ବନ୍ଧାପଡ଼ିଛି ଶୈଶବ
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଶିଶୁକନ୍ୟା ତଥା ଝିଅମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏକାଧିକ ଯୋଜନା କରୁଛନ୍ତି। କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ‘ବିଜୁ କନ୍ୟାରତ୍ନ ଯୋଜନା’…
‘ଆଞ୍ଚଳିକତାବାଦ ରାଜନୀତିରେ ବିଶ୍ୱାସ ନାହିଁ’
୨୦୧୯ ସାଧାରଣ ନିର୍ବାଚନ ପରେ ଭାଜପାରେ ଆରମ୍ଭ ହୋଇଥିବା ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ଜଗତ୍ ପ୍ରକାଶ ନଡ୍ଡା ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ପାଇଛନ୍ତି। ଏପରିକି ଓଡିଶାରେ ସମୀର ମହାନ୍ତି ନୂଆ ସଭାପତି ହୋଇଛନ୍ତି। ୨୦୦୪ରୁ…
୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ବଳାକତ୍ାର ମାମଲା…
କଲେଜ ପରିଚାଳନା କମିଟିରୁ ବାଦ୍ପଡ଼ିବେ ରାଜନେତା
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଏବେ କଲେଜ ପରିଚାଳନା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଉଚ୍ଚଶିକ୍ଷା ବିଭାଗ ଉଦ୍ୟମ ଆରମ୍ଭ କରିଛି। କଲେଜ ପରିଚାଳନା କମିଟିରେ ସ୍ଥାନୀୟ ବିଧାୟକ କିମ୍ବା ରାଜନେତାମାନେ ସ୍ଥାନ ପାଇବେ ନାହିଁ। ଗୁରୁବାର ଓଡ଼ିଶା ଅଭିଭାବକ ମହାସଂଘର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା…
ମାର୍ଚ୍ଚରୁ ପିଏମ୍ଜିଏସ୍ଓ୍ବାଇ-୩
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ପିଏମ୍ଜିଏସ୍ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ…
୧୨୩ କୋଟି ଟଙ୍କା ଜିଏସ୍ଟି ଠକେଇ
କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ ଦେଖାଇ ୧୨୩ କୋଟି ଟଙ୍କାର ଜିଏସ୍ଟି ଠକେଇ କରିଛନ୍ତି ବ୍ୟବସାୟୀ। ଏହି ଅସାଧୁ…
ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି ସମ୍ମାନଜନକ ଚଳଚ୍ଚିତ୍ର…
ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ
କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି। ଭବାନୀପାଟଣା…
ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ ଷ୍ଟକ୍)…
ଭିମ୍ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ
ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ରିସର୍ଚ୍ଚ (ଭିମ୍ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ କରିଛନ୍ତି।…
କଟକ ପାଇବ ନୂଆ ରୂପ
କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ…
କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ ଶିକ୍ଷାବିତ ସଦସ୍ୟ ଭାବେ ରହିବେ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଗୁରୁବାର…

