ସୁନା, ଚାନ୍ଦି ଅଳଙ୍କାରରେ ସଜେଇ ହେବେ ହରପାର୍ବତୀ
କଟକ ରୋଡ,୨୩।୯(ଡି.ଏନ୍.ଏ.) : ଶାରଦୀୟ ଦୁର୍ଗାପୂଜା ସମୟରେ ରାଜଧାନୀର ବଡ଼ଗଡ଼ସ୍ଥିତ ନେତାଜୀ ଯୁବକ ସଂଘ ପକ୍ଷରୁ ଅନୁଷ୍ଠିତ ହେଉଥିବା ହରପାର୍ବତୀ ପୂଜା ଚଳିତଥର ୪୩ବର୍ଷରେ ପହଞ୍ଚିଛି। ହରପାର୍ବତୀଙ୍କ ସହ କାର୍ତ୍ତିକ, ଗଣେଶ ଓ ପାର୍ଶ୍ୱ ଦେବଦେବୀ ସୁନା ଓ ଚାନ୍ଦି...
ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ...
ଡମଣା ଦୁର୍ଗାପୁଜା କମିଟି : ଯୋଶେଫ ପିଟ୍ସବର୍ଗ ପ୍ୟାଲେସ ମୁଖ୍ୟ ଆକର୍ଷଣ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସବୁବର୍ଷ ନିଜର ତୋରଣରେ ନୂତନତ୍ୱ ଆଣୁଥିବା ଡମଣା ଦୁର୍ଗାପୂଜା କମିଟି ଚଳିତବର୍ଷ ସହରବାସୀଙ୍କୁ ଭିନ୍ନ ଭେଟି ଦେବାକୁ ପ୍ରୟାସ କରିଛି। ତୋରଣରେ ଦେଖିବାକୁ ମିଳିବ ପାଶ୍ଚାତ୍ୟର ଛାପ। ଆକର୍ଷଣ ସାଜିବ ରୁଷିଆର ସେଣ୍ଟ୍ ଯୋଶେଫ ପିଟ୍ସବର୍ଗ ପ୍ୟାଲେସ।...
ହର୍ପିସ ଭୂତାଣୁର ଅନୁଧ୍ୟାନ ପାଇଁ ନନ୍ଦନକାନନ ଆସିବେ କେନ୍ଦ୍ରୀୟ ଟିମ୍
ବାରଙ୍ଗ,୨୩ା୯(ଡି.ଏନ.ଏ) : ନନ୍ଦନକାନନରେ ହର୍ପିସ ଭାଇରସ ଯୋଗୁ ୪ଟି ହାତୀଙ୍କର ମୃତ୍ୟୁ ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ନାନା ଚିନ୍ତା ବଢ଼ାଇଛି। ଏହି ଘଟଣା ଏବେ ରାଜ୍ୟରେ ସୀମିତ ହୋଇରହି ନାହଁି। ଜାତୀୟସ୍ତରରେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି।...
ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ
ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା...
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼...
କୋଣାର୍କ ହେବ ନୂଆ ଡେଷ୍ଟିନେଶନ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍ରେ ହେଉଥିବା ରାନ୍ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ ଓଡ଼ିଶାର ଏକ ପ୍ରମୁଖ ଟୁରିଜମ୍ ଡେଷ୍ଟିନେଶନ ବା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ରାଜ୍ୟ...
ବିରାଟ କୋହଲି ମୋ ଫେଭରାଇଟ୍ କ୍ରିକେଟର୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ।...
ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ...
୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର...
ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ...
ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।...
Archives


