ମେଟ୍ରୋ

ଖାରବେଳ ଭବନରେ ଖୋଲିବ ଏଜି ଅଫିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍‌ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି ସୁପ୍ରିମକୋର୍ଟରେ ଥିବା ମାମଲାଗୁଡିକର ପରିଚାଳନା ପାଇଁ ଉତ୍ତମ ସମନ୍ବୟ ରକ୍ଷା କରାଯାଇ ପାରିବ...

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା...

ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍‌ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ...

ଘଡଘଡି ସହ ବର୍ଷା ସମ୍ଭାବନା, ୧୧ ଜିଲାକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ସୋମବାର ଘଡିଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲା ପାଇଁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୧ଟା ୩୦ ଯାଏ ସତର୍କ...

କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍‌ଲାଇନ୍‌:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ

ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର...

ମୋ’ବସ୍‌ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା

ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍‌ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ...

ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା...

୫ ପର୍ଯ୍ୟନ୍ତ ବର୍ଷା : ଆଜି ୫ ଜିଲାକୁ ଅରେଞ୍ଜ, ୧୫କୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆଜି ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବା ସହ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...

ପ୍ରଥମ ଦିନରେ ଗାଡ଼ି ଯାଞ୍ଚ କଡ଼ାକଡ଼ି : ୧୦ ଗୁଣା ଜରିମାନା ଗଣିଲେ ଉଲ୍ଲଂଘନକାରୀ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ସାରା ଦେଶରେ ନୂଆ ମୋଟର ଆଇନ ରବିବାରଠାରୁ ଲାଗୁ ହୋଇଛି। ଏହି ଆଇନ ଅନୁସାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୧୦ ଗୁଣା ଜରିମାନା ଆଦାୟ କରାଯାଉଛି। ପ୍ରଥମ ଦିନରେ ରାଜ୍ୟର ବିଭିନ୍ନ ଜିଲାର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି।...

ସଙ୍କଟରେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’

ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି।...

ସ୍ବାଧୀନ ତିଆରି କଲେ ସୁବଠାରୁ କ୍ଷୁଦ୍ରତମ ଗଣେଶ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର, ୧। ୯ (ଡି.ଏନ.ଏ.)- ବିଘ୍ନରାଜ ଗଣପତିଙ୍କ ପୂଜାକୁ ନେଇ ମନ୍ଦିରଠାରୁ ମଣ୍ଡପ ଯାଏ ଚଳଚଞ୍ଚଳ ହୋଇ ଉଠିଛି। ଅଧା ଇଞ୍ଚରୁ ଟିକେ ଅଧିକ ଉଚ୍ଚତା ବିଶିଷ୍ଟ ଗଜାନନଙ୍କ କ୍ଷୁଦ୍ରତମ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଭୁବନେଶ୍ୱରର...

ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri