ମେଟ୍ରୋ

ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍‌ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ ଅଣ୍ଟା ଭିଡ଼ିଲାଣି। ଇତିମଧ୍ୟରେ ଏହି ସର୍ବେକ୍ଷଣର ଦୁଇଟି କ୍ବାର୍ଟର ସରି ଫଳାଫଳ ପ୍ରକାଶ ପାଇଛି।…

ପୋଲିସ କମିଶନରଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା: ପ୍ରଶ୍ନ ଉଠାଇଲେ ବିଜେଡି ମୁଖପାତ୍ର

ଭୁବନେଶ୍ୱର, ୪ା୧(ବ୍ୟୁରୋ): କମିଶନରେଟ ପୋଲିସର ୧୨ତମ ପ୍ରତିଷ୍ଠା ଦିବସରେ ଗୁରୁବାର ମହିଳା ଓ ଯୁବତୀଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୪୬ ଜଣ ମହିଳା ଏସ୍‌ପିଓଙ୍କୁ ନିଯୁକ୍ତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଟୁଇନ ସିଟି ପୋଲିସ କମିଶନର ସୁଧାଂଶୁ…

ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛି। ଅଧିକାଂଶ ଟ୍ରେନ ବିଳମ୍ବରେ ଚାଲୁଥିବାବେଳେ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ କେତେକ ଟ୍ରେନ୍‌କୁ…

ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା ୬ଟା…

ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା, ଶାଲିମାର,…

ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ ପ୍ରକାଶ…

ପ୍ରେମ ପାଇଁ ଜୀବନ ହାରିଲେ ଛାତ୍ରୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ (୨୭)। ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ କ୍ରିଷ୍ଣା ଏନ୍‌କ୍ଲେଭ୍‌ରେ ଥିବା ଘରୋଇ ହଷ୍ଟେଲ…

ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର

ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ ଭାଲୁ ଗୁରୁବାର ରାତିରେ ଉଦ୍ଧାର ହୋଇଛି। ରାତି ୮ଟାରେ କ୍ଲବର ଖେଳପଡିଆ ନିକଟସ୍ଥ…

ଆଶାନୁରୂପ ହେଉନି ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍‌ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି ମାସରେ ରାଜ୍ୟରେ ୨୩୮୩ କୋଟି ଟଙ୍କା ଆଦାୟ କରାଯାଇଥିବା ବେଳେ ୨୦୧୮ରେ ୨୩୪୭ କୋଟି…

ଓସ୍କାର ଦୌଡ଼ରେ ଆଉ ଜଣେ ଓଡ଼ିଆଙ୍କ ଚଳଚ୍ଚିତ୍ର: ବିଶ୍ୱ ଦରବାରରେ ଓଡ଼ିଶାକୁ ସଫଳତା

ଭୁବନେଶ୍ୱର,୩ା୧(ବ୍ୟୁରୋ): ନକଲ ତଥା କପି ପେଷ୍ଟ୍‌ର ଟ୍ରେଣ୍ଡ୍‌କୁ ନେଇ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ବିଭିନ୍ନ ସମୟରେ ସମାଲୋଚିତ ହେଉଥିବାବେଳେ ମୌଳିକଧର୍ମୀ ଫିଲ୍ମ ଦେଖିବାକୁ ପାଉ ନ ଥିବାରୁ ଦର୍ଶକ ଧୀରେ ଧୀରେ ଓଡ଼ିଆ ଫିଲ୍ମରୁ ମୁହଁ ଫେରାଇ ନେଉଛନ୍ତି। କ୍ରମାଗତଭାବେ ସିନେମା…

ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍‌ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍‌ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ ହେବ…

ସ୍ମିତାରାଣୀ ମୃତ୍ୟୁ ଘଟଣାକୁ ନେଇ ବର୍ଷିଲା ଭାଜପା

ଭୁବନେଶ୍ୱର,୩ା୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ଅଢ଼େଇ ମାସ ବିତିଥିଲେ ମଧ୍ୟ ଏହି ଘଟଣାର ରହସ୍ୟ ପର୍ଦ୍ଦାଫାଶ ହୋଇନାହିଁ। ପୂର୍ବରୁ ଏହି ହତ୍ୟା ଘଟଣାରେ ଯାଜପୁର ଏସ୍‌ପି ସ୍ମିତାରାଣୀଙ୍କୁ ଚରିତ୍ରହୀନ ଦର୍ଶାଇ ଘଟଣାକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?