ମେଟ୍ରୋ

ଆଜି ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ: ବିଦେଶୀଙ୍କ ପାଇଁ ଖୋଲିବ ସ୍ବତନ୍ତ୍ର ପାଠ୍ୟକ୍ରମ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଶନିବାର ୨୧ତମ ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ। ଦେଶର ଏହି ଏକମାତ୍ର ସଂସ୍କୃତି ବିଶ୍ୱବିଦ୍ୟାଳୟକୁ ଇତିମଧ୍ୟରେ ୨୦ବର୍ଷ ଅତିକ୍ରମ କରିସାରିଥିବାବେଳେ ଶିକ୍ଷାର ମାନ ବୃଦ୍ଧି କରିବା ଲାଗି ବିଭିନ୍ନ ପଦକ୍ଷେପ ନିଆଯାଇଛି। ୨୦୧୯-୨୦ ଶିକ୍ଷାବର୍ଷରୁ କେତେକ ନୂତନ…

ସର୍ବସାଧାରଣଙ୍କ ପାଇଁ ୫ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଆସନ୍ତା ୫ତାରିଖରୁ ରାଜଭବନ ଉଦ୍ୟାନ ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ଖୋଲିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅନୁମତି କ୍ରମେ ଜାନୁୟାରୀ ୫ରୁ ୨୦ ତାରିଖ ପର୍ଯ୍ୟନ୍ତ ରବିବାର ଓ ଛୁଟିଦିନରେ ମଧ୍ୟ ଉଦ୍ୟାନ ଖୋଲା ରହିବ। ପ୍ରତ୍ୟହ…

ଜାନୁୟାରୀ ୨୬ରୁ ଆଦିବାସୀ ମେଳା

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆଦିବାସୀ ମେଳା-୨୦୨୦ ଆସନ୍ତା ଜାନୁୟାରୀ ୨୬ରୁ ଫେବୃୟାରୀ ୯ ପର୍ଯ୍ୟନ୍ତ ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ମେଳା ନିମନ୍ତେ ଏ.ଟି.ଏଲ୍‌.ସି…

୧୦ ସୁଦ୍ଧା ସିସିଟିଭି ଇନ୍‌ଷ୍ଟାଲେଶନ ସମ୍ପର୍କିତ ତଥ୍ୟ ଦେବାକୁ ନିର୍ଦ୍ଦେଶ: ରେକର୍ଡିଂ ହେବ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସ୍ବଚ୍ଛ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ବ୍ୟବସ୍ଥା କରୁଛନ୍ତି। ଯେଉଁଠାରେ ସିସିଟିଭି ନ ଥିବ ସେଠାରେ ପରୀକ୍ଷା ହେବ ନାହିଁ। ଏଥିପାଇଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଇନ୍‌ଷ୍ଟାଲେଶନ ସମ୍ପର୍କିତ ତଥ୍ୟ ଚଳିତମାସ…

ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ଶୁକ୍ରବାରଠାରୁ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏଥିପାଇଁ ୨୫ ଟିମ୍‌ ଗଠିତ ହୋଇଛି। ଟିମ୍‌ରେ ବନବିଭାଗ କର୍ମଚାରୀ, ପରିବେଶବିତ୍‌, ବନ୍ୟପ୍ରାଣୀ ବିଶେଷଜ୍ଞ ଓ ସ୍ଥାନୀୟ ସାଧାରଣ ଲୋକଙ୍କୁ ସାମିଲ କରାଯାଇଛି। ପ୍ରାୟ…

୧୬ ନୂତନ ଅଧ୍ୟାପକ ନିଯୁକ୍ତ: ଶିକ୍ଷକତାକୁ ବୃତ୍ତି ନୁହେଁ, ବ୍ରତ ଭାବେ ଗ୍ରହଣ କର; ମନ୍ତ୍ରୀ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ମାର୍ଗଦର୍ଶକ। ତେଣୁ ସେମାନେ ପ୍ରଭାବଶାଳୀ ହେବା ଆବଶ୍ୟକ। ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ବାର୍ଥ ନିମନ୍ତେ ଉପଯୋଗ କରିବାର ମାନସିକତା ରହିଲେ ସଫଳତାର ଶୀର୍ଷରେ ପହଞ୍ଚତ୍ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।…

ଓଡ଼ିଆ ବୋହୂ ଅମିତା ମିସେସ୍‌ ୟୁନିଭର୍ସ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ମିସେସ୍‌ ୟୁନିଭର୍ସ ହୋଇ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଅମିତା ପଣ୍ଡା। ନିକଟରେ ଚୀନ୍‌ରେ ଅନୁଷ୍ଠିତ ୪୨ତମ ମିସେସ୍‌ ୟୁନିଭର୍ସ-୩ ପ୍ରତିଯୋଗିତାରେ ଅମିତା ବିଜୟୀ ହୋଇଛନ୍ତି। ଏହି ପ୍ରତିଯୋଗିତାରେ ୯୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହା ପୂର୍ବରୁ ଅମିତା…

ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ ସମ୍ପୃକ୍ତ ଘରୋଇ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଶ୍ଚିମବଙ୍ଗର ଝୁମ୍ପା…

ଡାକ୍ତର ପରିଚୟ ଦେଇ କାର୍‌ ଲୋନ୍‌ ଆଳରେ ୧୮ ଲକ୍ଷ ଠକେଇ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ କାର ଲୋନ୍‌ ନେବା ଆଳରେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ୧୮ଲକ୍ଷ ଠକେଇ କରିଥିବା ଅଭିଯୁକ୍ତଙ୍କୁ ଶୁକ୍ରବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ କଟକ ଜିଲା ଗୋପାଳପୁର…

ବିଏମ୍‌ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍‌ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍‌ ଓ ପେଟ୍ରୋଲପମ୍ପ ଆଦିରେ ଏହି ଶୌଚାଳୟଗୁଡ଼ିକୁ କାର୍ଯ୍ୟକାରୀ କରାଯାଇଛି। ମାର୍ଚ୍ଚ ଶେଷ ସୁଦ୍ଧା ଭୁବନେଶ୍ୱରର ୨୦ଟି ମୁଖ୍ୟ…

ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ: କଟକରୁ ଅପହୃତା ଉଦ୍ଧାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରେମ ଜାଲରେ ଫସାଇ ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବା ସହ କଟକରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ କୋଚସାହିର ଚିନୁ…

ସିପିଆଇ ପାଳିଲା ମହଙ୍ଗା ମାଡ଼ ଦିବସ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରଥମ ମହିଳା ଶିକ୍ଷାବିତ୍‌ ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମଦିବସକୁ ଶୁକ୍ରବାର ସିପିଆଇ ନାରୀ ସୁରକ୍ଷା ଦିବସ ଭାବେ ପାଳନ କରିଛି। ଏହା ବ୍ୟତୀତ ଏହି ଦିବସକୁ ସିପିଆଇ ମହଙ୍ଗା ମାଡ଼ ଦିବସ ଭାବେ ମଧ୍ୟ ପାଳନ କରିଥିଲା। ଝିପିଝିପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?