ମେଟ୍ରୋ

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ ୭୦ ପ୍ରତିଶତ ସରିବାକୁ ବସିଥିବାବେଳେ ସରକାର ଓଡ଼ିଶା ଜରୁରିକାଳୀନ ପାଣ୍ଠି(ଓସିଏଫ୍‌)ରୁ ୩୦୦ କୋଟି…

ଧୂଆଁରୁ ବିସ୍ମୟ

ଭୁବନେଶ୍ୱର,୨୬ା୧୨ (ବ୍ୟୁରୋ): ଧୂଆଁରୁ ସୃଷ୍ଟି ହେଉଛି ବିସ୍ମୟ। ଦେଖିବା ମାତ୍ରେ କିଛିକ୍ଷଣ ପାଇଁ ଆଖି ଅଟକି ଯାଉଛି। ରଙ୍ଗ ନୁହେଁ କି ରଙ୍ଗତୂଳୀ ନୁହେଁ, ଧୂଆଁରେ ଅଙ୍କାଯାଉଛି ଚିତ୍ର। ଡିବିରି ଧୂଆଁରେ କାନ୍‌ଭାସ୍‌ ମନଚାହାଁ ରୂପ ନେଉଛି। ପ୍ରଥମଥର ପାଇଁ ଓଡ଼ିଶାକୁ…

ଅଯଥାରେ ବିଭ୍ରାନ୍ତି କରୁଛି କଂଗ୍ରେସ: ପୃଥ୍ବୀରାଜ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରସଙ୍ଗକୁ ନେଇ କଂଗ୍ରେସ ଅଯଥାରେ ବିଭ୍ରାନ୍ତି କରୁଛି। ରାଜ୍ୟ ଭାଜପା ଏହି ପ୍ରସଙ୍ଗରେ ଲୋକମାନଙ୍କ ପାଖକୁ ଯିବା ସହ ସେମାନଙ୍କୁ ସଚେତନ କରାଇବ। ପ୍ରାୟ ୧ କୋଟି ଲୋକଙ୍କ ପାଖରେ ଭାଜପା ପହଞ୍ଚିବ ବୋଲି ବୁଧବାର…

ରାଜଧାନୀରେ ଜଳିଗଲା ବସ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ପ୍ଲଟ ନଂ ୩୧୬ ନିକଟରେ ଥିବା ଏକ ବସ୍‌(କେଏ-୦୧ଡି-୫୧୮୦)ରେ ବୁଧବାର ନିଆଁ ଲାଗି ଜଳିିଯାଇଛି। ଏଥିରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତେବେ କେହି ଉଦ୍ଦେଶ୍ୟମୂଳକ ଭାବେ ଅଥବା ଶର୍ଟ…

ଦୁଇରୁ ତିନି ଦିନ ମଧ୍ୟରେ କମିବ ପିଆଜ ଦର: ମନ୍ତ୍ରୀ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଦୀର୍ଘ ଚାରି ମାସ ଧରି ପିଆଜ ଦର ଆକାଶଛୁଆଁ। ମହାରାଷ୍ଟ୍ର ଓ ଇଜିପ୍ଟରୁ ପିଆଜ ଆସିବା ସତ୍ତ୍ୱେ ବଜାରରେ ଏହାର ଖୁଚୁରା ଦର କମୁନାହିଁ। ଏବେ ବି ପିଆଜ କିଲୋ ପ୍ରତି ୯୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଛି। ବୁଧବାର…

ସ୍କୁଲକୁ ଛାତ୍ରୀଛାତ୍ର ଗାଡ଼ି ନେଇ ଆସିବା ମନା, ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ସ୍କୁଲରେ ପଢ଼ୁଥିବା ପିଲାଙ୍କୁ ବାଇକ୍‌ ମନା। ୧୮ ବର୍ଷରୁ କମ୍‌ ବୟସର ପିଲାମାନେ ସ୍କୁଲକୁ ବାଇକ ଆଣି ଆସିପାରିବେ ନାହିଁ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ…

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ ପଡନ୍ତି…

ଅଭିନେତ୍ରୀଙ୍କ ପ୍ରେମ ଠକେଇ, ମୁମ୍ବାଇରୁ ଭୁବନେଶ୍ୱର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ମାଟ୍ରିମୋନି ସାଇଟ୍‌ରେ ଉଭୟଙ୍କର ହୋଇଥିଲା ପରିଚୟ। ତା’ପରେ ପ୍ରେମ ଆଉ ପ୍ରତାରଣା। ପ୍ରେମ ଓ ବିବାହ ବାହାନାରେ ପ୍ରେମିକଙ୍କଠାରୁ ଟଙ୍କା ଓ ସାମଗ୍ରୀ ହାତେଇନେବା ପରେ ପ୍ରତାରଣା କରିଛନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ। ମୁମ୍ବାଇରୁ ଭୁବନେଶ୍ୱର ଯାଏ ଲମ୍ବିଥିବା ଏହି ହାଇପ୍ରୋଫାଇଲ୍‌…

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ ଏହା ମାରାତ୍ମକ ସାଜିଲାଣିି। ପୁଣି ବିଭିନ୍ନ ପ୍ରକାର ରୋଗର କାରଣ ବିି। ତେଣୁ…

ମଧ୍ୟରାତ୍ରିରେ ଉତ୍ସବ, ଜନ୍ମନେଲେ ଯିଶୁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଖ୍ରୀଷ୍ଟ୍ରିୟାନ ଧର୍ମାବଲମ୍ବୀଙ୍କ ବଡ଼ପର୍ବ ଖ୍ରୀଷ୍ଟମାସ ପାଳନ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ। ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ ପାଳନ କରିବା ଓ ତାଙ୍କ ଜନ୍ମମୁହୂର୍ତ୍ତରେ ଉତ୍ସବ ମନାଇବାକୁ ବର୍ଷ ତମାମ ଅପେକ୍ଷାରେ ଥିଲେ ଖ୍ରୀଷ୍ଟଧର୍ମାବଲମ୍ବୀ। ଏନେଇ ମଙ୍ଗଳବାରଠାରୁ ରାଜଧାନୀର ଦୁଇଟି ପ୍ରମୁଖ ସତ୍ୟନଗର…

ବଦଳିବ ଝାରସୁଗୁଡ଼ାର ରୂପ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ) :ଝାରସୁଗୁଡ଼ା ସହରକୁ ଏକ ନୂତନ ଆଧୁନିକ ସହର ରୂପେ ବିକଶିତ କରିବା ପାଇଁ ସରକାରୀସ୍ତରରେ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ୍‌ ଲୋକାର୍ପିତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ ମଙ୍ଗଳବାର ଅପରାହ୍ନରେ ଲୋକାର୍ପିତ ହୋଇଛି ା କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପୋର୍ଟାଲ୍‌କୁ ଲୋକାର୍ପଣ କରିଛନ୍ତି ା ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?