ମେଟ୍ରୋ

ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ...

ଓଏସଆରଟିସିର ଟୋଲ ଫ୍ରି ନମ୍ବର

ଭୁବନେଶ୍ୱର, ୨-୯(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ୨୪ ଘଣ୍ଟିଆ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଲକ୍ଷ୍ୟ ହାସଲ ଓ ଓଏସଆରଟିସିରେ ସ୍ବଚ୍ଛତା ଆଣିବା ପାଇଁ ଏହି...

ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍‌ରେ ହେବ ଡେ’ କେୟାର ସେଣ୍ଟର

ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି...

ଆଜିଠୁ ସବୁ ଦଳର ପଦଯାତ୍ରା

ଭୁବନେଶ୍ୱର,୨-୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଉଭୟ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟରେ କ୍ଷମତାସୀନ ବିଜେଡି, ମୁଖ୍ୟ ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ...

ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ...

ବୁଧବାରଠାରୁ ‘ମୋ ସରକାର’: ପ୍ରତିଦିନ ୧୦ ଲୋକଙ୍କଠାରୁ ସରକାରୀ ସେବାକୁ ନେଇ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଏକ ମାସର ପ୍ରସ୍ତୁତି ପରେ ବୁଧବାରଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ। ସରକାରୀ ସେବାକୁ ନେଇ ଜନତା ଦେବେ ମତ। ଭଲ ସେବା ଦେଲେ ମିଳିବ ପୁରସ୍କାର, ନଚେତ୍‌ ହେବେ ତିରସ୍କାର। ପ୍ରାଥମିକ ପର୍ଯ୍ୟାୟରେ ଥାନା...

ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ

କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରିଛି। ସ୍ପେଶାଲ ଡ୍ରାଇଭ୍‌ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍‌ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର...

ତେଜିଲା ଅନୁଭବ, ମଞ୍ଜିତ ତିକ୍ତତା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ପୁଣି ଚର୍ଚ୍ଚାରେ ଅଭିନେତା ତଥା କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି। ପଡୋଶୀ ତଥା ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସ ଓ ଅନୁଭବଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ପଦାକୁ ଆସିଛି। ସୋମବାର ଏହା ଆହୁରି ତେଜିଥିବାବେଳେ...

ତୋରଣରେ ଝଲସିବ ଉତ୍ତରାଖଣ୍ଡର ନାନ କାମଟା ଗୁରୁଦ୍ୱାର

ପୁରୁଣା ଭୁବନେଶ୍ୱର, ୧।୧୦(ଡି.ଏନ.ଏ.): କେଶୁରା ଦୁର୍ଗାପୂଜା ସମିତି ପକ୍ଷରୁ ୨୦୧୦ରୁ ଆରମ୍ଭ ହୋଇଥିବା ଦୁର୍ଗାପୂଜା ଚଳିତବର୍ଷ ୧୦ ବର୍ଷ ପୂରଣ କରୁଛି। ଏ ବର୍ଷ ଭିନ୍ନ ଧରଣର ତୋରଣ ସହ ଆଲୋକୀକରଣ ବ୍ୟବସ୍ଥା ସମିତି ପକ୍ଷରୁ କରାଯାଇଛି। ଉତ୍ତରାଖଣ୍ଡର ନାନାକାମଟା...

ଆତଙ୍କବାଦ ଆକ୍ରମଣ ମାମଲାର ତଦନ୍ତକୁ ନେଇ ହେବ କର୍ମଶାଳା: ୩ରେ ଓଡ଼ିଶା ଆସିବେ ଏନ୍‌ଆଇଏ ଡିଜି

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଆତଙ୍କବାଦ ମାମଲାର ତଦନ୍ତ କିଭଳି କରାଯିବ ତାହାକୁ ନେଇ ପାଠ ପଢିବେ ଓଡ଼ିଶା ପୋଲିସ। ପୋଲିସ ଭବନରେ ଅନୁଷ୍ଠିତ ହେବ ଦିନିକିଆ କର୍ମଶାଳା। ଏନେଇ ଆସନ୍ତା ୩ ତାରିଖରେ ଓଡିଶା ଆସିବେ ନ୍ୟାଶନାଲ ଇନ୍‌ଭେଷ୍ଟିକେଶନ ଏଜେନ୍ସି (ଏନ୍‌ଆଇଏ) ଡିଜି...

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହ ପାଇଁ...

ରାଜ୍ୟରେ ଦୈନିକ ନିର୍ଯାତନାର ଶିକାର ହେଉଛନ୍ତି ୨୮% ବୟୋଜ୍ୟେଷ୍ଠ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ବୟସ ବଢ଼ିଲେ ଅଲୋଡ଼ା ହୋଇପଡ଼ୁଛନ୍ତି ବୟୋଜ୍ୟେଷ୍ଠ। ନା ପିଲାମାନେ ପଚାରୁଛନ୍ତି, ନା ସମାଜ ସେମାନଙ୍କୁ ଆଦର୍ଶ ନାଗରିକଭାବେ ଗ୍ରହଣ କରୁଛି। ତେଣୁ ପ୍ରତି ୪ଜଣରେ ଜଣେ ବରିଷ୍ଠ ନାଗରିକ ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri