ଆର୍ଥିକ ଅନିୟମିତତା; ୩ ସରପଞ୍ଚ ନିଲମ୍ବିତ
ଭୁବନେଶ୍ୱର,୫।୧(ବ୍ୟୁରୋ)-ଆର୍ଥିକ ଅନିୟମିତତା ଏବଂ ଦୀର୍ଘଦିନ ଧରି ଅନୁପସ୍ଥିତ ରହିବା କାରଣରୁ ରାଜ୍ୟ ସରକାର ଶନିବାର ୩ ଜଣ ସରପଞ୍ଚଙ୍କୁ ନିଲମ୍ବିତ କରିଛନ୍ତି। କେନ୍ଦୁଝର ଜିଲା ହାଟଡିହି ବ୍ଲକ ସୁଲଣା ସରପଞ୍ଚ ଅଲିଭା ପଲେଇ, ବରଗଡ଼ ବ୍ଲକ କଳାପାଣି ସରପଞ୍ଚ କେ.ଭି. ରେଡ୍ଡୀ…
ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ
ପୁରୀ ଅଫିସ, ୫।୧: ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ପୁରୀ ହେବ ଐତିହ୍ୟ ସହର: ଐତିହ୍ୟସ୍ଥଳୀରେ ଲାଗିପାରିନି ନାମଫଳକ
ପୁରୀ ଅଫିସ, ୫।୧: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ପର୍ଯ୍ୟଟନ ଭିତ୍ତିଭୂମି ସଜଡ଼ାଯିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯିବ। ରାସ୍ତାଘାଟଠାରୁ ଆରମ୍ଭ କରି ସବୁଥିରେ ଉନ୍ନତି କରାଯିବ। ଏଥିପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ…
ଜଷ୍ଟିସ୍ ସଞ୍ଜୁ ପଣ୍ଡା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି
କଟକ ଅଫିସ, ୫।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍. ଝାବେରି ଶନିବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ ପଣ୍ଡାଙ୍କ…
କନଜରଭାନସି ଲେନରୁ ହଟିଲା ଜବରଦଖଲ
କଟକ ରୋଡ,୫।୧(ଡି.ଏନ୍.ଏ.): ରାଜଧାନୀର ଅଧିକାଂଶ ଅଞ୍ଚଳରେ କନଜରଭାନସି ଲେନ ଅବରୋଧ ହୋଇଛି। ଫଳରେ ନିୟମିତ ଏଗୁଡିକ ସଫେଇ ହୋଇ ନ ପାରିବା ସହ ସ୍ବେରେଜ ଚାମ୍ବର ସଫା କରିବାରେ ସମସ୍ୟା ଦେଖାଯାଉଛି। ଏ ନେଇ ଓଡ଼ିଶା ଜଳ ଯୋଗାଣ ସ୍ବେରେଜ ବୋର୍ଡକୁ…
ପୌର ଟିକସ ବୃଦ୍ଧି ଲାଗି ମ୍ୟୁନିସିପାଲ ପ୍ରିମିୟର ଲିଗ୍
ଭୁବନେଶ୍ୱର, ୪।୧(ବ୍ୟୁରୋ): ପୌରସଂସ୍ଥା ଗୁଡିକର ରାଜସ୍ବ ବୃଦ୍ଧି ସହିତ ସେଗୁଡିକୁ ଆତ୍ମନିର୍ଭରଶୀଳ କରିବାପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ’ମ୍ୟୁନିସିପାଲ ପ୍ରିମିୟର ଲିଗ୍ (ଏମ୍ପିଏଲ୍) ଆୟୋଜନ ପାଇଁ ସ୍ଥିର ହୋଇଛି। ଅମୃତ ଯୋଜନା ଅନ୍ତର୍ଗତ ସହର ଗୁଡିକରେ କିଭଳି…
ନନ୍ଦନକାନନରେ ହେଲା ପକ୍ଷୀ ଗଣନା
ବାରଙ୍ଗ,୪ା୧(ଡି.ଏନ୍.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ପର୍ଯ୍ୟଟକ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ୍ ଅମୂଲ୍ୟ କୁମାର ପରିଡାଙ୍କ ନେତୃତ୍ୱରେ…
ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି
ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ…
ଏନ୍ପିଆର ପାଇଁ ରାଜ୍ୟର ପ୍ରସ୍ତୁତି
ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରିଥିଲେ। ହେଲେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆରସି)କୁ ବିରୋଧ କରିଥିଲେ। ଏହାକୁ ଓଡ଼ିଶାରେ ଲାଗୁ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ତଳେ ସ୍ପଷ୍ଟ କରିଥିଲେ। ଅନ୍ୟ…
ଫନୀ ମୁକାବିଲା ନେଇ ଓଡ଼ିଶାର ପ୍ରସ୍ତୁତିକୁ ଅମିତ୍ ଶାହାଙ୍କ ପ୍ରଶଂସା
ଭୁବନେଶ୍ୱର,୪ା୧(ବ୍ୟୁରୋ): ଓଡିଶାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ ଜାତିସଂଘ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିବା ବେଳେ କେନ୍ଦ୍ର ସରକାର ମଧ୍ୟ ଓଡିଶାର ପ୍ରସ୍ତୁତି ଉତ୍ତମ ବୋଲି ମାନିଛନ୍ତି। ଫନୀ ବାତ୍ୟା ପରେ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ…
ରାଜ୍ୟ ସାରା କୋହଲା ପାଗ
ଭୁବନେଶ୍ୱର,୪ା୧(ବ୍ୟୁରୋ): ଝିପି ଝିପି ବର୍ଷା, କୋହଲା ପାଗ ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଏକ ଶୀତୁଆ ପରିବେଶ। ଆଗକୁ ବର୍ଷା ଅଧିକ ନ ଥିଲେ ମଧ୍ୟ ପ୍ରବଳ ଥଣ୍ଡା ଦେହ ମୁଣ୍ଡକୁ ଥରାଇ ଦେବ। ଶୁକ୍ରବାର ସକାଳୁ ମେଘ ଢାଙ୍କି ଦେବା…
ଫେବୃୟାରୀ ପ୍ରଥମ ସପ୍ତାହରେ ବିଧାନସଭା
ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରୁ ୨୦୨୦ର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ସଂସଦୀୟ ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଅବଗତ କରାଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପାଇଁ ତଥ୍ୟ ମଗାଯାଇଛି। ଜାନୁୟାରୀ ୨୦ ସୁଦ୍ଧା…

