ମେଟ୍ରୋ

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ଏହାକୁ ଲକ୍ଷ୍ୟ କରି ଘରୋଇ…

ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ଭାରତ ବନ୍ଦ ଯୋଗୁ ବସ୍‌ ଚଳାଚଳ କରିବ ନାହିଁ। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ୍‌ ନ ଚଳାଇବାକୁ ମାଲିକମାନେ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୦ଟି ଟ୍ରେଡ୍‌…

୮ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର, ୭।୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।…

‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ ବିକାଶ ପ୍ରକ୍ରିୟା ମଧ୍ୟ ବାଧାପ୍ରାପ୍ତ ହୁଏ। ଏହି କଥାକୁ କଂଗ୍ରେସ ସର୍ବଦା ଗୁରୁତ୍ୱ ଦେଇ…

ବିନା ହେଲ୍‌ମେଟ୍‌ରେ ବାଇକ୍‌ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍‌ମେଟ୍‌ରେ ରାଜଧାନୀରେ ବାଇକ୍‌ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ ଏହି କର୍ମୀମାନେ ଏଜି ଛକସ୍ଥିତ ଟ୍ରାଫିକ ଥାନାରେ ପହଞ୍ଚତ୍ ଜରିମାନା ଅର୍ଥ ବାଦକୁ…

ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ ପଦୋନ୍ନତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଦୀର୍ଘବର୍ଷ ଧରି ପଦୋନ୍ନତି…

ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର

ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚଆରସି) ମୁଖ୍ୟ ଶାସନ ସଚିବ ଏବଂ ଗୃହ ବିଭାଗ…

ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ କରାଯାଇଥିଲା। ଏହି ଟ୍ରେନ୍‌ ପୁରୀଠାରୁ…

ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ସୋମବାର ସକାଳେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଜେଲ୍‌ ପରିସର ହସ୍ପିଟାଲର ୧ ନମ୍ବର…

୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ ୨୫…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି):ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ…

ତୈଳ ଦର ପ୍ରଭାବ: ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୭ା୧(ବ୍ୟୁରୋ): ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ବଢ଼ି ଚାଲିଛି। ଏହାର ପ୍ରଭାବ ବସ୍‌ ଭଡ଼ାଠାରୁ ଆରମ୍ଭ କରି ପରିବହନ କ୍ଷେତ୍ରରେ ମଧ୍ୟ ଦେଖାଦେଇଛି। ତୈଳଦର ବୃଦ୍ଧି ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?