ମେଟ୍ରୋ

ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ ହଜାରେରୁ ଅଧିକ ସଦସ୍ୟ ସାମିଲ ଅଛନ୍ତି। ଅନୁଗୋଳର ସାତକୋଶିଆରେ ୧୦ଟି ଟିମ୍‌ ନିୟୋଜିତ କରାଯାଇଛି।…

କାଳିଆ ଯୋଜନାରେ ଠକେଇ: ମୁଖ୍ୟ ବିଚାରପତିଙ୍କୁ ପତ୍ର ଲେଖିଲେ ଅକ୍ଷୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଚାଷୀଙ୍କ ଜୀବିକା ସୁରକ୍ଷା ସକାଶେ ରବି ଏବଂ ଖରିଫ ଋତୁରେ ସରକାର ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ସରକାର ଏହି ପ୍ରତିଶ୍ରୁତି ପୂରଣରେ ଖିଲାପ କରିଥିବା ଦର୍ଶାଇ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସଂଯୋଜକ…

ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ହେଲେ ନିରଞ୍ଜନ ସେଠୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ନିରଞ୍ଜନ ସେଠୀଙ୍କୁ ପଦୋନ୍ନତି ମିଳିଛି। ନିରଞ୍ଜନ ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଅନେକ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଲୋକ…

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅବ୍ୟବସ୍ଥା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩ା୧(ବ୍ୟୁରୋ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ବୁଧବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରି…

ବୌଦ୍ଧକୁ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଭେଟି: ଘୋଷଣା କଲେ ୧୧୪ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୌଦ୍ଧ ମହୋତ୍ସବର ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାର ସାମଗ୍ରିକ ଉନ୍ନତି ପାଇଁ ପ୍ରାୟ ୧୧୪ କୋଟି ଟଙ୍କା ବ୍ୟୟରେ ୨୭ ପ୍ରକଳ୍ପ ମଧ୍ୟ ଶୁଭାରମ୍ଭ କରିଛନ୍ତି। ବୌଦ୍ଧ…

ରୋଡ୍‌ରୋମିଓଙ୍କୁ ଧରିବେ ମହିଳା ଏସ୍‌ପିଓ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମହିଳାଙ୍କ ସୁରକ୍ଷା ଓ ସଶକ୍ତୀକରଣ ଦିଗରେ ବଡ଼ ପଦକ୍ଷେପ ନେଇଛି କମିଶନରେଟ ପୋଲିସ। ଗୁରୁବାର ଦ୍ୱାଦଶ ପ୍ରତିଷ୍ଠା ଦିବସରେ ଗଠନ ହୋଇଛି ସ୍ବତନ୍ତ୍ର ପୋଲିସ ଅଫିସର (ଏସ୍‌ପିଓ) ଟିମ୍‌। କମିଶନରେଟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଉତ୍ସବରେ ୨୪୬ଜଣ ଯୁବତୀ ଓ…

ରଦ୍ଦ ହେବ ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସ: ଉଲ୍ଲଂଘନକାରୀଙ୍କୁ ରାଜପଥରେ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମଦ୍ୟପାନ କରି ଗାଡି ଚଳାଇଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଲାଇସେନ୍ସ ରଦ୍ଦ ହେବା ସହ ଚାଳକଙ୍କୁ ଜେଲ ଯିବାକୁ ପଡିବ। ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସକୁ ତୁରନ୍ତ ରଦ୍ଦ କରିବାକୁ ରାଜ୍ୟ ସରକାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

କୃଷି ଉତ୍ପାଦନ ପାଇଁ ଓଡ଼ିଶାକୁ ପ୍ରଶଂସା ପୁରସ୍କାର

ଭୁବନେଶ୍ୱର,୩ା୧(ବ୍ୟୁରୋ):କୃଷି କ୍ଷେତ୍ରରେ ଓଡିଶା ପୁଣି ଥରେ ଉତ୍କର୍ଷ ଲାଭ କରିଛି। ରାଜ୍ୟର କୃଷି ଉତ୍ପାଦନ ବୃଦ୍ଧିକୁ ମିଳିଛି ଜାତୀୟ ସ୍ବୀକୃତି। ୨୦୧୬-୧୭ ଆର୍ଥିକବର୍ଷରେ ସମୁଦାୟ ଅଧିକ ଶସ୍ୟ ଉତ୍ପାଦନ ପାଇଁ ରାଜ୍ୟକୁ ମିଳିଛି କେନ୍ଦ୍ର ପକ୍ଷରୁ ପ୍ରଶଂସା ପୁରସ୍କାର (କମେନ୍‌ଡେଶନ ଆଓ୍ବାର୍ଡ)।…

ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରୋଲ ରୁମ୍‌ : ଡିଜିପି

ଭୁବନେଶ୍ୱର, ୨ା୧(ବ୍ୟୁରୋ): ତ୍ୱରିତ ଓ ସମନ୍ବିତ ସେବା ଯୋଗାଇବା ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥିପାଇଁ କଟକ ଓ ଭୁବନେଶ୍ୱର ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରାଲ ରୁମ୍‌। ଏହା ଲୋକଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇବାରେ ସହାୟକ…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶିଶୁକନ୍ୟା ଉଦ୍ଧାର

ପୁରୀ ଅଫିସ, ୨ା୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଡିଜିଟାଲ ଓ କମ୍ପ୍ୟୁଟର ଯୁଗରେ ବି କନ୍ୟାସନ୍ତାନଙ୍କୁ ନେଇ ଲୋକଙ୍କ ମଧ୍ୟରେ ରହିଥିବା ଭ୍ରାନ୍ତ ଧାରଣା ଦୂର ହୋଇ ପାରି ନ…

ଫେରିଯିବ ସୁନ୍ଦରୀ, ଏନ୍‌ଟିସିଏକୁ ରାଜ୍ୟ ସରକାର ଲେଖିଲେ ଚିଠି

ଭୁବନେଶ୍ୱର,୨।୧(ବ୍ୟୁରୋ): ଏନ୍‌ଟିସିଏର ନିର୍ଦ୍ଦେଶ ପରେ ବାଘୁଣୀ ସୁନ୍ଦରୀ ଏବେ ଫେରିଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟପ୍ରଦେଶ ସରକାରଙ୍କୁ ଚିଠି ଲେଖାଯାଇଛି। ସୁବିଧା ଦେଖି ଯେକୌଣସି ସମୟରେ ମଧ୍ୟପ୍ରଦେଶ ସରକାର ସୁନ୍ଦରୀକୁ ଫେରାଇ ନେବେ ବୋଲି ଚିଫ୍‌ ଓ୍ବାଇଲ୍ଡ ଲାଇଫ୍‌ ଓ୍ବାଡେନ୍‌…

ମୋବାଇଲରେ ଗପି ଗାଡ଼ି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨।୧(ବ୍ୟୁରୋ): ଏଣିକି ମୋବାଇଲରେ ଗପି ଗାଡ଼ି ଚଲାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ। ସଡ଼କ ନିରାପତ୍ତାକୁ ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ପରିବହନ କମିଶନର ବୁଧବାର ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?