୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଶୁକ୍ରବାର ରାଜ୍ୟର ୫ଟି ସହରରେ…
ଗୁରୁତର ଭାବେ ହ୍ରାସପାଉଛି ଭୂତଳ ଜଳସ୍ତର: ସଙ୍କଟ ଟାଳିବ ବର୍ଷାଜଳ ସଂରକ୍ଷଣ
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ କରାଯାଇଛି। ଜଳସମ୍ପଦ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୫ଟି ବ୍ଲକରେ ଭୂତଳ ଜଳସ୍ତର…
ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ପ୍ରତାପ…
ରକ୍ତଭଣ୍ଡାର କାର୍ଯ୍ୟନିର୍ବାହୀ କମିଟି ପୁନର୍ଗଠନ ନେଇ ଜାରି ହେଲା ମାର୍ଗଦର୍ଶିକା
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଥିବା ରକ୍ତଭଣ୍ଡାରଗୁଡ଼ିକର ସୁପରିଚାଳନା ନିମନ୍ତେ ଏହାର ସମସ୍ତ କାର୍ଯ୍ୟନିର୍ବାହୀ କମିଟିର ପୁନର୍ଗଠନ କରାଯିବ। ଏନେଇ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ଗ୍ରହଣ କରି ସମସ୍ତ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା…
‘ସିଏଏ ସହ ଏନ୍ଆର୍ସିକୁ ଯୋଡ଼ା ନ ଯାଉ’
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି) ଗୃହୀତ ହୋଇ ସାରିଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଏକ ଆଇନରେ ମଧ୍ୟ ପରିଣତ ହୋଇଛି। ହେଲେ ଏହି ନୂତନ ଆଇନକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପ୍ରତିବାଦ ଜାରି ରହିଛି। ବିଶେଷ…
ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍ଏସ୍ଏରେ ବୁକ୍: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା
ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍ଏସ୍ଏରେ ବୁକ୍ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା ମାଡ଼, ଦାଦାବଟି, ହତ୍ୟା ଉଦ୍ୟମ, ଡକାୟତି ଭଳି ୧୨ ସଙ୍ଗିନ ମାମଲାରେ ସେ ସମ୍ପୃକ୍ତ…
୨୧ରୁ ରମାଦେବୀରେ ଅନ୍ତର୍ଜାତୀୟ ସମ୍ମିଳନୀ: ଯୋଗଦେବେ ୯ ଦେଶରୁ ୨ଶହ ବିଶେଷଜ୍ଞ
ଭୁବନେଶ୍ୱର,୨୦।୧୨(ବ୍ୟୁରୋ) – ଓଡ଼ିଶାର ବିକାଶ ପାଇଁ କୃତ୍ରିମ ମେଧା ତଥା ବୁଦ୍ଧିର ଆବଶ୍ୟକତା ରହିଛି। ବିଶେଷକରି ଯୁବବର୍ଗଙ୍କ ମନରେ ବିକାଶର ଧାରାକୁ ପ୍ରବାହିତ କରିବା ଏବେ ଏକ ଚ୍ୟାଲେଞ୍ଜ ହୋଇ ସାମ୍ନାକୁ ଆସିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୧ରୁ ୨୩ ତାରିଖ…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ
ପୁରୀ ଅଫିସ, ୨୦।୧୨: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପୂର୍ବାହ୍ନରେ ଆୟୋଜିତ ହୋଇଥିବା ଏହି ବୈଠକରେ ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ସୁପ୍ରିମକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ସେ ସମ୍ପର୍କରେ ମୁଖ୍ୟତଃ ତର୍ଜମା…
ମହିଳା ଖେଳାଳିଙ୍କୁ ପୋଲିସ ବିଭାଗରେ ଅବହେଳା ଅଭିଯୋଗ
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଓ୍ବେଟ୍ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି। ଭଲ ଖେଳ ପ୍ରଦର୍ଶନ ପାଇଁ ୨୦୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…
ଚିଲିକାରେ ହେବ ଫ୍ଲୋଟିଂ ରେସ୍ତୋରାଁ, ହାଉସ୍ବୋଟ୍
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ବ୍ୟବସ୍ଥାର ଶୁଭାରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ…
ଆସିଲା ଦୁଇ ପ୍ରଜାତିର ୨୬ ପକ୍ଷୀ
ବାରଙ୍ଗ, ୨୦।୧୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ ଅଣାଯାଇଛି। ଏହି ୨ଟି ପ୍ରଜାତି ହେଲା ୟେଲୋ ସାଇଟେଡ କନ୍ୟୁର ହଳ…
‘ନିରପେକ୍ଷତାକୁ ବାଚସ୍ପତି ଗୁରୁତ୍ୱ ଦେବା ଆବଶ୍ୟକ’
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ପାର୍ଲାମେଣ୍ଟ ଓ ବିଧାନସଭାର ବାଚସ୍ପତିମାନେ ଦଳବଦଳ ନିରୋଧ ଆଇନକୁ କାର୍ଯ୍ୟକାରୀ କରିବା ଏବଂ ସଦସ୍ୟମାନଙ୍କୁ ଅଯୋଗ୍ୟ ଘୋଷଣା କରିବାବେଳେ ବାଚସ୍ପତିମାନେ ନିରପେକ୍ଷ ରହିବା ନିହାତି ଆବଶ୍ୟକ। ଏ ସମ୍ପର୍କରେ ସମୟୋଚିତ ନିଷ୍ପତ୍ତି ନେବା ବାଞ୍ଛନୀୟ, ଯାହା ନିର୍ବିବାଦୀୟ ହେବା ଉଚିତ।…
Archives


