ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ପକ୍ଷରୁ ଆୟୋଜିତ ଏହି ମେଳାକୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଚଳିତବର୍ଷ…
ପ୍ରଦର୍ଶନୀ ପଡ଼ିଆ ଏବେ ଜନଜାତି ଗାଁ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଓଡ଼ିଆ ସଂସ୍କୃତିରେ ଜନଜାତି କଳା, ନୃତ୍ୟ ଓ ସଙ୍ଗୀତର ସ୍ବତନ୍ତ୍ର ଗୁରୁତ୍ୱ ରହିଛି। ଆଦିବାସୀ ସଂସ୍କୃତିର ବିବିଧତା ଆମ ସଂସ୍କୃତିକୁ ଅଧିକ ଆକର୍ଷଣୀୟ କରିଛି। ଜନଜାତିଙ୍କ ବିକାଶ ଉପରେ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଇ ଆସିଛନ୍ତି। ସେମାନଙ୍କ ଶିକ୍ଷା,…
ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ
ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ବିମାନଟି କୋଲକାତାରୁ ପୂର୍ବାହ୍ନ ୧୧ଟା ୪୫ରୁ ଛାଡ଼ି ଝାରସୁଗୁଡ଼ାରେ ଅପରାହ୍ନ…
ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ ଏବଂ କନିଷ୍ଠ ପ୍ରଶାସନରେ ପଦୋନ୍ନତି କରାଯାଇଥିଲା। ଏପରିକି କିଛିଦିନ ତଳେ ପଦୋନ୍ନତି ପାଇଁ ସ୍ବତନ୍ତ୍ର…
ଦୁଇ ଦିନ ପ୍ରବଳ କୁହୁଡ଼ି:ଫେବୃୟାରୀ ୧ରେ ବର୍ଷା
ଭୁବନେଶ୍ୱର,୨୮।୧(ବ୍ୟୁରୋ):ଗତ ଦୁଇଦିନ ରାଜ୍ୟରେ ଥଣ୍ଡା ସାମାନ୍ୟ ବୃଦ୍ଧି ପାଇଛି। ରାତ୍ରିର ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇଦିନ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ହୋଇଛି। ଉପକୂଳବର୍ତ୍ତୀ ଜିଲା କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,…
ଆଜି ବିଜେଡି ସଂସଦୀୟ ଦଳ ବୈଠକ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବିଜେଡିର କ’ଣ ରଣନୀତି ରହିବ, ସେ ନେଇ ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ
ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ। ଭୋପାଳକୁ ପରୀକ୍ଷା ପାଇଁ ପଠାଯାଇଥିବା ନମୁନାରୁ ଏହା ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ଗତ ଦୁଇଦିନ ହେବ ଏହି ଫାର୍ମରେ ଅନେକ କୁକୁଡ଼ା…
ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ
ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ କରାଯାଇଛି।…
କରୋନା ଲାଗି ଭୁବନେଶ୍ୱର ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ସୋମବାର ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବିଦେଶରୁ ମୁଖ୍ୟତଃ ଚାଇନାରୁ ଆସୁଥିବା ଯାତ୍ରୀଙ୍କଠାରେ ଥଣ୍ଡା, ଜ୍ୱର, କାଶ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ଭଳି ସଂକ୍ରମଣ ଲକ୍ଷଣ ଦେଖାଗଲେ ତୁରନ୍ତ…
କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ରାଜ୍ୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଷ୍ଟ୍ର ସଚିବ…
ପୁଣି ଥରାଇବ ଶୀତ, ଦୁଇଦିନ ମଧ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୭।୧(ବ୍ୟୁରୋ): ଆସନ୍ତା ଦୁଇଦିନ ମଧ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…
ଦିଲ୍ଲୀ ରାଜପଥରେ ୭୧ତମ ସାଧାରଣତନ୍ତ୍ର ଦିବସ: ଗଡ଼ିଲା ଓଡ଼ିଶାର ରୁକୁଣା ରଥର ପ୍ରଜ୍ଞାପନ ମେଢ଼
ପୁରୁଣା ଭୁବନେଶ୍ୱର, ୨୬। ୧ (ଡି.ଏନ.ଏ.): ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ଓଡ଼ିଶାର ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ପ୍ରଜ୍ଞାପନ ମେଢ ରବିବାର ଗଡିଛି। ୪୦ ଫୁଟିଆ ଟ୍ରଲରରେ ଶ୍ରୀଲିଙ୍ଗରାଜ ମନ୍ଦିର, ନାଟ ମଣ୍ଡପ, ଭୋଗ…

