ଯୁକ୍ତ୨ କଲେଜଗୁଡ଼ିକୁ କଡ଼ା ଚେତାବନୀ: ସିସିଟିଭି ନ ଲଗାଇଲେ ପରୀକ୍ଷାକେନ୍ଦ୍ର ବନ୍ଦ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଜାନୁୟାରୀ ୨୭ରୁ ଯୁକ୍ତ୨ ପ୍ରାକ୍ଟିକାଲ ଏବଂ ମାର୍ଚ୍ଚ ୩ରୁ ଥିଓରି ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଏହାପୂର୍ବରୁ ପରୀକ୍ଷାକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବାକୁ କଡ଼ା ଚେତାବନୀ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)। ଚଳିତବର୍ଷ ସମସ୍ତ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଇବା…
ପରଲୋକରେ ପାରଳା ମହାରାଜା
ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ୨୦୧୬ରୁ ପାରଳା ମହାରାଜାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ତେଣୁ ତାଙ୍କୁ ପ୍ରଥମେ ଚେନ୍ନାଇସ୍ଥିତ ଆପୋଲୋ…
ପଦୋନ୍ନତି ଅଦାଲତ ଗଠନ କଲେ ସରକାର: ଠିକ୍ ସମୟରେ ପ୍ରକ୍ରିୟା ସାରିବାକୁ ଗୁରୁ
ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ ଅବଗତ କରାଯାଇଛି। ନିକଟରେ ସରକାର ବିଭିନ୍ନ ବର୍ଗର କର୍ମଚାରୀ ଯେପରି ଠିକ୍ ସମୟରେ…
ବହିର୍ବ୍ୟାପାର ବିଭାଗୀୟ ପରାମର୍ଶ କମିଟିରେ ସସ୍ମିତ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟର ବିଭାଗୀୟ ପରାମର୍ଶ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଅଧ୍ୟକ୍ଷ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଏହି କମିଟିରେ ଶଶି…
ବର୍ଷା, କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁହୁଡି ହେବାର ସମ୍ଭାବନା ରହିଛି।…
ବିଦ୍ୟୁତ୍ କାଟ ପାଇଁ ସେସୁ ପ୍ରସ୍ତୁତ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଜାନୁୟାରୀ ୧୬ ତାରିଖ ପରଠାରୁ ବିଦ୍ୟୁତ୍ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ବିଦ୍ୟୁତ୍ ବିଚ୍ଛିନ୍ନ କରିବାକୁ ନିଷ୍ପତ୍ତି ନେଇଛି। ଗଣମାଧ୍ୟମକୁ ସୂଚନା ଦେଇ ସେସୁର ସିଇଓ ଅରୁଣ ବୋଥ୍ରା କହିଛନ୍ତି ଯେ…
ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଉପଚ୍ଛାୟାଜନିତ ହେତୁ ପାଳନୀୟ ନୁହେଁ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଶୁକ୍ରବାର ରାତିରେ ଦେଖିବାକୁ ମିଳିବ। ଏହି ମହାଜାଗତିକ ଘଟଣା ଓଡିଶା ସମେତ ସମଗ୍ର ଭାରତ ଏବଂ ବିଶ୍ୱର ଅନେକ ରାଷ୍ଟ୍ରରେ ଦେଖାଯିବ। ୧୦ ତାରିଖ ରାତି ୧୦ଟା ୩୭ ମିନିଟରେ ଚନ୍ଦ୍ରଗ୍ରହଣ ଆରମ୍ଭ ହେବ। ଏହି…
ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ
ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବାବୁଲ…
ଖରାଛୁଟିରେ ପିଲାଙ୍କ ଏକ୍ସଟ୍ରା କ୍ଲାସ ନେବେ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୯।୧(ବ୍ୟୁରୋ): ଏଣିକି ଖରାଛୁଟିରେ ସ୍କୁଲ ପିଲାମାନଙ୍କ ପାଇଁ ଏକ୍ସଟ୍ରା କ୍ଲାସ ହେବ। ପାଠପଢ଼ାରେ ଦୁର୍ବଳ ଥିବା ପିଲାମାନଙ୍କ କ୍ଲାସ ଶିକ୍ଷକ ନେବେ। ଗୁରୁବାର ଏଭଳି କିଛି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ଛୁଟି ସମୟରେ…
ନନ୍ଦନକାନନରେ ବାଘ ସଂଖ୍ୟା ବୃଦ୍ଧି, ୨ ଛୁଆ ଜନ୍ମଦେଲା ବାଘୁଣୀ ସ୍ନେହା
ବାରଙ୍ଗ,୯।୧(ଡି.ଏନ୍.ଏ.): ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘୁଣୀ ସ୍ନେହା ୨ଟି ଛୁଆ ଜନ୍ମ ଦେଇଛି। ହାଇଦ୍ରାବାଦରୁ ଆସିଥିବା ଜଙ୍ଗଲି ମହାବଳବାଘ ସେଫ୍ ସହ ତା’ର ମିଳନ ଗତ ସେପ୍ଟେମ୍ବର ମାସରେ ହୋଇଥିଲା। ମା’ ଓ ଛୁଆଦ୍ୱୟ ସୁସ୍ଥ ଥିବା ସିସିଟିଭି କ୍ୟାମେରାରୁ…
୩ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ୬,୫୩୯ ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ବୈଠକରେ ୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସମ୍ପୃକ୍ତ ୩ଟି ପ୍ରକଳ୍ପରେ ମୋଟ ୧୭,୮୩୩କୋଟି ଟଙ୍କା ପୁଞ୍ଜିନିବେଶ ହେବାକୁ ଥିବାବେଳେ ଏଥିରେ ୬୫୩୯ ଜଣ ନିଯୁକ୍ତି ପାଇବେ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୂଚନା…
କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ:ଖଣି ଅଞ୍ଚଳକୁ ଫୁଲ, ପନିପରିବା ଚାଷୋପଯୋଗୀ କର
ଭୁବନେଶ୍ୱର,୯ା୧(ବ୍ୟୁରୋ): ନିଲାମ ନେଉଥିବା ଲିଜଧାରୀମାନେ ଖଣିଜ ସମ୍ପଦ ନେବା ପରେ ଖଣିକୁ ଖୋଲା ଛାଡି ଚାଲି ଯାଉଛନ୍ତି। ଖଣି ପାଇଁ ନଷ୍ଟ ହେଉଥିବା ପରିବେଶର କ୍ଷତି ଭରଣା କରୁନାହାନ୍ତି। ଏହାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍ବେଗ ପ୍ରକାଶ କରିଛନ୍ତି। ଏଣିକି ଲିଜଧାରୀ…

