ମେଟ୍ରୋ

ରାଜ୍ୟରେ ଖାଲିପଡ଼ିଛି ୪୦ରୁ ଅଧିକ ଆଇଏଏସ୍‌ ଅଫିସର ପଦବୀ: ଡେପୁଟେଶନରୁ ଫେରୁନାହାନ୍ତି ବାବୁ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କୌଣସି ସର୍ବଭାରତୀୟ ସେବା କ୍ଷେତ୍ରରେ ଅଧିକାରୀମାନଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ରହିବାର ନିୟମ ରହିଛି। ସେହି ଅନୁଯାୟୀ ଏହି ଡେପୁଟେଶନର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟ ରହିଛି। ସାଧାରଣତଃ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେଶନରେ…

ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪ ଜଣ ନାବାଳକ ହୋଇଥିବା ବେଳେ ସ୍କୁଲ କଲେଜରେ ପାଠପଢ଼ୁଥିବା ସୂଚନା ମିଳିଛି। ଏହି ଘଟଣାରେ…

ଖୁବ୍‌ ହସାଇଲା ‘ଟୁ ମଚ୍‌’

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଷ୍ଟାଣ୍ଡ୍‌-ଅପ୍‌ କମେଡିର କ୍ରେଜ୍‌ ଧୀରେ ଧୀରେ ଭୁବନେଶ୍ୱରରେ ଅଧିକ ଦେଖୁଥିବା ବେଳେ ଶନିବାର ସନ୍ଧ୍ୟାରେ ଏକ ଦମ୍‌ଦାର୍‌ ଷ୍ଟାଣ୍ଡ୍‌-ଅପ୍‌ କମେଡି ଶୋ’ର ମଜା ନେଇଥିଲେ ରାଜଧାନୀବାସୀ। ଦେଶର ଦୁଇ ଖ୍ୟାତନାମା ଷ୍ଟାଣ୍ଡ୍‌-ଅପ୍‌ କମେଡିଆନ୍‌ ଦେବେଶ ଦୀକ୍ଷିତ ଏବଂ ସୃଜନ କୌଶିକଙ୍କ…

ମା’ବାପାଙ୍କ ପ୍ରେରଣା ସଫଳତା ଦେଲା : ଅଂଶୁମାନ

ଭୁବନେଶ୍ୱର, ୧୨ା୧(ବ୍ୟୁରୋ): ଆଇଇଏସ୍‌ ୨୦୧୯ର ରେଜଲ୍ଟ ବାହାରିବା ପରେ ଅଂଶୁମାନ ବହୁ ଖୁସି ବ୍ୟକ୍ତ କରିବା ସହିତ ଏହାର ଶ୍ରେୟ ମା’ବାପା, ଅଜା, ଗୁରୁଜନ ଓ ସାଙ୍ଗସାଥୀଙ୍କୁ ଦେଇଛନ୍ତି। ଦୁଇଥର ବିଫଳ ହେବା ପରେ ତୃତୀୟ ଚେଷ୍ଟାରେ ସେ ଏହି ସଫଳତା…

୯୮୩ ରେଳ ଷ୍ଟେଶନ ଜଗିବ ଆଇପି କ୍ୟାମେରା

ଭୁବନେଶ୍ୱର, ୧୨ା୧(ବ୍ୟୁରୋ): ପୂର୍ବତଟ ରେଳପଥର ପ୍ରମୁଖ ଷ୍ଟେଶନଗୁଡ଼ିକରେ ଖୁବ୍‌ଶୀଘ୍ର ସୁରକ୍ଷା ବ୍ୟବସ୍ଥା ବଢ଼ିବ। ରାଜ୍ୟର ବଡ଼ ରେଳ ଷ୍ଟେଶନରେ ଆଇପି ସର୍ଭେଲାନ୍ସ କ୍ୟାମେରା ଲାଗିବ। ଏଥିପାଇଁ ରେଲ୍‌ଓ୍ବେ ବୋର୍ଡ଼ ଅନୁମତି ଦେଇସାରିଛି। ଷ୍ଟେଶନ ପ୍ରତୀକ୍ଷାଳୟ, ଟିକଟ କାଉଣ୍ଟର, ପାର୍କିଂ, ପ୍ରବେଶ ଦ୍ୱାର,…

ସ୍ବତନ୍ତ୍ର ସଂକଳ୍ପକୁ କ୍ୟାବିନେଟ ମୋହର: ରାଜ୍ୟରେ ହେବ ଜାତିଭିତ୍ତିକ ଜନଗଣନା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକା ସାଙ୍ଗରେ ଏହି ଗଣନା କରାଯିବ। ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସଇବିସି), ଏସ୍‌ସି/ଏସ୍‌ଟିଙ୍କର ସ୍ବତନ୍ତ୍ର ଗଣନା କରିବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ରଙ୍ଗିନ ଫୁଲରେ ଝଲସୁଛି ଏକାମ୍ର କାନନ, ପ୍ରଦର୍ଶିତ ହେଉଛି ୪୦୦ପ୍ରଜାତିର ଫୁଲ

ଭୁବନେଶ୍ୱର, ୧୨ା୧(ବ୍ୟୁରୋ)- ଭଳିକିଭଳି ଫୁଲରେ ଝଲସୁଛି ସ୍ଥାନୀୟ ଏକାମ୍ର କାନନ। ଲାଲ୍‌, କମଳା, ନୀଳ, ହଳଦିଆ ଆଦି ରଙ୍ଗ ବେରଙ୍ଗ ଗୋଲାପ ସାଙ୍ଗକୁ ଫ୍ଲୋରିବୁଣ୍ଡା ଏବଂ ପଲିଆନ୍ଥା ଭଳି ବିଦେଶୀ କିସମର ଗୋଲାପ ଲୋକଙ୍କୁ ଆକର୍ଷିତ କରୁଛି। ଏଭଳି ପ୍ରାୟ ୪୦୦…

ମାର୍କେଟ୍‌ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ ସାବାଳକ।…

ଆଇଇଏସ୍‌ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍‌ ଟପ୍ପର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍‌ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍‌) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍‌ କାମିଲା। ଆଇଇଏସ୍‌ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ଅଂଶୁମାନ୍‌ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ସେ ପୂର୍ବତନ…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ତେଣୁ ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକେ ଉପଭୋଗ କରିପାରିବେ ସେଥିପାଇଁ…

ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍‌ରୁମ୍‌ରେ ପଡ଼ିଯିବା ଫଳରେ ତାଙ୍କ…

ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ ପକାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?