ମେଟ୍ରୋ

ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ୍‌ ରାଲି: ୨୫ ଜଣଙ୍କ ନାମରେ ଚାଲାଣ କାଟିଲା ପୋଲିସ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ)- ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ ରାଲି ମହଙ୍ଗା ପଡ଼ିଛି। କମିଶନରେଟ ପୋଲିସ ସିସି ଟିଭି ଫୁଟେଜକୁ ଯାଞ୍ଚ କରି ପ୍ରାଥମିକ ପର୍ଯ୍ୟାୟରେ ୨୫ଜଣ ବାଇକ ଚାଳକଙ୍କ ଉପରେ ଜରିମାନା କରିିଛି। ୧ହଜାର ଟଙ୍କା ହିସାବରେ ମୋଟ…

ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ନୂଆବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ଦଳୀୟ କର୍ମୀ ଏବଂ…

ଶୋଭାରାମପୁର ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବା ଘଟଣା: ସୋମବାର ଚାଲିଲା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ବାଲେଶ୍ୱର ଶୋଭାରାମପୁରଠାରେ ରେଳ ଟ୍ରାକ୍‌ ଉପରେ ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବାରୁ ରବିବାର ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନ୍‌ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ ହେତୁ ବିଭିନ୍ନ ଷ୍ଟେଶନରେ ଯାତ୍ରୀ ଭିଡ଼ ଜମିଥିଲା। ସୋମବାର…

ଘରୋଇ ସଂସ୍ଥାକୁ ସେସୁ ପରିଚାଳନା ଦାୟିତ୍ୱକୁ ବିରୋଧ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ବିଦ୍ୟୁତ୍‌ ବିତରଣ ପରିଚାଳନା ସଂସ୍ଥା ସେସୁକୁ ଏକ ଘରୋଇ କମ୍ପାନୀକୁ ବିକ୍ରି କରିବାକୁ ସିପିଆଇଏମ ଘୋର୍‌ ବିରୋଧ କରିଛି। ଏନେଇ ଦଳ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଦିଆଯାଇଛି। ସିପିଆଇଏମର ବରିଷ୍ଠ ନେତା…

୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରଦୀପ କୁମାର ଜାଲିଙ୍କୁ ଭୁବନେଶ୍ୱର ବାଣିଜ୍ୟ ଓ ପରିବହନ ବିଭାଗକୁ ନିଯୁକ୍ତ ଦିଆଯିବା ସହ ରୋଡ୍‌ ସେଫ୍ଟି…

ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୧ ବର୍ଷ ବୟସ ହୋଇଥିଲା। ଖରିଆର ରୋଡ୍‌ସ୍ଥିତ ବାସଭବନରେ ପରଲୋକ ହୋଇଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ୪ ଏପ୍ରିଲ…

ପୁଣି ଘୁଞ୍ଚିଲା ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଙ୍ଗ: ଫେବୃୟାରୀରେ ଆରମ୍ଭ ହେବ କାମ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ହେବାକୁ ଥିବା ରନ୍‌ଓ୍ବେ ରିକାର୍ପେଟିଙ୍ଗ କାର୍ଯ୍ୟ ଆହୁରି ଦୁଇ ମାସ ଘୁଞ୍ଚତ୍ଲା। ପୂର୍ବରୁ ନଭେମ୍ବର ୧ରୁ ଘୁଞ୍ଚତ୍ ୧ ଡିସେମ୍ବରରେ ହେବାକୁ ଥିଲା। ଏବେ ଏହି ରିକାର୍ପେଟିଙ୍ଗ୍‌ କାର୍ଯ୍ୟ ଆସନ୍ତା…

ସିଏଜି ରିପୋର୍ଟ ଦର୍ଶାଇଲା ଅନିୟମିତତା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ୨୦୧୪ରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରଠାରୁ ଅନେକ ଯୋଜନା ଆରମ୍ଭ କରିଛନ୍ତି। ଯୋଜନାର ସଫଳତା ନେଇ ମଧ୍ୟ ପ୍ରଚାର ଜୋରସୋର କରୁଛନ୍ତି। କରଦାତାଙ୍କ ଅର୍ଥକୁ ବ୍ୟବହାର କରି କେନ୍ଦ୍ର ଯୋଜନାର ପ୍ରଚାର ପାଇଁ ବ୍ୟାପକ ଟଙ୍କା…

ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ ଉତ୍ସର୍ଗ…

ସହର ପ୍ରଦୂଷଣ: କଠୋର ହେଲେ ଏନ୍‌ଜିଟି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଦେଶର ବଡ଼ ବଡ଼ ସହରରେ ମାତ୍ରାଧିକ ପ୍ରଦୂଷଣ ଚିନ୍ତା ବଢ଼ାଇଲାଣି। ବାୟୁ, ଜଳ, ମାଟି ଭୟଙ୍କର ଭାବେ ପ୍ରଦୂଷିତ ହେବାରେ ଲାଗିଛି। ଯାନବାହନ ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ଯୋଗୁ ପରିବେଶ ବିଗିଡିବାରେ ଲାଗିଛି। ନିକଟରେ ଦିଲ୍ଲୀରେ ହୋଇଥିବା…

ପୁରୀ ଉନ୍ନତୀକରଣ ପଛର କାହାଣୀ କହିଲେ ପାଣ୍ଡିଆନ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୁରୀ ଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ମନ୍ଦିର ଚତୁର୍ପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଘର ଏବଂ ଦୋକାନ ଉଚ୍ଛେଦ କରାଯାଉଛି। ତେବେ ହଠାତ୍‌ କାହିଁକି ପୁରୀ ପାଇଁ ଏତେ ବଡ ଘୋଷଣା…

ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର ଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?