ମେଟ୍ରୋ

୨୬ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଘୂର୍ଣ୍ଣିବଳୟ ଯୋଗୁ କେତେକ ସ୍ଥାନରେ ଅସରାଏ କିମ୍ବା ଦି ଅସରା ବର୍ଷା ହୋଇଯାଉଛି। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ରହିବ। ପାଗରେ ସେଭଳି କିଛି ପରିବର୍ତ୍ତନର ସମ୍ଭାବନା...

ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ ସେ ମୁଖ୍ୟଅତିଥି ଭାବେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଚନ୍ଦ୍ରାୟନ-୨...

ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’...

ଜେଲ୍‌ରେ ଅସୁସ୍ଥ: ଆଶୀର୍ବାଦଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍‌ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି। ତେଣୁ ଜେଲ୍‌ ପରିସରସ୍ଥ ଡାକ୍ତରଖାନାରେ ତାଙ୍କୁ ରଖାଯାଇ ଚିକିତ୍ସା କରାଯାଉଛି। ଡାକ୍ତରମାନେ...

ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ ବିବରଣୀ ୧୦ ଦିନ ମଧ୍ୟରେ ପ୍ରଦାନ କରାଯାଉ। ଏହି ମର୍ମରେ ଗୃହ...

ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍‌ଆଇସିସିଆଇ...

ଚାଷ ପାଇଁ ଚାଷୀ ଚିନ୍ତିତ

ପୁରୁଣା ଭୁବନେଶ୍ୱର,୨୧ା୯(ଡି.ଏନ.ଏ.): ରାଜଧାନୀର ବିଭିନ୍ନ ମଠ ମନ୍ଦିର, ଆଦି ସରକାରୀ ଜାଗାକୁ ଜବରଦଖଲ କରିସାରିବା ପରେ ଏବେ ରାଜଧାନୀର ଉପକଣ୍ଠରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଗ୍ରୀନ୍‌କୁ ୟଲୋ ଜୋନରେ ବିଡିଏରୁ ମିଛ ପ୍ରମାଣପତ୍ର ଦାଖଲ କରାଇ ଏସବୁ ଅଞ୍ଚଳରେ...

ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍‌, ଫୁଟ୍‌ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍‌ ପାଟ୍ରୋଲିଂ ଏବଂ ଫୁଟ୍‌ ପାଟ୍ରୋଲିଂ ନିୟମିତ ଭାବେ କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ...

ଏଥର ପ୍ରଦୂଷଣମୁକ୍ତ ଦଶହରା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଭୁବନେଶ୍ୱରରେ ଏଥର ଦେଖିବାକୁ ମିଳିବ ପ୍ଲାଷ୍ଟିକ୍‌ ଓ ଶବ୍ଦ ପ୍ରଦୂଷଣମୁକ୍ତ ଦଶହରା। ସହରରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୂଜାକୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷଣରୁ ମୁକ୍ତ ରଖିବାକୁ ପ୍ରଚେଷ୍ଟା କରାଯିବ। ଗତବର୍ଷ ଭଳି ଏଥର...

କମଳା ପରେ ଗୌରୀ ଆଖିବୁଜିଲା

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ,୨୧ା୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଘାତକ ସାଜିଛି ହର୍ପିସ୍‌ ଭୂତାଣୁ। ଏଥିରୁ ହାତୀମାନଙ୍କୁ ବଞ୍ଚାଇ ଯାଇପାରୁନାହିଁ। ଫଳରେ କ୍ରମାଗତ ହାତୀ ମୃତ୍ୟୁ ଜାରି ରହିଛି। ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈହାତୀ କମଳାର ମୃତ୍ୟୁ ଘଟିଥିବାବେଳେ ଏହାର ଦିନକ ପରେ ଆଉ...

କାଗଜ ବଣ୍ଡଲ ଧରାଇ ୫ ଲକ୍ଷ ଠକେଇ ଘଟଣା: ଆଉ ଜଣେ ଗିରଫ

କଟକ ରୋଡ, ୨୧ା୯(ଡି.ଏନ୍‌.ଏ): କାଗଜ ବଣ୍ଡଲ ଧରାଇ ରାଜ୍ୟ ବାହାରର ଜଣେ ବ୍ୟବସାୟୀଙ୍କୁ ୫ଲକ୍ଷ ଟଙ୍କା ଠକିଥିବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଶୁକ୍ରବାର ଗିରଫ କରିଛି। ସେ ହେଲେ ଜଗତ୍‌ସିହପୁର ଜିଲା କୁଜଙ୍ଗ...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍‌ ମାଲିକ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ ଗତ ମେ ୧ରୁ ନୂତନ ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିୟମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri