ମେଟ୍ରୋ

କୋମାରେ ପ୍ରି-ପେଡ୍‌, ପିଙ୍କ୍‌ ଅଟୋ ସେବା

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲିଟିଛି ପବ୍ଲିକ୍‌ ଟ୍ରାନ୍ସପୋର୍ଟ ବା ସାଧାରଣ ପରିବହନ ବ୍ୟବସ୍ଥା। ନିଜ ଗାଡ଼ି ଧରି ଯିବା ଅପେକ୍ଷା ଲୋକେ ବସ୍‌ କିମ୍ବା ଅଟୋ ଭଳି...

ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ରେନ, ଷ୍ଟେଶନ ଓ କାର୍ଯ୍ୟାଳୟ ପରିସରରେ ଏକକ ବ୍ୟବହୃତ...

ଗୁରୁଙ୍କ ଗୁରୁ ଥିଲେ କେଳୁଚରଣ

ଭୁବନେଶ୍ୱର ୧୨।୯(ବ୍ୟୁରୋ): ଗୁରୁ କେଳୁଚରଣ ମହାପାତ୍ର କେବଳ ଓଡ଼ିଶାର ନୁହେଁ, ଭାରତର ସାଂସ୍କୃତିକ ପରିମଣ୍ଡଳର ଜଣେ ପ୍ରଭାବବନ୍ତ ବ୍ୟକ୍ତିତ୍ୱ ଥିଲେ। ସେ ଗୁରୁ ନଥିଲେ, ସେ ଥିଲେ ଗୁରୁମାନଙ୍କ ଗୁରୁ। ଗୁରୁଜୀ ନିଜର ଯେତିକି ଶିଷ୍ୟ ସୃଷ୍ଟି କରିଯାଇଛନ୍ତି ଆଜି...

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟ୍‌ କରି ନେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଏ...

ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର

ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ ପଢୁଛନ୍ତି ମାତ୍ର ୧୧ ଛାତ୍ରୀଛାତ୍ର। ହଷ୍ଟେଲ ସୁବିଧା ନ ଥିବାରୁ ଏଠାରୁ ଅଭିଭାବକମାନେ...

ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍‌ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ ତିଆରି ହେଉଥିବା ଜାଲ୍‌ ସାର୍ଟିଫିକେଟ ପାଖରେ। ଖୋଳତାଡ଼ ପରେ ନଜରକୁ ଆସିଲା ପ୍ରକୃତ...

ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍‌ କରିବା ଦିଗରେ...

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ  ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨...

ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ୧୨ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି ଜିଲାକୁ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନୁଗୋଳ,...

କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍‌। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍‌ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମଙ୍ଗଳବାର କମିଶନରେଟ ପୋଲିସ...

କମିଶନ୍‌ରେଟ ପୋଲିସର ଅଭିନବ ଟ୍ରାଫିକ ସଚେତନତା: ଜରିମାନା ନେଲେ, ହେଲ୍‌ମେଟ ଦେଲେ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଜରିମାନାକୁ ନେଇ ଶନିବାର ଭୁବନେଶ୍ୱରରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜ୍ୟ ସରକାର ଟ୍ରାଫିକ ନିୟମକୁ ୩ ମାସ ପାଇଁ କୋହଳ କରିଛନ୍ତି। ବିନା ପୂର୍ବ ପ୍ରସ୍ତୁତି ଓ ଆବଶ୍ୟକ ବ୍ୟବସ୍ଥା ନ ଥାଇ ନୂଆ ମୋଟର ଯାନ ଆଇନ-୨୦୧୯ ଲାଗୁକୁ...

ଦୁଇ ରୋଡ୍‌ ରୋମିଓଙ୍କୁ ସାବାଡ୍‌ କରିବା ଘଟଣା: ସାହସୀ ବେବିନାଙ୍କୁ ପୁରସ୍କୃତ କଲେ ପୋଲିସ କମିଶନର

ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍‌ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍‌ଉଠ୍‌ କରି ସାବଡ୍‌ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ସହ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri