୯ବର୍ଷ ବିତିଲା: ସରୁନି ୩୦ ଫୁଟିଆ ରାସ୍ତା କାମ
ପୁରୁଣା ଭୁବନେଶ୍ୱର, ୯ା୧(ଡି.ଏନ.ଏ.): ଭୁବନେଶ୍ୱରର କଟକ-ପୁରୀ ରାସ୍ତାରୁ ଟ୍ରାଫିକ୍ ସମସ୍ୟା, ଦୁର୍ଘଟଣା କମ୍ କରିବା ଲକ୍ଷ୍ୟ ନେଇ ୨୦୧୦ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୟା ଓ୍ବେଷ୍ଟ କେନାଲର ଉଭୟପାର୍ଶ୍ୱ ରାସ୍ତା ଲାଗି ଶିଳାନ୍ୟାସ କରିଥିଲେ। ୯ ବର୍ଷ ତଳେ ହୋଇଥିବା…
ବନ୍ଦ ଡାକରାକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି: ଭାଜପା
ଭୁବନେଶ୍ୱର,୯ା୧(ବ୍ୟୁରୋ):କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାରର ଜୀବନଯାତ୍ରା ସ୍ବାଭାବିକ ରହିଥିବା ଭାଜପା ପକ୍ଷରୁ କୁହାଯାଇଛି। ଦଳର ଉପସଭାପତି ସମୀର ମହାନ୍ତି କହିଛନ୍ତି ଯେ, କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ। ଏହାକୁ ଦୃଷ୍ଟିରେ ରଖି…
ଗୋପାଳପୁର ବନ୍ଦରକୁ ହେବ ବିକଳ୍ପ ରାସ୍ତା
ଭୁବନେଶ୍ୱର, ୯ା୧(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ହେବାକୁ ଯାଉଛି। ଏହା ଦ୍ୱାରା ବନ୍ଦରକୁ ଯିବା ବେଳେ ହେଉଥିବା ଭିଡ ହ୍ରାସ ପାଇବ। ଏହି କାର୍ଯ୍ୟ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ କେନ୍ଦ୍ର ସଡକ, ପରିବହନ ଓ…
ନାଲ୍କୋର ୪୦ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, ୯ା୧(ବ୍ୟୁରୋ): ନାଲ୍କୋର ୪୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ନାଲ୍କୋ ନଗରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ନାଲ୍କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଉଦ୍ବୋଧନ ଦେଇ କହିଥିଲେ ଯେ, ବିଗତ ୪ ଦଶନ୍ଧିରେ ନାଲ୍କୋ ଅନେକ ମାଇଲ୍ଖୁଣ୍ଟ ଅତିକ୍ରମ କରିଛି। ବ୍ୟବସାୟିକ…
ଇକୋ ଟୁରିଜମ୍ର ପ୍ରଚାର ପ୍ରସାର ଲକ୍ଷ୍ୟ: ଓଟିଡିସିର ସ୍ବତନ୍ତ୍ର ସାତକୋଶିଆ, ଭିତରକନିକା ପ୍ୟାକେଜ୍
ଭୁବନେଶ୍ୱର,୯ା୧(ବ୍ୟୁରୋ): ରାଜ୍ୟରେ ଇକୋ ଟୁରିଜମ୍ ବା ପରିବେଶ ପର୍ଯ୍ୟଟନର ବିକାଶକୁ ଦୃଷ୍ଟିରେ ରଖି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ମିଳିତ ଭାବେ ୨ଟି ସ୍ବତନ୍ତ୍ର ଟୁର୍ ପ୍ୟାକେଜ୍ର ଶୁଭାରମ୍ଭ କରିଛନ୍ତି। ଏଣିକି ଓଟିଡିସି ପକ୍ଷରୁ…
ଦୁଇଦିନ ବର୍ଷା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ: ବଜ୍ରପାତ ନେଇ ଆଜି ୯ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୯ା୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ନଜରରେ ରଖି ରାଜସ୍ବ ବିଭାଗ ସବୁ ଜିଲାପାଳଙ୍କୁ ଚିଠି…
ଟ୍ରେନ୍ରେ ମିଳିବ ଓଡ଼ିଶା ଏସ୍ଏଚ୍ଜି ସାମଗ୍ରୀ: ଆଇଆର୍ସିଟିସି ସହ ଏମ୍ଓୟୁ କରିବ ଓର୍ମାସ୍
ଭୁବନେଶ୍ୱର,୯ା୧(ବ୍ୟୁରୋ): ଚାନ୍ଦୁଆ, ତାରକସିରୁ ଆରମ୍ଭ କରି ଟସର, ମାଣିଆବନ୍ଧ ପର୍ଯ୍ୟନ୍ତ। ଏଣିକି ସବୁକିଛି ମିଳିବ ଆଇଆର୍ସିଟିସି ଓ୍ବେବ୍ସାଇଟ୍ରେ। ଓଡ଼ିଶା ମଧ୍ୟଦେଇ ଟ୍ରେନ୍ରେ ଯାତ୍ରା କରୁଥିବା ଲୋକ ଓଡ଼ିଶାର ହସ୍ତଶିଳ୍ପ, ହସ୍ତତନ୍ତ ସହ ପାରମ୍ପରିକ ଓଡ଼ିଆ ଖାଦ୍ୟର ମଜା ନେଇପାରିବେ। ତାହା ପୁଣି…
୩ୟ ଥର ସନ୍ତାନ ଜନ୍ମ ଦେବ ସ୍ନେହା
ବାରଙ୍ଗ, ୯ା୧(ଡି.ଏନ୍.ଏ.): ବାରଙ୍ଗସ୍ଥିତ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବାଘୁଣୀ ସ୍ନେହା ତୃତୀୟ ସନ୍ତାନକୁ ଜନ୍ମଦେବାକୁ ଯାଉଛି। ଯେପରି କୌଣସି ଅସୁବିଧା ନ ହୁଏ ସେ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସଜାଗ ରହିଛନ୍ତି। ସ୍ନେହାର୨୧ବି ଏନକ୍ଲୋଜରରେ ୪ଟି ସିସି କ୍ୟାମେରା ଖଞ୍ଜାଯାଇଛି। ଏହି ଏନକ୍ଲୋଜରକୁ…
ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍
ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ ମାତ୍ର ୩ଟି ପାସେଞ୍ଜର ଟ୍ରେନ ବାତିଲ୍ କରାଯାଇଥିବା ବେଳେ ଅନ୍ୟ ଟ୍ରେନ୍ ଗୁଡ଼ିକ ବିଳମ୍ବରେ…
ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି: ଦାଖଲ ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୮।୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ କରାଯାଇଛି। ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ତେବେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି।…
ବିନା ହେଲମେଟରେ ରାଲି, ଗଣିବେ ଜରିମାନା
ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ ଓ…
ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ
ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ ଗାଡ଼ି…

