ମେଟ୍ରୋ

ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୁର୍ନୀତି ନ କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କ ଶପଥପାଠ…

ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ବେହେରା ୫‘ଟି’…

ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଏକ ସାମ୍ବିଧାନିକ ପଦରେ ରହି ଦଳୀୟ ଲୋକଙ୍କୁ ଘଣ୍ଟ…

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୩୨୭୮ ଡାକ୍ତର…

ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର

କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ ସୁପ୍ରିମ୍‌କୋର୍ଟ…

‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ…

ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ…

ବସ-ଟ୍ରକ୍‌ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର

ଚୌଦ୍ୱାର,୨୭।୧୦(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍‌-ଟ୍ରକ୍‌ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ…

୭୫ ମଣ୍ଡପରେ ବିରାଜିବେ ମା’କାଳୀ

କଟକ ଅଫିସ, ୨୭।୧୦: ରବିବାର ମଧ୍ୟ ରାତ୍ରିରୁ ଆରମ୍ଭ ହେବ କାଳୀପୂଜା। ରାଜ୍ୟର ବିଭିନ୍ନ ସ୍ଥାନରେ ମା’ଙ୍କର ପୂଜାର୍ଚ୍ଚନା ଚାଲିଛି। ଏଥିରୁ ବାଦ ପଡିନି କଟକ ସହର। ଚଳିତବର୍ଷ ସହରର ୭୫ଟି ପୂଜା ମଣ୍ଡପରେ ମା’ଙ୍କର ପୂଜା ହେବାର ଯୋଜନା ରହିଛି।…

ଦୀପାବଳୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆଜି ପବିତ୍ର ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଦୀପାବଳି ଏବଂ କାଳିପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଆଲୋକର ପର୍ବକୁ ଆନନ୍ଦ ଉଲ୍ଲାସରେ…

ଅନାଥ ଶିଶୁଙ୍କ ଗହଣରେ ଦୀପାବଳି ପାଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ପବିତ୍ର ଦୀପାବଳିକୁ ନେଇ ସମଗ୍ର ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ଏହାକୁ କିଭଳି ନିଆରା ଢଙ୍ଗରେ ପାଳନ କରିବେ ତାହାକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଓଏସ୍‌ ଭିଲେଜ୍‌ରେ ଥିବା ଅନାଥ ଶିଶୁମାନଙ୍କ ସହ…

କଣ୍ଠଶିଳ୍ପୀମାନେ ଓଡ଼ିଶାର ପରମ୍ପରାକୁ ନ ଭୁଲନ୍ତୁ: ଶ୍ୟାମାମଣୀ

କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗ୍ରାମରେ ୧୯୩୮ ଡିସେମ୍ବର ୨୧ରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣୀ ଦେବୀ। ସେ ପିଲାବେଳେ ଘର ପିଣ୍ଡାରେ ବସି ପାଲାଗୀତ ଶୁଣିଶୁଣି ସଙ୍ଗୀତ ପ୍ରତି ଆକୃଷ୍ଟ ହୋଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri