ମେଟ୍ରୋ

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା କ୍ରୀଡ଼ା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍‌ଏ କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ବାଣିଜ୍ୟ ଦୂତ (କନ୍‌ସଲ୍‌ ଜେନେରାଲ୍‌) ଜୋଏଲ୍‌ ରେଫ୍‌ମ୍ୟାନ୍‌ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ରାଜ୍ୟର ଅର୍ଥନୀତି, ଦ୍ୱିପାକ୍ଷିକ ସମ୍ପର୍କ, ଗ୍ରାମୀଣ ଅର୍ଥନୀତି, କୃଷି ଏବଂ କୃଷକଙ୍କ ସାମାଜିକ ଅର୍ଥନୈତିକ…

ତୃତୀୟ କମାଣ୍ଡାଣ୍ଟ୍‌ସ ସମ୍ମିଳନୀ:ଇ-ଅଫିସ ଯୋଜନାରେ ସାମିଲ ହେଲା ୫ ବାଟାଲିୟନ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୋଲିସ ବିଭାଗରେ କାର୍ଯ୍ୟକାରୀ ହୋଇଥିବା ଇ-ଅଫିସ ଯୋଜନାରେ ପ୍ରଥମଥର ପାଇଁ ସାମିଲ ହୋଇଛି ସ୍ପେଶାଲ ଆର୍ମ୍‌ଡ ପୋଲିସ ବାଟାଲିୟନ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଢେଙ୍କାନାଳ, କଟକ, ମାଲକାନଗିରି, ଖୋର୍ଦ୍ଧା ଓ ରାଉରକେଲାରେ ଥିବା ୫ ବାଟାଲିୟନ ଯୋଡ଼ିହୋଇଛି। ମଙ୍ଗଳବାର ଚନ୍ଦ୍ରଶେଖରପୁରସ୍ଥିତ ପୋଲିସ…

୫ ଜିଲାରେ ଆରମ୍ଭ ହେବ ମିଶନ ଇନ୍ଦ୍ରଧନୁଷ୍‌-୨

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ରାଜ୍ୟର ୫ ଜିଲାରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ମିଶନ ଇନ୍ଦ୍ରଧନୁଷ୍‌-୨ ଆରମ୍ଭ ହେବ। ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ମିଶନ ଇନ୍ଦ୍ରଧନୁଷ୍‌ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଲାଗି ପୂର୍ଣ୍ଣ ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

କୋରାପୁଟରେ ହେବ ସିପେଟ୍‌

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ଭୁବନେଶ୍ୱର ଭଳି କୋରାପୁଟରେ ସିପେଟ୍‌ (ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ୍‌ ପ୍ଲାଷ୍ଟିକ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ପ୍ରତିଷ୍ଠା ହେବ ବୋଲି କହିଛନ୍ତି ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ ରସାୟନ ଏବଂ ପେଟ୍ରୋକେମିକାଲ୍ସ ବିଭାଗ ସଚିବ ପି. ରାଘବେନ୍ଦ୍ର ରାଓ। ମୁଖ୍ୟ…

ବିଧାନସଭା ଗୃହ କମିଟି : ଅରୂପ କୋଅପ୍ଟେଡ୍‌ ସଦସ୍ୟ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ): ବମ୍ବେର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକଙ୍କୁ ବିଧାନସଭା ଗୃହ କମିଟି (ପରିବେଶ ପ୍ରଦୂଷଣ ସମ୍ପର୍କିତ)ର କୋଅପ୍ଟେଡ୍‌ ସଦସ୍ୟଭାବେ ମନୋନୀତ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଧାନସଭା ସଚିବାଳୟରୁ ଏନେଇ ଅରୂପଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।

ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ ରାଜଭବନ…

ଛଟ୍‌ ପୂଜା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ଛଟ୍‌ ପୂଜାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ହଟିୟା, ପାଟନା ଓ ଭାଗଲପୁରକୁ ସ୍ବତନ୍ତ୍ର ଭାବେ ଏହି ଟ୍ରେନ ଚଳାଚଳ କରିବ। ହଟିୟାକୁ ଚଳାଚଳ କରିବାକୁ ଥିବା ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅପରାହ୍ନ ୧ଟା…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା:୫-ଟି ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ହେଉ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ରତ୍ନଭଣ୍ଡାର ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ଦେଢ଼ବର୍ଷରୁ ଅଧିକ ଦିନ ବିତିଗଲାଣି। ରତ୍ନଭଣ୍ଡାର ଚାବି ହଜିବା ପରେ ଏଥିରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଅଳଙ୍କାର ବାସ୍ତବରେ ସୁରକ୍ଷିତ କି ନାହିଁ ତାହା…

ଖଣି ଅଞ୍ଚଳର ବିକାଶ ହିସାବ ମାଗିଲେ ସିଇସି

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ରାଜ୍ୟର ଖଣିଜ ସମ୍ପଦ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କି କି ପ୍ରଳକ୍ପ କାର୍ଯ୍ୟକାରୀ କରିଛନ୍ତି। ଲୋକମାନଙ୍କୁ ତାହା କେତେ ଫାଇଦା ଦେଇଛି। ଅଞ୍ଚଳର ବିକାଶ ଲାଗି ଖଣିରୁ ଆଦାୟ ହେଉଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତାହା ଜାଣିବାକୁ…

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ ଫସଲ ଋଣ ପ୍ରଦାନ ଦିଗରେ ସମବାୟ ସଂସ୍ଥା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।…

କାଳିଆ ଯୋଜନା: ନଭେମ୍ବରରେ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆସନ୍ତା ନଭେମ୍ବରରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ସହ ଆଲୋଚନା ପରେ ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟରୁ ଆରମ୍ଭ ହୋଇଥିବା ହିତାଧିକାରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri