ଚର୍ଚ୍ଚାରେ କଂଗ୍ରେସ ସାଂଗଠନିକ ନେତୃତ୍ୱ: ଯୁବ ସଭାପତି ଚୟନକୁ ନେଇ ବଢୁଛି ଅଡୁଆ
ଭୁବନେଶ୍ୱର,୧୪-୧(ବ୍ୟୁରୋ):ପୁଣିଥରେ କଂଗ୍ରେସର ସାଙ୍ଗଠନିକ ନେତୃତ୍ୱକୁ ନେଇ ବିବାଦ ଦେଖିବାକୁ ମିଳିଛି। ଗୋଟିଏ ପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱରୁ ହଟାଇବା ପାଇଁ ଗୋଟିଏ ଗୋଷ୍ଠୀ ଜୋରଦାର ପ୍ରୟାସ ଚଳାଇଥିବା ବେଳେ ବର୍ତ୍ତମାନ ଯୁବ କଂଗ୍ରେସକୁ ନେଇ ବିବାଦ…
୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର
ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ, ସୋନପୁର, ଦେବଗଡ, ବୌଦ୍ଧ ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ଶୀତ ଲହରୀ…
ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେବେ। ଏଥିରେ ଲୋକସେବା ଓ ରାଜ୍ୟ ବିଧାନସଭାକୁ କିପରି ଉପଯୁକ୍ତ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସିରିଆ ରାଷ୍ଟ୍ରଦୂତ;ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ: ଆବାସ
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଭାରତରେ ଥିବା ସିରିଆ ରାଷ୍ଟ୍ରଦୂତ ରିଆଦ ଆବାସ ଏବଂ ତାଙ୍କ ନେତୃତ୍ୱରେ ଆସିଥିବା ଏକ ପ୍ରତିନିଧି ମଣ୍ଡଳୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନରେ ଭେଟି ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀ ଓଡ଼ିଶା ଏବଂ ସିରିଆର ମିଳିତ ସ୍ବାର୍ଥ…
ସୁପ୍ରିମକୋର୍ଟରେ ପୋଲାଭରମ୍ ଶୁଣାଣି ଆଜି
ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ…
ରାଜା ବାହାଦୁର ନିଷ୍ଠାପର ଜନସେବକ ଥିଲେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଖଲ୍ଲିକୋଟର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ। ଉଭୟ ରାଜତନ୍ତ୍ର ଏବଂ ଗଣତନ୍ତ୍ରରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଜନସାଧାରଣଙ୍କ ଶ୍ରଦ୍ଧା ଓ ଆଦର ଲାଭ କରିପାରିଥିଲେ। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…
କଡ଼ାକଡ଼ି ହେବ ପ୍ରଥମବର୍ଷ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ଲାଗି ରାଜ୍ୟ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗ ପ୍ରୟାସ ଚଳାଇଛନ୍ତି। ଏହି କ୍ରମରେ ଯୁକ୍ତ ୨ର ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବେ ଏକ ନୂଆ ପଦକ୍ଷେପ…
ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି
ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଆସନ୍ତା ୧୫ ତାରିଖ ମକର ସଂକ୍ରାନ୍ତି ସରକାରୀ ଛୁଟି। ଉକ୍ତଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।
ନିଜ ବିକାଶ ନିଷ୍ପତ୍ତି ନେବେ ଆଦିବାସୀ
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସେମାନଙ୍କ ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ କ୍ଷେତ୍ର ଅକ୍ଷୁଣ୍ଣ ରହିବ। ସବୁକିଛି ନିଷ୍ପତ୍ତି ନେବ ଗ୍ରାମ ପରିଷଦ(କାଉନ୍ସିଲ)। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ। ରାଜ୍ୟରେ…
ଆଇଏଏସ୍ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି
ଭୁବନେଶ୍ୱର, ୧୩।୧: ରାୟଗଡାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାୟଗଡାରେ ଘରୋଇ କମ୍ପାନୀଗୁଡିକ ଜମି ନେଇ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେଉ ନ ଥିଲେ। କିନ୍ତୁ ରାଜ୍ୟ…
ବିଏମ୍ସି ଘେରିବେ ବାଦ୍ପଡ଼ିଥିବା ଉଠାଦୋକାନୀ
ଭୁବନେଶ୍ୱର,୧୩ା୧(ବ୍ୟୁରୋ): ବାତ୍ୟା ‘ଫନୀ’ରେ କ୍ଷତିଗ୍ରସ୍ତ ହୋଇଥିବା ରାଜଧାନୀର ଉଠା ଦୋକାନୀଙ୍କୁ ସହାୟତା ରାଶି ବଣ୍ଟନରେ ଆରମ୍ଭରୁ କେଁ ସୃଷ୍ଟି ହୋଇଛି। ଉଠାଦୋକାନୀଙ୍କ ୨୦୧୫ ସର୍ଭେରେ ମୋଟ ୨୧ହଜାର ୪୮୩ ଜଣ ଦୋକାନୀ ସାମିଲ ଥିବାବେଳେ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଫନୀ…

