୦ ଷ୍ଟେଶନକୁ ନେଇ କରାଯାଇଥିବା ଏହି ସ୍ବଚ୍ଛତା ସର୍ଭେର...

ବରଦାନ ସାବ୍ୟସ୍ତ ହେବ ପ୍ଲାଷ୍ଟିକ ନିଷେଧ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାରା ରାଜ୍ୟରେ ବୁଧବାରଠାରୁ ପ୍ଲାଷ୍ଟିକ ବ୍ୟବହାରକୁ ନିଷେଧ କରାଯାଇଛି। ଏଥିପାଇଁ ରାଜ୍ୟ ପ୍ରଶାସନର ସମସ୍ତ ବିଭାଗ ତତ୍ପରତା ପ୍ରକାଶ କରିଛନ୍ତି। ହେଲେ ଏହା କେତେ ଫଳପ୍ରଦ ହେବ, ତାହା ଭବିଷ୍ୟତରେ ଜଣାପଡ଼ିବ। ଅପରପକ୍ଷରେ ପ୍ଲାଷ୍ଟିକ ନିଷେଧ ଫଳରେ ରାଜ୍ୟରେ...

‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି ଏମିତି ସ୍ଲୋଗାନ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆରମ୍ଭ କରିଛ ‘ମୁଁ...

ଭାଜପାର ଗାନ୍ଧୀ ସଂକଳ୍ପ ପଦଯାତ୍ରା

ଫୁଲନଖରା,୩ା୧୦(ଡି.ଏନ୍‌.ଏ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ରାଜ୍ୟ ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇଛି। ଏହାକୁ କଟକ ଜିଲା ତେଲଙ୍ଗାପେଣ୍ଠ ଗାନ୍ଧୀ ସ୍ମୃତିପୀଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ତେଲଙ୍ଗାପେଣ୍ଠ, କୋଠସାହି, ବଢେଇ...

ଯୁକ୍ତ ୨ ନାମଲେଖାରେ ଅନିୟମିତତା ପ୍ରସଙ୍ଗ: ଅସୁବିଧାରେ ପକାଯାଇଥିବା ପିଲାଙ୍କ ତାଲିକା ସଂଗ୍ରହ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ସାଏମ୍‌ଏସ(ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌) ପକ୍ଷରୁ ଯୁକ୍ତ୨ ନାମ ଲେଖାରେ ହୋଇଥିବା ଅନିୟମିତତା ଘଟଣାର ସମାଧାନ କରିବା ପାଇଁ ତତ୍ପରତା ପ୍ରକାଶ ପାଇଛି। ଉପରକୁ ସାଏମ୍‌ଏସ କର୍ତ୍ତୃପକ୍ଷ ଦୋଷ ଲୁଚାଉଥିବା ବେଳେ ଭିତରେ ଅସୁବିଧାରେ ପଡିଥିବା ଛାତ୍ରୀଛାତ୍ରଙ୍କ ସମସ୍ୟା...

ବାଙ୍କୁଆଳ ଦୁର୍ଗାପୂଜା କମିଟି: ଆକର୍ଷଣ ହେବ ୫୧ ଫୁଟର ରାବଣ

ପୁରୁଣା ଭୁବନେଶ୍ୱର,୩ା୧୦(ଡି.ଏନ.ଏ.): ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ଆଗମନ ନେଇ ପ୍ରସ୍ତୁତି ଜୋରସୋର ଆଗେଇ ଚାଲିଛି। ଏହି ଅବସରରେ ସ୍ଥାନୀୟ ବାଙ୍କୁଆଳ ଦୁର୍ଗାପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ଚଳିତବର୍ଷ ଦ୍ୱିତୀୟ ବର୍ଷରେ ପଦାର୍ପଣ କରିଛି। ବାଙ୍କୁଆଳ ଗ୍ରାମବାସୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri