ମେଟ୍ରୋ

ଲୋକସେବା ଭବନର କନ୍‌ଭେନଶନ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନ ପରିସରରେ ନବନିର୍ମିତ ଅତ୍ୟାଧୁନିକ କନ୍‌ଭେନ୍‌ଶନ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ୫୧୮୦ ବର୍ଗମିଟର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି କନ୍‌ଭେନ୍‌ଶନ ସେଣ୍ଟର ନିର୍ମାଣ ବାବଦରେ ୪୦ କୋଟି ଟଙ୍କା ବ୍ୟୟ କରାଯାଇଛି। ଏହି କନ୍‌ଭେନ୍‌ଶନ…

କୃଷିଜାତ ଦ୍ରବ୍ୟର ବଜାର ସଂଯୋଗୀକରଣକୁ ଅଗ୍ରାଧିକାର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କୃଷିର ସର୍ବାଙ୍ଗୀନ ଉନ୍ନତି ତଥା କୃଷକମାନଙ୍କର ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଏଥିପାଇଁ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଏବଂ କାର୍ଯ୍ୟକ୍ରମ ନିଆଯାଉଛି। ନିକଟ ଅତୀତରେ ହୋଇଥିବା ଏବଂ ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ…

୩୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୧୫-୧(ବ୍ୟୁରୋ): ଓଡ଼ିଶା ଏଜୁକେଶନ ସର୍ଭିସ(ଓଇଏସ୍‌)ର ୩୨ ଅଧିକାରୀଙ୍କ ପଦୋନ୍ନତି କରାଯାଇଛି। ମଙ୍ଗଳବାର ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦ୍ଦନୁଯାୟୀ, ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ…

ଏଆଇସିସି, ପିସିସି ମଧ୍ୟରେ ସମନ୍ବୟ ନାହିଁ: ସୁର

ଭୁବନେଶ୍ୱର,୧୫-୧(ବ୍ୟୁରୋ): କଂଗ୍ରେସରେ ନେତୃତ୍ୱକୁ ନେଇ ବିବାଦ ତୁଟିବାର ନାଁ ଧରୁନାହିଁ। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ ବିବାଦ ଲାଗି ରହିଥିବାବେଳେ ବର୍ତ୍ତମାନ ଆଉ ଏକ ନୂଆ ସମସ୍ୟା ମୁଣ୍ଡ ଟେକିଛି। ଯୁବ କଂଗ୍ରେସ ସଭାପତି ପଦକୁ ନେଇ ମଧ୍ୟ…

୧୬ରୁ ବକେୟା ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ଆସନ୍ତା ୧୬ ତାରିଖରୁ ବିଦ୍ୟୁତ୍‌ କାଟ କରାଯିବ ବୋଲି ପୂର୍ବରୁ ସେସୁ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ତେବେ ବିଭିନ୍ନ ମହଲରୁ ବିରୋଧ ହେବା ପରେ ସେସୁ କର୍ତ୍ତୃପକ୍ଷ ପର୍ଯ୍ୟାୟ କ୍ରମେ ବିଦ୍ୟୁତ୍‌ ବିଚ୍ଛିନ୍ନ…

ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍‌ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି ଘଟଣାକୁ ନେଇ ରଣପୁର ବିଧାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରଶ୍ନ କରିଥିଲେ।…

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍‌ ନ…

ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍‌ ନ ଦେଲେ କଟିବ ଲାଇନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ କାଟ୍‌ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ ହିଁ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବ ବୋଲି ସେସୁ ସିନିୟର ଜେନେରାଲ ମ୍ୟାନେଜର ମନୋଜ…

ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ। ଦ୍ୱିତୀୟ ବର୍ଷକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରଥମ ବର୍ଷରେ ୩୩% ମାର୍କ ରଖିବାକୁ…

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌ ମ୍ୟାନେଜର ସୁନୀଲଙ୍କ ବିରୋଧରେ ପୋଲିସ କେସ୍‌ ନଂ.୨୧/୨୦ରେ ବଳାତ୍କାର, ବ୍ଲାକ୍‌ମେଲିଂ ଦଫା ଲଗାଇଥିବାବେଳେ…

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ ନାଗରିକ…

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ରହିଥିବା ଘରୋଇ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?