ମେଟ୍ରୋ

ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ ଲକ୍ଷାଧିକ…

ସଂଘର୍ଷର ସନ୍ତକ ଦେଲା ‘୧୯’

କଟକ ଅଫିସ, ୧-୧:ପିଲାଟି ବେଳୁ ସଂଘର୍ଷ କଲି। ସଂଘର୍ଷ ମୋ’ ପିଛା ଛାଡ଼ିନି କି କେବେ ସଂଘର୍ଷମୟ ଜୀବନ ବଞ୍ଚିବାକୁ ମୁଁ ଡରିନି। ବର୍ଷବର୍ଷ ଧରି ଗରିବ, ନିରାଶ୍ରୟ ଲୋକଙ୍କ ପାଇଁ କାମ କରିଥିଲି। ହେଲେ ଏଇ ୨୦୧୯ ହିଁ ମୋ…

ଜ୍ଞାନ ଆହରଣର ପୀଠ ସୂଚନା ଭବନ ପାଠାଗାର

ଭୁବନେଶ୍ୱର, ୧-୧(ବ୍ୟୁରୋ):ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପରିଚାଳିତ ସୂଚନା ଭବନରେ ଥିବା ପାଠାଗାର ୧୯୭୬ ଅଗଷ୍ଟ ୧୫ରେ ପ୍ରତିଷ୍ଠା ହୋଇଥିଲା। ସ୍ବଳ୍ପ ସଂଖ୍ୟକ ପୁସ୍ତକକୁ ନେଇ ଆରମ୍ଭ ହୋଇଥିବା ଏହି ପାଠାଗାର କାଳକ୍ରମେ ରାଜଧାନୀ ତଥା ଏହାର ଆଖପାଖ ଅଞ୍ଚଳର…

ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଦୋକାନ ଖୋଲାକୁ ବିରୋଧ: ମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର,୧-୧(ବ୍ୟୁରୋ):ଜିରୋ ଆଓ୍ବାର ସେଲିବ୍ରେଶନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୧ଟା ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକ, ଭୁବନେଶ୍ୱର ଓ ପୁରୀ ପୌରାଞ୍ଚଳ ପାଇଁ ଏହି ନିର୍ଦ୍ଦେଶ ରହିଥିଲା। ଏହାକୁ ଛାତ୍ର କଂଗ୍ରେସ…

ପ୍ରତି ବ୍ଲକରେ ପ୍ରତିଷ୍ଠା ହେବ କମ୍ୟୁନିଟି ରେଡିଓ

ଭୁବନେଶ୍ୱର, ୧-୧(ବ୍ୟୁରୋ): ଓଡ଼ିଶାର ପ୍ରତି ବ୍ଲକରେ କମ୍ୟୁନିଟି ରେଡିଓ ସ୍ଥାପନ କରିବା ଲକ୍ଷ୍ୟରେ ମଙ୍ଗଳବାର ଆରମ୍ଭ ହୋଇଛି ମିଶନ୍‌ ସି.ଆର୍‌. ୩୧୪। ଆକ୍ସନଏଡ୍‌ ସହଯୋଗରେ ୟଙ୍ଗ ଇଣ୍ଡିଆ, ନମସ୍କାର କମ୍ୟୁନିଟି ମିଡିଆ ନେଟ୍‌ୱର୍କ ଓ ଓଡ଼ିଶା ଗୋଷ୍ଠୀ ବେତାର ମହାସଂଘ ପକ୍ଷରୁ…

ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ସମାରୋହରେ…

ଅତିରିକ୍ତ ପୋଲିସ କମିଶନର ହେଲେ ଅନୁପ ସାହୁ

ଭୁବନେଶ୍ୱର,୧-୧(ବ୍ୟୁରୋ): ପଦୋନ୍ନତି ପାଇଥିବା ୫ ଆଇପିଏସ୍‌ ଅଫିସରଙ୍କୁ ନୂଆ ପଦ ମିଳିଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟଙ୍କୁ ଜେଲ ବିଭାଗର ଡିଜି ଭାବେ ନିଯୁକ୍ତି ମିଳିଛି। ଲ ଆଣ୍ଡ୍‌ ଅର୍ଡର ଦାୟିତ୍ୱରେ ଥିବା…

ଭାଜପା ରାଜ୍ୟ ସଭାପତି ଚୟନ ପ୍ରସଙ୍ଗ:ଗୋଟିଏ ନାମରେ ସହମତି ଲାଗି ପ୍ରଚେଷ୍ଟା

ଭୁବନେଶ୍ୱର, ୧-୧(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି। ମଣ୍ଡଳ ସଭାପତି ଚୟନଠାରୁ ଆରମ୍ଭ କରି ଜିଲା ସଭାପତି ପର୍ଯ୍ୟନ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବାକୁ ବସିଛି। ଏହାସହ ରାଜ୍ୟ ପରିଷଦ ସଦସ୍ୟ ମଧ୍ୟ ଚୟନ ସରିଛି। ଜିଲା ସଭାପତି ଏବଂ…

ସବୁ ବଡ଼ ସହରରେ ସୁରକ୍ଷା କଡ଼ାକଡି: ଡିଜିପି

କଟକ ଅଫିସ,୧-୧:୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ…

ଆଜିଠୁ ୪ ଦିନ ବର୍ଷା

ଭୁବନେଶ୍ୱର, ୧-୧(ବ୍ୟୁରୋ):ନୂଆବର୍ଷ ଆରମ୍ଭରେ ଭିଜିବ ଓଡ଼ିଶା। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ନୂଆବର୍ଷର ପ୍ରଥମ ଦିନରେ ବରଗଡ଼, ନୂଆପଡ଼ା, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ ଆଦି…

ଆଇଏଏସ୍‌ ଅଫିସର ବିଜୟଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର, ୧-୧(ବ୍ୟୁରୋ):ବିଲ୍‌ ପାସ୍‌ କରିବାକୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ମଙ୍ଗଳବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଉଭୟ ପକ୍ଷରୁ ଯୁକ୍ତି ଶୁଣିବା ପରେ ବିଚାରପତି…

ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ସରିଲା: ବଦଳୁଛି ମନ୍ଦିର ପାରିପାର୍ଶ୍ୱିକ ପରିବେଶ, ଜୋର୍‌ସୋର୍‌ରେ ଚାଲିଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ)- ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ପ୍ରାୟତଃ ସରି ଆସିଛି। ଏପଟେ ଆରମ୍ଭ ହୋଇଯାଇଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ପୁରୁଣା ମାର୍କେଟ କମ୍ପ୍ଲେକ୍ସ ସ୍ଥାନ ଓ ଭଜନ ମଣ୍ଡପ ସ୍ଥାନକୁ ଏକାକାର କରାଯିବାପରେ ମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକରଣକୁ ଆହୁରି ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?