ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ
ଭୁବନେଶ୍ୱର,୫।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଭାଜପା ପକ୍ଷରୁ ରବିବାରଠାରୁ ଜନଜାଗରଣ ସୃଷ୍ଟି କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ଓଡ଼ିଶା ଆସୁଛନ୍ତି। କୁଲସ୍ତେ ରବିବାର କେନ୍ଦ୍ରାପଡା ଜିଲା ମହାକାଳପଡାଠାରେ ସର୍ବଭାରତୀୟ ସ୍ତରରେ…
ସୀମାଚଳମ୍ରୁ ଫେରିବାବେଳେ ଦୁର୍ଘଟଣା: ଚାଲିଗଲା ୨ ପରିବାରର ୫ ଜୀବନ
ଭୁବନେଶ୍ୱର (ବ୍ୟୁରୋ)/ ପାତ୍ରପୁର(ଡି.ଏନ୍.ଏ),୫।୧: ପୁଅର ମୁଣ୍ଡନ ପାଇଁ ଭୁବନେଶ୍ୱରରୁ ୨ଟି ପରିବାର ଏକ କାର୍ ଯୋଗେ ଆନ୍ଧ୍ରପ୍ରଦେଶ ସୀମାଚଳମ୍ର ଶ୍ରୀବରାହଲକ୍ଷ୍ମୀନାରାୟଣ ମନ୍ଦିରକୁ ଯାଇଥିଲେ। ଶୁକ୍ରବାର ସେଠାରେ ମୁଣ୍ଡନ ସାରିବା ପରେ ବୁଲାବୁଲି କରି ରାତିରେ ହସଖୁସିରେ ଫେରୁଥିଲେ। ମାତ୍ର ନିୟତି ଥିଲା…
କୂଅରୁ ମିଳିଲା ମିଠା ବ୍ୟବସାୟୀଙ୍କ ମୃତଦେହ
ଭୁବନେଶ୍ୱର,୫।୧(ବ୍ୟୁରୋ): ନୟାପଲ୍ଲୀ ଥାନା ବେହେରାସାହିସ୍ଥିତ କ୍ରିଷ୍ଣା ଟାଓ୍ବାର ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ମିଠା ବ୍ୟବସାୟୀଙ୍କ ମୃତଦେହକୁ ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯୁବକ ହେଲେ ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅଧୀନ ଜୋହଳ ଗ୍ରାମର ନୀହାର ରଞ୍ଜନ…
ଭୁଲ୍ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା: ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୫।୧(ବ୍ୟୁରୋ): କେନ୍ଦୁଝର ସଦର ହସ୍ପିଟାଲରେ ଭୁଲ୍ ରକ୍ତ ନେବାଦ୍ୱାରା ସୁକାନ୍ତି ନାୟକ ନାମ୍ନୀ ମହିଳାଙ୍କର ୨୦୧୬ରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁଣାଣି କରି ଶନିବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୃତ ମହିଳାଙ୍କ ସ୍ବାମୀ ଚନ୍ଦା…
ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ: ଓ୍ବେବ୍ସାଇଟ୍ରେ ଉପଲବ୍ଧ ହେଲା ପ୍ରବେଶପତ୍ର
ଭୁବନେଶ୍ୱର,୫।୧(ବ୍ୟୁରୋ): ସର୍ବସାଧାରଣଙ୍କ ନିମନ୍ତେ ୫ ତାରିଖ ରବିବାରଠାରୁ ଖୋଲାଯିବ ରାଜଭବନ ଉଦ୍ୟାନ। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍ ଆପ୍ ଓ ଓ୍ବେବ୍ସାଇଟ୍ରେ ବ୍ୟବସ୍ଥା କରାଯାଇଛି। ସର୍ବସାଧାରଣ ରାଜଭବନର ସରକାରୀ ଓ୍ବେବ୍ସାଇଟ୍ rajbhavanodisha.gov.in କୁ…
ପୁରୀ-ବାରିପଦା ମଧ୍ୟରେ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୫।୧(ବ୍ୟୁରୋ): ନିୟମିତ ଟ୍ରେନ୍ରେ ମାତ୍ରାଧିକ ଭିଡ଼ ଯୋଗୁ ପୁରୀଠାରୁ ବାରିପଦାର ଭଞ୍ଜପୁରକୁ ଏକ ସ୍ପେଶାଲ ସାପ୍ତାହିକ ଟ୍ରେନ୍ ଚାଲିବ। ପ୍ରତୀକ୍ଷା ତାଲିକା (ଓ୍ବେଟିଂ ଲିଷ୍ଟ)ରେ ରହୁଥିବା ଟିକେଟଧାରୀଙ୍କୁ ଏହି ସ୍ପେଶାଲ ଟ୍ରେନରେ ନିଶ୍ଚିତ ଟିକେଟ ସୁବିଧା ମିଳିପାରିବ। ଏହି ପୁରୀ-ଭଞ୍ଜପୁର ସ୍ପେଶାଲ(୦୮୦୯୨)…
