ଦିଲ୍ଲୀ ପ୍ରଦୂଷଣକୁ ନେଇ ଫିଲ୍ମ ହେବ
ଭୁବନେଶ୍ୱର,୭ା୯(ବ୍ୟୁରୋ): ପରିବେଶ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ ଚିନ୍ତା ଏବେ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଏକ ଗମ୍ଭୀର ସମମ୍ୟାର ସମାଧାନ ଦିଗରେ ସ୍ବର ଉତ୍ତୋଳନ କରିବାକୁ ଏକାଠି ହୋଇଛନ୍ତି ଅନ୍ତର୍ଜାତୀୟସ୍ତରୀୟ ଖ୍ୟାତନାମା ଚଳଚ୍ଚିତ୍ର ନିର୍ମାତା...
ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ
ଭୁବନେଶ୍ୱର/ କଟକ ଅଫିସ୍, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରେଳ ଷ୍ଟେଶନକୁ ନିଆଯାଇଥିଲା। ସେଠାରୁ ସେମାନେ ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା...
ଟ୍ରାଫିକ ସମନ୍ବୟ ବୈଠକ: ଜାତୀୟ ରାଜପଥରେ ଲେନ୍ ବ୍ୟବସ୍ଥା ହେବ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାସ୍ତା ସମସ୍ୟା ଓ ଟ୍ରାଫିକ୍ ବ୍ୟବସ୍ଥା ସୁଧାରିବା ନିମନ୍ତେ ଶୁକ୍ରବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସିପି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟତଃ ଜାତୀୟ ରାଜପଥରେ ଟ୍ରାଫିକ ବ୍ୟବସ୍ଥା ସୁଧାରିବା ନେଇ...
ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରୁ ବୃଷଭ ମୂର୍ତ୍ତି ଗାଏବ ପ୍ରସଙ୍ଗ: ପୁଣି ସ୍ଥାପନ ପାଇଁ ଗଣାଯାଉଛି ଦିନ
ପୁରୁଣା ଭୁବନେଶ୍ୱର,୭ା୯(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡିକରେ ଥିବା ପୁରାତନ କୀର୍ତ୍ତିରାଜିଗୁଡ଼ିକର ଅବକ୍ଷୟ ହେଉଛି। ଏଭଳି ଏକ ଘଟଣା ମାସକ ତଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଥିଲା, ଯାହାକୁ ଅଦ୍ୟାବଧି ଏଏସଆଇ ସମ୍ପୂର୍ଣ୍ଣ କରି ନ ପାରିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି। ଶ୍ରୀଲିଙ୍ଗରାଜ...
ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ
ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ ଏହି ଆଇନ ଅନୁଯାୟୀ, ଜଣେ ଗାଡ଼ି ଚାଳକ ମଦ ପିଇ ଗାଡ଼ି ଚଲାଉଥିଲେ...
ଘଟଣାସ୍ଥଳରେ ଚାଲାଣ କଟାଯାଇପାରିବନି
ଭୁବନେଶ୍ୱର, ୭ା୯(ବ୍ୟୁରୋ): ସରକାରଙ୍କ ନୂଆ ମୋଟରଯାନ ଆଇନ୍-୨୦୧୯ ସେପ୍ଟେମ୍ବର ୧ରୁ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କ ମଧ୍ୟରେ ଛନକା ପଶିଛି। ଆର୍ଟିଓ ଏବଂ ଟ୍ରାଫିକ ପୋଲିସ ମନ ଇଚ୍ଛା ବିଭିନ୍ନ ନିୟମ ଉଲ୍ଲଂଘନ ଦେଖାଇ ଫାଇନ୍ କାଟୁଛି। କିନ୍ତୁ...
ନିଦ ହଜାଉଛି ଜରିମାନା
ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ ୮୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ ସହ ୧ ନମ୍ବର ସ୍ଥାନରେ ରହି...
ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍ ମଙ୍ଗ୍କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆର୍ଯ୍ୟଭଟ୍ଟ ଟ୍ରଷ୍ଟ ଓ କଳିଙ୍ଗ ଇଣ୍ଟରନ୍ୟାଶନାଲ ୟୁଥ ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ...
ଚମତ୍କାର କଲା ଭାଓଲିନ୍-ବଂଶୀ-ମାଣ୍ଡୋଲିନ୍
ଭୁବନେଶ୍ୱର ୭ା୯(ବ୍ୟୁରୋ): ଭାଓଲିନ୍, ବଂଶୀ ଓ ମାଣ୍ଡୋଲିନ୍ର ସମନ୍ବୟ ସୃଷ୍ଟି କରିଥିଲା ଏକ ନିଆରା ପରିବେଶ। ପ୍ରଥମଥର ପାଇଁ ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତର ଧୂନ୍ରେ ମଜିଥିଲେ ସବୁ ବର୍ଗ ଓ ସବୁ ବୟସର ଶ୍ରୋତା। ଦେଶର ଖ୍ୟାତାନାମା ଯୁବ ବାଦ୍ୟଶିଳ୍ପୀମାନେ...
ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍ସିବି ଯିବେ
ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍ମିଟ୍ ପରେ ସେମାନେ ଏମ୍ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ...
ନୂଆ ମୋଟର ଯାନ ଆଇନକୁ ନାପସନ୍ଦ କଲେ ମନ୍ତ୍ରୀ: କହିଲେ ‘ଲୋକଙ୍କୁ ସତର୍କ କରାଇ ଏହାକୁ ଲାଗୁ କରିବା କଥା’
ଭୁବନେଶ୍ୱର,୬।୯(ବ୍ୟୁରୋ): ଦେଶବ୍ୟାପି ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ନୂଆ ମୋଟର ଯାନ ଆଇନ ବିରୋଧରେ ବିଭିନ୍ନ ମହଲରେ ପ୍ରତିବାଦର ସ୍ବର ଉଠୁଛି। ଜନସାଧାରଣ ଏହାକୁ ନାପସନ୍ଦ କରୁଥିବା ବେଳେ ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ନିଜର ପ୍ରତିକ୍ରିୟା...
ଗିରଫ ହେବେ ମଦ୍ୟପ ଚାଳକ, ସର୍କୁଲାର ଜାରି କଲେ ଡିଜିପି
ଭୁବନେଶ୍ୱର,୬।୯(ବ୍ୟୁରୋ): ଗିରଫ ହେବେ ମଦ୍ୟପ ଚାଳକ। ରାଜ୍ୟର ସମସ୍ତ ୧୪ଟି ଟୋଲଗେଟ୍ରେ ମଦ୍ୟପ ଡ୍ରାଇଭରଙ୍କୁ ଯାଞ୍ଚ କରାଯିବ। ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଗିରଫ କରାଯିବ। ଏନେଇ ପୋଲିସ ଡିଜିପି ବିଜୟ କୁମାର ଶର୍ମା ଶୁକ୍ରବାର ନିର୍ଦ୍ଦେଶ...
Archives


