ଧାନକିଣାରେ ମହିଳା ଏସ୍ଏଚ୍ଜି ସାମିଲ, ମାର୍କଫେଡ୍ ବିଦା
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବର ୧୦ ସୁଦ୍ଧା ରାଜ୍ୟରେ ୯ ଲକ୍ଷ, ୭୯ ହଜାର ୯୫୮ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୪୭ ଜଣ...
ପଲ୍ୟୁଶନ ଟେଷ୍ଟିଂ ସେଣ୍ଟରରେ ଲାଗିବ ରେଟ୍ ଚାର୍ଟ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ନୂଆ ମୋଟର ଯାନ ଆଇନ ଅନୁଯାୟୀ ଲୋକଙ୍କୁ କିଭଳି ସେମାନଙ୍କ ଗାଡ଼ି ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ସୁବିଧା ଯୋଗାଇ ଦିଆଯାଇପାରିବ ସେନେଇ ମଙ୍ଗଳବାର ପରିବହନ ବିଭାଗ ସଚିବ ଜି. ଶ୍ରୀନିବାସ ଏବଂ ପରିବହନ କମିଶନର ଭିଡିଓ କନଫରେନ୍ସିଂ...
ବଦଳିବ ଯୁକ୍ତ ୩ ପରୀକ୍ଷା ଢାଞ୍ଚା
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ଯୁକ୍ତ ୩ ପରୀକ୍ଷା ଢାଞ୍ଚା ବଦଳିବ। ପ୍ରତିଯୋଗିତାମୂଳକ ପରୀକ୍ଷାକୁ ଦୃଷ୍ଟିରେ ରଖି ସିଲାବସ୍ ମଧ୍ୟ ସେହିପରି ପ୍ରସ୍ତୁତ କରାଯାଇଛି। ସେଥିପାଇଁ ଚଳିତ ବର୍ଷଠାରୁ ନୂଆ ସିଲାବସ୍ ଲାଗୁ ସହ ପରୀକ୍ଷା ପଦ୍ଧତିକୁ ମଧ୍ୟ ପ୍ରତିଯୋଗିତାମୂଳକ ଢାଞ୍ଚାରେ କରିବାକୁ ଉଚ୍ଚଶିକ୍ଷା...
ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ଠିକ୍ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ...
ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ଦେବେ। ଏହାଦ୍ୱାରା ଚାଷୀ ପଞ୍ଜୀକରଣରେ ଜାଲିଆତି ହୋଇପାରିବ ନାହିଁ। ବିଗତ...
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ
ଜଗତ୍ସିଂହପୁର ଅଫିସ, ୧୧-୯:ଜଗତ୍ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଜଗତ୍ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର...
ଛୁଟିଦିନରେ ଖୋଲିବ ଆର୍ଟିଓ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଗତ ୧ ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନେ ସେମାନଙ୍କ ଗାଡ଼ି ସମ୍ବନ୍ଧିତ କାଗଜପତ୍ର ଦେଖାଇ ନ ପାରିବା ଯୋଗୁ ୧୦ ଗୁଣା ଜରିମାନା ଆଦାୟ କରାଗଲା। ଏନେଇ ବିଭିନ୍ନ ପ୍ରକାର ପ୍ରତିବାଦ ଓ...
ଓଏଏସ୍ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ,...
୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା...
ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନ୍ସୁଗାର ଯୋଗାଉଥିବା ସନ୍ତୋଷଙ୍କୁ ଖଣ୍ଡଗିରି ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଗିରଫ...
ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି
ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ । ଆସନ୍ତା ନଭେମ୍ବର ୧୭ ତରିଖରେ ପଞ୍ଜାବ ଲୁଧିଆନାସ୍ଥିତ ଇସ୍କନ ପକ୍ଷରୁ ରଥଯାତ୍ରା...
ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
କଟକ ରୋଡ଼,୧୦।୯(ଡି.ଏନ୍.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ରଞ୍ଜିତ ସାହୁ। ତାଙ୍କ ନିକଟରୁ ୨୦ ଗ୍ରାମ୍...
Archives