କାଳିଆ ଯୋଜନା ଅର୍ଥ କାଟ୍କୁ ନବନିର୍ମାଣ କୃଷକ ସଂଗଠନର ବିରୋଧ: ଅକ୍ଷୟ କୁମାରଙ୍କୁ ଭେଟିଲେ ତଥାଗତ
ଭୁବନେଶ୍ୱର,୫।୧(ବ୍ୟୁରୋ): କାଳିଆ ଯୋଜନାରୁ ଅର୍ଥ କାଟକୁ ବିରୋଧ କରି ୨୦୧୯ ଡିସେମ୍ବର ୨୬ରୁ ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ସୁନ୍ଦରପଦାସ୍ଥିତ ବୀରବନ୍ଧ ରାଜ୍ୟ କାର୍ଯ୍ୟାଳୟରେ ଅନଶନରେ ବସିଛନ୍ତି। ଶୁକ୍ରବାର ଧରିତ୍ରୀ ତଥା ଓଡିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ…
ଓଡ଼ିଶାରେ ଚାଲିଛି ୪୯,୯୮୪ କୋଟିର ରେଳ ପ୍ରକଳ୍ପ; ୧୦ ନୂଆ ଲାଇନ, ୨୫ ଦୋହରୀକରଣ
ଭୁବନେଶ୍ୱର, ୫।୧(ବ୍ୟୁରୋ)- ରେଳ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟରେ ୩୬ ପ୍ରକଳ୍ପ ଅଧୀନରେ ୪୫୬୭ କିଲୋମିଟର ରେଳପଥ କାର୍ଯ୍ୟ ଜାରି ରହିଛି। ଏହି ସମସ୍ତ ପ୍ରକଳ୍ପର ମୂଲ୍ୟ ୪୯,୯୮୪ କୋଟି ଟଙ୍କା। ଏହି ପ୍ରକଳ୍ପଗୁଡିକ ମଧ୍ୟରେ କେତେକ ସମ୍ପୂର୍ଣ୍ଣଭାବେ ଓଡ଼ିଶାର ହୋଇଥିବାବେଳେ ଅନ୍ୟ…
ମଣ୍ଡିରୁ ଉଠୁନି ଧାନ: ଚିଠି, ଟୁଇଟର ମାଧ୍ୟମରେ ମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ
ଭୁବନେଶ୍ୱର, ୫।୧(ବ୍ୟୁରୋ)- ସାରା ରାଜ୍ୟରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ହେଲେ କେତେକ ସ୍ଥାନରେ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି। ଏପରି କି ରାଜଧାନୀ ଭୁବନେଶ୍ୱରସ୍ଥିତ ଶିଶୁପାଳଗଡ଼ ମଣ୍ଡିରୁ ଧାନ ଉଠି ନ ଥିବା ଅଭିଯୋଗ ହୋଇଛି।…
ସାଉଥକୋ, ଓ୍ବେସ୍କୋ, ନେସ୍କୋ ପାଇଁ ନିଯୁକ୍ତ ହେଲେ ସ୍ଥାୟୀ ଅଧିକାରୀ
ଭୁବନେଶ୍ୱର, ୫।୧(ବ୍ୟୁରୋ)- ବିଦ୍ୟୁତ୍ ବଣ୍ଟନ କମ୍ପାନୀ ପରିଚାଳନା ଦାୟିତ୍ୱ ରିଲାଏନ୍ସ ଏନର୍ଜି ହାତରୁ ଯିବା ପରେ ସାଉଥକୋ, ଓ୍ବେସ୍କୋ ଓ ନେସ୍କୋ ଗ୍ରୀଡ୍କୋ ଅଧୀନରେ ରହି ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି)ଙ୍କ ନିର୍ଦ୍ଦେଶରେ ୩ ଜଣ ଅସ୍ଥାୟୀ ଅଥରାଇଜ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିଲା।…
ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିଛି। ଆସନ୍ତା ୬ ଓ ୭ ତାରିଖରେ ପାଗରେ ପରିବର୍ତ୍ତନ…
ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ
ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ ବ୍ୟବସାୟୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ…

