ମେଟ୍ରୋ

ମୋ’ ବସ୍‌ ଓ ଘରୋଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ବିବାଦ: ୩ ଘଣ୍ଟା ବନ୍ଦ ରହିଲା ବସ୍‌ ଚଳାଚଳ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ମାଷ୍ଟରକ୍ୟାଣ୍ଟିନ ବସ୍‌ଷ୍ଟାଣ୍ଡରେ ଗୁରୁବାର ମୋ’ ବସ୍‌ କର୍ମଚାରୀ ଓ ଘରୋଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ବିବାଦ ଘଟି ଉତ୍ତେଜନା ସୃଷ୍ଟି ହୋଇଥିଲା। ଫଳରେ ପ୍ରାୟ ୩ ଘଣ୍ଟା ଧରି ବସ୍‌ ଚଳାଚଳ ବନ୍ଦ ରହିବାରୁ ଯାତ୍ରୀଙ୍କୁ ହଇରାଣ ହେବାକୁ ପଡ଼ିଥିଲା।…

ଅନିଲ ଜେନା ହତ୍ୟା ମାମଲା: ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ଖଣି ମାଫିଆ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ପରି ଫେରାର ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡିଲେ ଜଣେ ଖଣି ମାଫିଆ। ସେ ହେଲେ ଖୋର୍ଦ୍ଧା କୁମାରବସ୍ତ ଅଞ୍ଚଳର ରାଜେଶ ବରାଳ ଓରଫ ପିଣ୍ଟା। ସେ ଖୋର୍ଦ୍ଧା ଚୋରା ପଥର ଚାଲାଣ ମାମଲାରେ…

ହାଲୁକା ବର୍ଷାରୁ କୋହଲା ପାଗ: ବଢ଼ିବ ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୨୭-୧୨(ବ୍ୟୁରୋ): ଆକାଶରେ ମାଳ ମାଳ ବାଦଲ। ଏହା ସାଙ୍ଗକୁ ହାଲୁକା ବର୍ଷା। ପରିବେଶକୁ ଶୀତୁଆ କରିଦେଇଛି। ଗୁରୁବାର ରାଜ୍ୟରେ ଏଭଳି ଅବସ୍ଥା ଦିନ ତମାମ୍‌ ଲାଗି ରହିଥିଲା। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା…

ବିଜେଡି ଦଳ ନୁହେଁ, ଆନ୍ଦୋଳନ: ନବୀନ

ଭୁବନେଶ୍ୱର,୨୭-୧୨(ବ୍ୟୁରୋ):ବିଜେଡି ଏକ ରାଜନୈତିକ ଦଳ ନୁହେଁ, ବରଂ ଏକ ଆନ୍ଦୋଳନ। ରାଜଧାନୀରେ ଥିବା ଦଳୀୟ ମୁଖ୍ୟାଳୟରେ ବିଜେଡିର ୨୩ତମ ପ୍ରତିଷ୍ଠା ଦିବସରେ ବକ୍ତବ୍ୟ ରଖି ଗୁରୁବାର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ବିଜେଡି ତିଷ୍ଠିବା ଏବଂ…

ଓଡ଼ିଶାରେ ଦେଖାଗଲା ଆଂଶିକ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୭-୧୨(ବ୍ୟୁରୋ):ଚଳିତବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ ଦେଖିବାକୁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଥିଲା। ହେଲେ କୋହଲା ପାଗକୁ ମେଘାଚ୍ଛନ୍ନ ଆକାଶରେ ଲୁଚି ଯାଇଥିଲେ ସୂର୍ଯ୍ୟ। ଗୁରୁବାର ସକାଳ ୮ଟା ୧୯ରୁ ପରାଗ ସ୍ପର୍ଶ ଆରମ୍ଭ ହୋଇ ୩ଘଣ୍ଟାରୁ ଊର୍ଦ୍ଧ୍ୱ…

ଏୟାରପୋର୍ଟ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା କରିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତ ନାବାଳକ/ସାବାଳକ ସେ ନେଇ…

ସିଏଏ ଏକ ଐତିହାସିକ ପଦକ୍ଷେପ, କଂଗ୍ରେସ ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଗତ ଶୀତ ଅଧିବେଶନରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୯୪୭ରେ ଦେଶ ବିଭାଜନ ହେବା ପରେ ପାକିସ୍ତାନରୁ ଭାରତକୁ ଆସିଥିବା ଅନେକ ଶରଣାର୍ଥୀ ଦୁର୍ବିସହ ଜୀବନ ବିତାଉଥିଲେ। ନାଗରିକତ୍ୱ…

ନୂଆବର୍ଷ ଆକର୍ଷଣ

ପୁରୁଣାବର୍ଷକୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ଦେଖାଗଲାଣି ଉତ୍ସାହର ମାହୋଲ। କେବଳ ଅପେକ୍ଷା ଆଉ ଦିନ କେଇଟାକୁ। ଏହାପରେ ଆରମ୍ଭ ହୋଇଯିବ ଜିରୋ ଆଓ୍ବାର ଓ ତା’ପରେ ବହୁ ପ୍ରତୀକ୍ଷିତ ନବବର୍ଷ। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ…

ସୂର୍ଯ୍ୟୋପରାଗ: ପଠାଣି ସାମନ୍ତ ପ୍ଲାନେଟାରିୟମରେ ଦର୍ଶକଙ୍କ ଗହଳି, ଆକାଶ ମେଘାଚ୍ଛନ୍ନ ଲାଗି ଦେଖିବାରୁ ବଞ୍ଚିତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଆରମ୍ଭ ହୋଇଛି ଚଳିତ ବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦେଖିବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲାସ୍ଥିତ ଅବଦୁଲ କଲାମ ପ୍ଲାନେଟାରିୟମ, ରେଭେନ୍‌ଶା…

ଆଜି ବର୍ଷା ସମ୍ଭାବନା: ୨୮ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟରେ ଶୀତ ଏକ ପ୍ରକାର ଗାଏବ ରହିଛି। ଯଦିଓ ହାଲକା ଶୀତ ହେଉଛି ତେବେ ତାହା ଦେହ ଥରାଇବା ଭଳି ହେଉ ନାହିଁ। କେବଳ ସହର ନୁହେଁ ବଣପାହାଡ ଘେରା ଜିଲାରେ ମଧ୍ୟ ହାଡଭଙ୍ଗା ଶୀତ ନାହିଁ।…

୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ ସାମିଲ କରାଯିବା ଲାଗି ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ଓଡ଼ିଶାର…

ତ୍ରୟୋଦଶ ଚଉଷଠି ଯୋଗିନୀ ମହୋତ୍ସବ ଉଦ୍‌ଯାପିତ: ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କୁ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୨୬ା୧୨(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ ଅନ୍ତର୍ଗତ ହୀରାପୁରସ୍ଥିତ ତନ୍ତ୍ରପୀଠ ଚଉଷଠି ଯୋଗିନୀଙ୍କ ପୀଠରେ ଆୟୋଜିତ ତ୍ରୟୋଦଶ ଅନ୍ତର୍ଜାତୀୟ ଯୋଗିନୀ ମହୋତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଭୁବନେଶ୍ୱରର ନୃତ୍ୟ ପ୍ରତିଭା ଅନୁଷ୍ଠାନ ଓ ବାଲିଅନ୍ତା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଆୟୋଜିତ ଏହି ମହୋତ୍ସବର ମୁଖ୍ୟଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri