ବିରାଟ କୋହଲି ମୋ ଫେଭରାଇଟ୍ କ୍ରିକେଟର୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ।...
ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ...
୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର...
ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ...
ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।...
ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ
ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ଭାଜପା,...
ପିଆଜ ଦର ଏବେ ଆକାଶଛୁଆଁ : ଯୋଗାଣ ମନ୍ତ୍ରୀ କହିଲେ ଦୀପାବଳି ପର୍ଯ୍ୟନ୍ତ ଦାମ୍ ଉଚ୍ଚା ରହିବ
ଭୁବନେଶ୍ୱର,୨୨।୯(ବ୍ୟୁରୋ) : ପିଆଜ ଦର ଏବେ ଆକାଶଛୁଆଁ ହୋଇଛି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ା ଦରରେ ପିଆଜ ବିକ୍ରି ହେଉଛି। ଯାହା ସାଧାରଣବର୍ଗର ଗ୍ରାହକଙ୍କୁ କଷ୍ଟ ଦେଉଛି। ତେବେ ନାସିକ୍ରେ ବନ୍ୟା ପାଇଁ ପିଆଜ ଦର...
ରୁଚିକା ମାର୍କେଟ ଦୁର୍ଗାପୂଜା କମିଟି: ବଣ୍ଟାହେବ ୧୦ ହଜାର ଔଷଧୀୟ ଚାରା
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ସବୁଜିମାଭରା ସ୍ମାଟସିଟି ଭୁବନେଶ୍ୱରକୁ ଶ୍ରୀହୀନ କରି ଦେଇଥିଲା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’। ଏହି ସ୍ମାର୍ଟସିଟିକୁ ପୁନର୍ବାର ସବୁଜ ସୁନ୍ଦର କରିବା ପାଇଁ ଏବେ ବହୁ ପରିମାଣର ଚାରା ରୋପଣ କରା ଯାଉଛି। ଚଳିତବର୍ଷ ୨୯ତମ ବର୍ଷରେ ପଦାର୍ପଣ...
ରେଳ ଷ୍ଟେଶନରେ ନାଁକୁ ମାତ୍ର ପ୍ଲାଷ୍ଟିକ ବର୍ଜନ ଶପଥ, ବ୍ୟବହାର ହେଉନି କ୍ରସିଂ ମେଶିନ
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଟ୍ରେନ, ଷ୍ଟେଶନ ପରିସର ଓ କାର୍ଯ୍ୟାଳୟରେ ପ୍ଲାଷ୍ଟିକ ବ୍ୟବହାରକୁ ନିଷିଦ୍ଧ କରିଛି ରେଳ ବିଭାଗ। ୨୧ ଅଗଷ୍ଟରେ ରେଲ୍ଓ୍ବେ ବୋର୍ଡ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବାବେଳେ କିଛ ଷ୍ଟେଶନକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି। ଆଗକୁ ସମସ୍ତ ଷ୍ଟେଶନରେ...
ନ୍ୟାୟ ଦେଲାନି ନିଆଳି ଥାନା ପୋଲିସ: ନବୀନ ନିବାସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ନ୍ୟାୟ ଦେଲା ନାହିଁ ପୋଲିସ। ନିଆଳି ଥାନାକୁ ବାରମ୍ବାର ଦୌଡି ନିରାଶ ହେବାପରେ ଶେଷରେ ଯୁବକ ଜଣକ ଶନିବାର ସକାଳେ ନବୀନ ନିବାସ ସମ୍ମୁଖରେ ପହଞ୍ଚତ୍ଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବାବେଳେ...
ଆଶିଷ ଗଡ଼ନାୟକ, ସ୍ବାଗତିକା ସ୍ବାଇଁ ପାଇବେ ‘ଟାଇମ୍ପାସ୍ ବୁକର୍ ପୁରସ୍କାର’
ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁବ ଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡ଼ିଶାର ଉଚ୍ଚାଭିଳାଷୀ ପ୍ରକାଶନ ସଂସ୍ଥା ‘ଟାଇମପାସ୍’ ପକ୍ଷରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଟାଇମ୍ପାସ୍ ବୁକର୍ ପୁରସ୍କାର’ର ବିଜେତାଙ୍କ ନାମ ଶନିବାର ଘୋଷଣା କରାଯାଇଛି। ଗଳ୍ପ ପାଣ୍ଡୁଲିପି ‘କ୍ରୁଶ’ ପାଇଁ କଥାକାର...
ନନ୍ଦନକାନନରେ ନୀଳଗିରି ବାନର ଅସୁସ୍ଥ, ଚିନ୍ତାରେ କର୍ତ୍ତୃପକ୍ଷ
ବାରଙ୍ଗ,୨୨।୯(ଡି.ଏନ୍.ଏ.): ନନ୍ଦନକାନନରେ ଗତ ସପ୍ତାହ ମଧ୍ୟରେ ହର୍ପିସ ଭାଇରସ ଯୋଗୁ ହାତୀଙ୍କ ମୃତ୍ୟୁ ଖବରକୁ ନେଇ କର୍ତ୍ତୃପକ୍ଷ ଚିନ୍ତାରେ ଥିବାବେଳେ ଶନିବାର ଅନ୍ୟତମ ଆକର୍ଷକ ନୀଳଗିରି ବାନର ଅସୁସ୍ଥ ହୋଇପଡିବା ଚିନ୍ତା ଆହୁରି ବଢ଼ାଇ ଦେଇଛି। ନନ୍ଦନକାନନକୁ ଆସିବାପରଠାରୁ ନୀଳଗିରିଟି...
Archives


