ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’
ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ସେ କହିଛନ୍ତି, ଘଟଣାକୁ ନେଇ କମିଟଇ ଗଠନ ନିନ୍ଦନୀୟ। ଚୋର ହାତରେ ଚାବିକାଠି ଭଳି।…
କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ପାଇଁ ଗଠନ ହେଲା ତିନିଜଣିଆ କମିଟି
ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ମୁତୟନ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଗୁରୁବାର ତିନି ଜଣିଆ କମିଟି ଗଠନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ଗଠିତ କମିଟିରେ କଂଗ୍ରେସର ବରିଷ୍ଠ ନେତା ବଟକୃଷ୍ଣ…
ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍ଏସ୍ଏ ଲଗାଇଲା କମିଶନରେଟ ପୋଲିସ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍ଏସ୍ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ ପ୍ରତ୍ୟୁଷ…
ଓଡ଼ିଆ ପୁଅ ୟଶ୍ଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ପୁଅ ୟଶ୍ ମିଶ୍ର। ଭୁବନେଶ୍ବର ବାସିନ୍ଦା ୟଶ୍ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ପ୍ରଦାନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ…
ଆଉ ୨ ଦିନ ଘନ କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ଅଧିକାଂଶ ସ୍ଥାନରେ ପାରଦ ୧୨ ଡିଗ୍ରୀ ସେଲସିୟସ ଉପରେ ରହିଛି। କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଛୁଇଁଲାଣି। ଜାନୁୟାରୀ ମାସରୁ ଗରମର ଆଭାସ ମିଳିଲାଣି। ଫେବୃୟାରୀରୁ ପ୍ରବଳ ଖରା ହନ୍ତସନ୍ତ…
ଇଣ୍ଡିଆନ୍ ଅଏଲ, ଘାନାର ଏନ୍ପିଏ ମଧ୍ୟରେ ଏମ୍ଓୟୁ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଭାରତ ଏବଂ ଘାନା ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ ପାଦ ଆଗକୁ ବଢାଇଛନ୍ତି। ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବୁଧବାର ଇଣ୍ଡିଆନ୍ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍ପିଏ) ମଧ୍ୟରେ…
ଖୁବ୍ଶୀଘ୍ର ୧୨ ନୂଆ ବିମାନ ସେବା
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଓଡ଼ିଶାବାସୀ ଗତ ୨୦ ତାରିଖରେ ୨ ନୂଆ ବିମାନ ସେବା ପାଇଛନ୍ତି। ଖୁବ୍ଶୀଘ୍ର ଆଉ ୧୨ ନୂଆ ବିମାନ ସେବା ପାଇବେ। ଏନେଇ ରାଜ୍ୟ ସରକାର ଯୋଜନା କରିଛନ୍ତି। ନୂଆ ରୁଟ୍ଗୁଡ଼ିକ ହେଲା କୋଲକାତା-ଝାରସୁଗୁଡ଼ା, ଭୁବନେଶ୍ୱର-ବାରାଣସୀ, ବାରାଣସୀ-ଭୁବନେଶ୍ୱର, ଝାରସୁଗୁଡ଼ା-ମୁମ୍ବାଇ, ପ୍ରୟାଗରାଜ-ଭୁବନେଶ୍ୱର,…
୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ ୨ଥର ସଂଶୋଧନ କରାଯାଇ ଲୋକଙ୍କୁ ୬ ମାସ ଲେଖାଏ ମହଲତ ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟର…
ପଲିଥିନ କାରଖାନାରେ ଚଢ଼ାଉ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): କଟକଣା ଓ ନିଷେଧ ସତ୍ତ୍ୱେ ଖୁଲମ୍ଖୁଲା ତିଆରି ଓ ବ୍ୟବହାର ହେଉଛି ୫୦ ମାଇକ୍ରୋନ୍ରୁ କମ୍ ଓଜନର ପଲିଥିନ। ଏପଟେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପଲିଥିନମୁକ୍ତ ଭୁବନେଶ୍ୱର ଅଭିଯାନ ଜାରି ରଖିଛି। ଏହି ଅଭିଯାନର ଆଉ ଏକ…
ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍ କଟକଣା ଜାରି କରାଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ଼ ଅନୁଷ୍ଠିତ ହେବ। ତେଣୁ ଆସନ୍ତା ୨୬ ତାରିଖ ସକାଳ ୬ରୁ ପରେଡ଼ ଶେଷ ହେବା ପର୍ଯ୍ୟନ୍ତ କୌଣସି…
ରାତି ୯ଟା ଯାଏ ଖୋଲା ରହିଲା ରାଜାରାଣୀ ମନ୍ଦିର
ପୁରୁଣା ଭୁବନେଶ୍ୱର, ୨୩ା୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ରାଜାରାଣୀ ମନ୍ଦିର ବୁଧବାରଠାରୁ ସକାଳୁ ରାତି ୯ଟା ଯାଏ ଖୋଲା ରହିଛି। ପୂର୍ବରୁ ଟିକେଟ ହେବା ପରଠାରୁ ସୂର୍ଯ୍ୟ ଉଦୟଠାରୁ ସ୍ବର୍ଯ୍ୟାସ୍ତ ପର୍ଯ୍ୟନ୍ତ ମନ୍ଦିର ପରିସରକୁ ଯିବା ଲାଗି ଖୋଲା ରହୁଥିଲା।…
ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି ୭୪.୮…

