ମେଟ୍ରୋ

୮ରୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଏଥର ‘ଫୋକସ୍‌ ଏମ୍‌ଏସ୍‌ଏମ୍‌ଇ-୨୦୨୦’

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର-୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ମେଳାର ଥିମ୍‌ ଚଳିତବର୍ଷ ‘ଫୋକସ୍‌…

ମିଳିତ ଗବେଷଣା ପାଇଁ ଆଇଆଇଟି ଓ ଏମ୍‌ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୭ା୧(ବ୍ୟୁରୋ)- ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ଓ ଅଲ୍‌୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍‌ସ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ସୋମବାର ଭୁବନେଶ୍ୱର…

ନୟାଗଡ଼ ଡିଏଚ୍‌ଏଚ୍‌କୁ ‘ମୋ ସରକାର’ ଟିମ୍‌ର ପରିଦର୍ଶନ: ତଦାରଖ କଲେ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର, ୭ା୧(ବ୍ୟୁରୋ)‘ମୋ ସରକାର’ର ଟିମ୍‌ ସୋମବାର ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ପ୍ରତିକ୍ରିୟା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ୪ଜଣିଆ ଟିମ୍‌ ପଠାଯାଇଥିଲା। ଏହି ଟିମ୍‌ ଚିିକିତ୍ସାଳୟର ବିଭିନ୍ନ ଓ୍ବାର୍ଡ…

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏନେଇ ଭଦ୍ରକ ଜିଲା ମୁଖ୍ୟ…

ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ କାର୍ଯ୍ୟରତ…

୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ

ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ ବାମପନ୍ଥୀ…

ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ ଅବଦାନ…

ଜେଏନ୍‌ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ ନେଇ ସମଗ୍ର ଦେଶରେ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଆକ୍ରମଣକୁ…

ବଡ଼ ର଼୍ୟାକେଟର ପର୍ଦ୍ଦାଫାଶ କଲା ଏସ୍‌ଟିଏଫ୍‌: ଗୋଟିଏ ରାତିରେ ୮ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ ରାତିରେ ୮ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୫ ଗ୍ରାମ୍‌ର ବ୍ରାଉନ…

ଅଳିଆ ପକାଇବାକୁ କେନ୍ଦ୍ରକରି ଦୁଇ ପରିବାର ମୁହାଁମୁହିଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇ ଗାଡିଆ ଅଞ୍ଚଳରେ ଅଳିଆ ପକାଇବାକୁ କେନ୍ଦ୍ରକରି ଦୁଇ ପରିବାର ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପରିବାରର ଭୁଜାଲି ଓ ରଡ଼୍‌ ଆକ୍ରମଣରେ ଅନ୍ୟ ପରିବାର ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…

ଶ୍ରୀଲିଙ୍ଗରାଜଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ମାପଚୁପ

ପୁରୁଣା ଭୁବନେଶ୍ୱର,୬ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ, ବିକାଶ କାମ ଜାରି ରହିଛି। ହେଲେ ଠାକୁରଙ୍କ ବହୁସ୍ଥାନରେ ଥିବା ଜମିକୁ ଜବରଦଖଲକାରୀମାନେ କବ୍‌ଜାରେ ରଖଛନ୍ତି। ଏହି ଭୂସମ୍ପତ୍ତିକୁ ଜବରଦଖଲରୁ ମୁକ୍ତ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପୁରୁଣା ଭୁବନେଶ୍ୱରସ୍ଥିତ ମୂଳା ପଡିଆ,…

ଅବସରପ୍ରାପ୍ତ ରେଲ୍‌ଓ୍ବେ କର୍ମଚାରୀଙ୍କ ତଣ୍ଟିକାଟି ହତ୍ୟା ଘଟଣା: ଅଭିଯୁକ୍ତ ଟିକେଟ ବିକ୍ରି କରୁଥିବାବେଳେ ଧରିଲା ପୋଲିସ

କଟକ ରୋଡ୍‌,୬ା୧(ଡି.ଏନ.ଏ.): ଭୁବନେଶ୍ୱରର ଏକ ଲଜିଂରେ ଜଣେ ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କୁ ତଣ୍ଟିକାଟି ହତ୍ୟା ଘଟଣାର ସୁରାକ ପାଇଛି କମିଶନରେଟ ପୋଲିସ। ଏହି ଘଟଣାରେ ସମ୍ପୃକ୍ତି ଥିବା ଜଣେ ଯୁବକଙ୍କୁ ଲକ୍ଷ୍ମୀସାଗର ପୋଲିସ ରବିବାର ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?