ମେଟ୍ରୋ

ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ ପୁଇଁତଲା ଯାଏ ସିସିଟିଭିି ଲାଗିବ। ଜାତୀୟ ରାଜପଥର ୫୨ କିମି ପର୍ଯ୍ୟନ୍ତ ସିସିଟିଭି ଲଗାଇବାକୁ…

ବରିଷ୍ଠ ଅଫିସରସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଫିସରସ୍ତରରେ ଗୁରୁବାର ଅଦଳବଦଳ କରାଯାଇଛି। ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜସ୍ବ ସଚିବ ଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌…

ଗଠନ ହେଲା କମିଶନରେଟ୍‌ ପୋଲିସର ଏସ୍‌ପିଓ ଟିମ୍‌: ପୋଲିସଙ୍କ ଭଳି ମିଳିବ କ୍ଷମତା, ଅଭିଯୁକ୍ତଙ୍କୁ ଗିରଫ କରିପାରିବେ

ଭୁବନେଶ୍ୱର,୨।୧(ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ୟୁନିଟର ଶୁଭାରମ୍ଭ କରାଯାଇଛି। ଗୁରୁବାର କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ପାଳନ…

କମିଶନରେଟ୍‌ ପୋଲିସ ମୁଖ୍ୟାଳୟ ହେବ ‘ପୋଲିସ ସେବା ଭବନ’: ଏବେଠୁ ‘ଆମ ପୋଲିସ-ଆମ ସୁରକ୍ଷା’

ଭୁବନେଶ୍ୱର,୨।୧(ବ୍ୟୁରୋ): କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ଗୁରୁବାର ଓଏସ୍‌ଏସ୍‌ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ପାଳନ କରାଯାଉଛି। ଏହି ଅବସରରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବଡ଼ ଘୋଷଣା କରିଛନ୍ତି। କମିଶନରେଟ ପୋଲିସ ମୁଖ୍ୟାଳୟର ନାମ ବଦଳି ପୋଲିସ ସେବା ଭବନ…

ଓଡ଼ିଶାର ଇ-ଗେଜେଟ୍‌ ପୋର୍ଟାଲ ଉଦ୍‌ଘାଟିତ: ବ୍ୟବସ୍ଥାର ପୂର୍ଣ୍ଣ ବିନିଯୋଗ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ରାଜ୍ୟରେ ୫ମ ଥର ପାଇଁ ବିଜେଡି ନେତୃତ୍ୱାଧୀନ ସରକାର ଶାସନ କ୍ଷମତାକୁ ଫେରିବାପରେ ବିଭିନ୍ନ ପ୍ରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଦୁର୍ନୀତି ବିରୋଧରେ ସରକାର ଏକ ପ୍ରକାର ମିଶନ ଆରମ୍ଭ କରିଦେଇଛନ୍ତି। ସେହିକ୍ରମରେ ବର୍ତ୍ତମାନ ସରକାରୀ…

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨ା୧(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ୩ ଜିଲାରେ ପ୍ରବଳ ବର୍ଷିବ ଏବଂ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ବର…

ଭୁବନେଶ୍ୱରରେ ଲାଗିବ ଡପ୍‌ଲାର ରାଡାର

ଭୁବନେଶ୍ୱର,୨ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବିଶେଷ କରି ସହରାଞ୍ଚଳ ଜଳବାୟୁ ପରିବର୍ତ୍ତନ ଚିନ୍ତା ବଢାଇଲାଣି। ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ଦେଶର ୫ ସହରରେ ଡପ୍‌ଲାର ରାଡାର ଲଗାଇବାକୁ ଭାରତୀୟ…

ଏଣିକି ତତ୍‌କ୍ଷଣାତ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ ଆବେଦନ କରିବାକୁ ଆଗକୁ ଆଉ ଘଣ୍ଟାଘଣ୍ଟା ଧରି ଧାଡ଼ିରେ ଆର୍‌ଟିଓ କାର୍ଯ୍ୟାଳୟରେ ଠିଆ ହେବାକୁ ପଡ଼ିବ ନାହିଁ। ଏଣିକି ଅନ୍‌ଲାଇନରେ ଆବେଦନ କରି ତତ୍‌କ୍ଷଣାତ୍‌ ଟେଷ୍ଟ ଦେଇ ଲର୍ନିଂ ଲାଇସେନ୍ସ ହାସଲ କରିହେବ। ଲାଇସେନ୍ସ ଆବେଦନକାରୀଙ୍କୁ…

ଭତ୍ତା ପାଇଁ ଏପ୍ରିଲରୁ ଆଧାର ଜରୁରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ପାଇବାକୁ ଓ ଧାନ ବିକିବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏବେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ଏବଂ ମଧୁବାବୁ ପେନ୍‌ସନ ଯୋଜନା(ଏମ୍‌ବିପିୱାଇ)ରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମଧ୍ୟ ଆଧାର…

ନାରୀ ସୁରକ୍ଷା ଉପରେ ଫୋକସ: ଆଜି ଦାୟିତ୍ୱ ନେବେ ୩୦୦ ମହିଳା ଏସ୍‌ପିଓ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଏଣିକି ରାଜଧାନୀରେ ମହିଳାଙ୍କୁ ସୁରକ୍ଷା ଦେବେ ମହିଳା। ଦିନକୁ ଦିନ ବଢୁଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ଗଠନ କରାଯାଇଛି। ତେବେ ଗୁରୁବାର ଏହି ଏସ୍‌ପିଓମାନେ ଦାୟିତ୍ୱ…

‘ଥିଲେ ଦିଅ, ନଥିଲେ ନିଅ’

ଭୁବନେଶ୍ୱର,୨ା୧(ବ୍ୟୁରୋ): ଶୀତ ଆନ୍ଦୋଳନର ପ୍ରବର୍ତ୍ତକ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ଉଡ୍ର ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ବାପୁଜୀ ନଗରସ୍ଥିତ ପ୍ୟାରିସ୍‌ ବେକେରି ଆଉଟ୍‌ଲେଟ୍‌ରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ ହୋଇଛି। ‘ଥିଲେ ଦିଅ, ନ ଥିଲେ ନିଅ’…

ଟ୍ରକ ଧକ୍କାରେ ଅଟୋ ଚାଳକ ମୃତ

ବାଲିଅନ୍ତା,୨ା୧(ଡି.ଏନ୍‌.ଏ): ନୂଆବର୍ଷ ଲାଗି ଚାରିଆଡ଼େ ଉତ୍ସବର ମାହୋଲ ଚାଲିଥିବାବେଳେ ବାଲିଅନ୍ତା ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲିଅନ୍ତା- ଭିଙ୍ଗାରପୁର ରାସ୍ତାର ବେଣୁପୁର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଭୋର ୪ଟାରେ ଏକ ଟ୍ରକ ଧକ୍କାରେ ଜଣେ ଅଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?