୬ରୁ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ
ଭୁବନେଶ୍ୱର,୧।୯(ବ୍ୟୁରୋ) : ଭାଜପା ଏବଂ ବିଜେଡି ପରେ କଂଗ୍ରେସ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୬ ତାରିଖରୁ କଂଗ୍ରେସ ଏହି ଅଭିଯାନ ଆରମ୍ଭ କରିବ। ତେବେ ରାଜ୍ୟରୁ ୬୦ ଲକ୍ଷ ସଭ୍ୟ ସଂଗ୍ରହ ଲାଗି ଦଳ...
ନିରାଡ଼ମ୍ବରରେ ପ୍ରତିଷ୍ଠା ଦିବସ ପାଳିବ ବିଡିଏ: ଉଦ୍ଘାଟନ ପାଇଁ କୌଣସି ପ୍ରକଳ୍ପ ନାହିଁ
ଭୁବନେଶ୍ୱର,୧ା୯(ବ୍ୟୁରୋ):ଲୋକଙ୍କ ଉନ୍ନତ ଜୀବନଶୈଳୀକୁ ଦୃଷ୍ଟିରେ ରଖି ସହରର ବିକାଶ ଓ ସୌନ୍ଦର୍ଯ୍ୟକରଣ କରିବା ସହ ସବୁଜିମାକୁ ବଜାୟ ରଖିବା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଧ୍ୟ ବିଗତ ବର୍ଷଗୁଡ଼ିକରେ ଏନେଇ ବହୁ ପ୍ରତିଶ୍ରୁତି ଦେଇଛି। କିନ୍ତୁ...
ବାଲୁଖଣ୍ଡ ଅଭୟାରଣ୍ୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ନଭେମ୍ବର ସୁଦ୍ଧା ପ୍ରକୃତି ନିବାସକୁ କାର୍ଯ୍ୟକ୍ଷମ କର
ଭୁବନେଶ୍ୱର, ୧ା୯(ବ୍ୟୁରୋ): ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ନୂଆନଈଠାରେ ଅବସ୍ଥିତ ପ୍ରକୃତି ନିବାସ ବାତ୍ୟା ‘ଫନୀ’ ରେ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ ଏହାର ମରାମତି, ପୁନରୁଦ୍ଧାର ଓ ନବୀକରଣ କରାଯିବ। ନଭେମ୍ବର ସୁଦ୍ଧା ଏହାର କାର୍ଯ୍ୟ ସାରିବା ସହ ପର୍ଯ୍ୟଟକଙ୍କ ନିମନ୍ତେ...
୩ରେ ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ: ଭିନ୍ନ ଭିନ୍ନ କ୍ଷେତ୍ରରୁ ୧୧ ଜଣଙ୍କୁ ଦିଆଯିବ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ‘ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ-୨୦୧୯’ ଆସନ୍ତା ୩ ତାରିଖରେ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହେବ। ଅନୁଷ୍ଠାନର ପ୍ରତିଷ୍ଠା ଦିବସ ଅବସରରେ ଏହି ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ଏହି...
ରେଳ ଷ୍ଟେଶନରେ ‘ରେଲ ନିର’ ବାଧ୍ୟତାମୂଳକ: ଭୁବନେଶ୍ୱରରେ ହେବ ପ୍ଲାଣ୍ଟ, ୨୦୨୦ ସୁଦ୍ଧା ଖୋଲିବ ଆହୁରି ୬ ପ୍ଲାଣ୍ଟ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଭାରତୀୟ ରେଳପଥର ନିଜସ୍ବ ବୋତଲ ପିଇବା ପାଣି ‘ରେଲ ନିର’ ସମସ୍ତ ରେଳ ଷ୍ଟେଶନରେ ବାଧ୍ୟତାମୂଳକ କରାଯାଇଛି। ଟ୍ରେନରେ ଓ ଷ୍ଟେଶନରେ ପିଇବା ପାଣିର ଆବଶ୍ୟକତା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆହୁରି ଅଧିକ ରେଲ ନିର ପ୍ଲାଣ୍ଟ...
ଉଦ୍ଧାର ଗାଡ଼ି ଛାଡ଼ିବାକୁ ଲାଞ୍ଚ ଦାବି: ନୟାପଲ୍ଲୀ ଥାନା ଏସ୍ଆଇ ନିଲମ୍ବିତ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉଦ୍ଧାର ହୋଇଥିବା ଚୋରି ଗାଡ଼ି ଦେବା ପାଇଁ ମାଲିକଠାରୁ ୭ହଜାର ଟଙ୍କା ଲାଞ୍ଚ ଦାବି କରି ନିଲମ୍ବିତ ହୋଇଛନ୍ତି ନୟାପଲ୍ଲୀ ଥାନାର ଏସ୍ଆଇ ସୁଧାଂଶୁ ଶେଖର ପରିଡ଼ା। ଏନେଇ ଶନିବାର କମିଶନରେଟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...
ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କଟକରୋଡ,୧ା୯(ଡି.ଏନ୍.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ...
ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ...
ଏଣିକି ଛୋଟ ଜାଗା ପାଇଁ ବିଲ୍ଡିଂ ପ୍ଲାନ୍: ୪୮ ଘଣ୍ଟାରେ ଅନ୍ଲାଇନରେ ମିଳିବ ଅନୁମୋଦନ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ସହରବାସୀଙ୍କ ପାଇଁ ଖୁସି ଖବର। ଛୋଟ ଜାଗା (୫୦୦ ବର୍ଗ ମିଟରରୁ କମ୍)ରେ ଘର କରିବାକୁ ଚାହୁଁଥିଲେ ବିଡିଏ ପକ୍ଷରୁ ଆବେଦନର ୪୮ ଘଣ୍ଟା ମଧ୍ୟରେ ଅନ୍ଲାଇନ୍ରେ ବିଲ୍ଡିଂ ପ୍ଲାନ୍ ମିଳିଯିବ। ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ...
ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା
ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ...
୪ ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହା ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ...
ଅକ୍ଟୋବର ୨ରୁ ‘ସବ୍କୀ ଯୋଜନା ସବ୍କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍କୀ ଯୋଜନା ସବ୍କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ...
Archives


