ମେଟ୍ରୋ

୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ କରିବାକୁ ନେଇ ମନ୍ତ୍ରୀ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ ଏହାକୁ ଖଣ୍ଡନ କରିବା ସହ…

ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଛନ୍ତି ଯେ, ଗତ ନିର୍ବାଚନ ପରେ ରାଜ୍ୟ…

ଜଗତସିଂହପୁର ଦଳିତ ଯୁବତୀ ଆତ୍ମହତ୍ୟା ପ୍ରସଙ୍ଗ: ଆପତ୍ତିଜନକ ଫଟୋ ଓ ପ୍ରମାଣ ପତ୍ର ଜବତ କଲା ପୋଲିସ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ):ଜଗତସିଂହପୁର ଜିଲାରେ ଦଳିତ ଯୁବତୀ ଆତ୍ମହତ୍ୟାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖିଛନ୍ତି। ଶୂନ୍ୟକାଳ ଆରମ୍ଭ ହେବାମାତ୍ରେ ମନ୍ତ୍ରୀ ଗୃହକୁ ସୂଚନା ଦେଇ କହିଛନ୍ତି ଯେ, ଜଗତସିଂହପୁର ଜିଲାର ନୂଆଗାଁ ଥାନା ଅଧୀନ ତେନ୍ତୁଇ ଗ୍ରାମରେ ଜଣେ ଯୁବତୀ…

ବିଧାନସଭା ବନ୍ଦ ଆଶଙ୍କା କରି ସ୍ପଷ୍ଟୀକରଣ ଲୋଡିଲେ ବିରୋଧୀ ଦଳର ନେତା

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ନଭେମ୍ବର ୧୩ ତାରିଖରୁ ଷୋଡଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଇତିମଧ୍ୟରେ ଗୃହରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ମଧ୍ୟ ଗୃହିତ ହୋଇସାରିଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଚଳିତ ଅଧିବେଶନକୁ ସରକାର ବନ୍ଦ କରିଦେବେ…

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାକୁ ନେଇ ଗୃହରେ ଉଦ୍‌ବେଗ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା(ପିଏମଜିଏସଓ୍ବାଇ) ରାସ୍ତା ନିର୍ମାଣକୁ ନେଇ ମଙ୍ଗଳବାର ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ରାଜସ୍ବ ଗ୍ରାମକୁ ହିସାବକୁ ନିଆଯାଇଥିବାରୁ ଅନେକ ବଡ ବଡ ଗ୍ରାମକୁ ମଧ୍ୟ ଉକ୍ତ ଯୋଜନାରେ ରାସ୍ତା ନିର୍ମାଣ ହୋଇପାରୁନାହିଁ। ଜନସାଧାରଣ ଯିବା ଆସିବା…

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ, ୨୬ା୧୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିରର ବିଭିନ୍ନ ସ୍ଥାନରେ ସେଲ୍‌ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ବେଳେ ବେଳେ ଏଥିରୁ…

ମାହାଙ୍ଗାରେ ଫନୀ କେଳେଙ୍କାରୀ ଜଣଙ୍କ ଆକାଉଣ୍ଟକୁ ଦୁଇଥର ୯୫ହଜାର

କଟକ ଅଫିସ/ମାହାଙ୍ଗା(ସ୍ବପ୍ର), ୨୬ା୧୧: କଟକ ଜିଲାରେ ଆବାସ ଦୁର୍ନୀତିକୁ ନେଇ ହୋହଲ୍ଲା ଚାଲିଥିବାବେଳେ ଏବେ ଫନୀ ସହାୟତାକୁ ନେଇ ବଡ଼ଧରଣର ଦୁର୍ନୀତି ମାହାଙ୍ଗା ତହସିଲରେ ଘଟିଛି। ଜଣେ ହିତାଧିକାରୀଙ୍କ ଆକାଉଣ୍ଟକୁ ଫନୀ ଘରଭଙ୍ଗା ସହାୟତା ବାବଦରେ ଦୁଇଥର ୯୫ହଜାର ଲେଖାଏ ଟଙ୍କା…

ଦାବି ପୂରଣ ପାଇଁ ଭିନ୍ନ ପନ୍ଥା ଆପଣାଇଲେ:ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଗାଁସାଥୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ଉତ୍କଳ ବିଶ୍ୱଦ୍ୟାଳୟର ପରିଜା ଲାଇବ୍ରେରୀ ଛାତ ଉପରୁ ଜଣେ ଯୁବକ ଆତ୍ମହତ୍ୟା ଧମକ ଦେବା ଘଟଣା ମନରୁ ନ ଲିଭୁଣୁ ସୋମବାର ଆଉଏକ ଘଟଣା ଲୋୟର ପିଏମ୍‌ଜିରେ ଦେଖିବାକୁ ମିଳିଥିଲା। ଆନ୍ଦୋଳନରେ ସାମିଲ୍‌ ହୋଇଥିବା ଜଣେ ଗାଁସାଥୀ ଦାବି…

ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ:ଏକତ୍ର ହେଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହର ସୋମବାର ଥିଲା ତୃତୀୟ ଦିବସ। ରବିବାର ଆଲୁମ୍‌ନି ମିଟ୍‌ ପରେ ସୋମବାର ଏକ ଅଦ୍ଭୂତପୂର୍ବ ପରିବେଶ ଦେଖିବାକୁ ମିଳିଥିଲା। ଏକତ୍ର ହୋଇଥିଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ। କାରଣ ତୃତୀୟ…

ଖର୍ଚ୍ଚ ପରିମାଣ ପ୍ରକାଶ କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା କେଉଁ ବିଭାଗ କେତେ ଖର୍ଚ୍ଚ କରିଛି, ସେ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ତଥ୍ୟ ରଖିଛନ୍ତି। ବିଜେଡି ବିଧାୟକ ଭୂପିନ୍ଦର ସିଂଙ୍କ ଏକ ତାରକା ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ପୂଜାରୀ…

ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିଲେ ସାନଭାଇ

କଟକ ଅଫିସ,୨୬ା୧୧: ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିବା ଅଭିଯୋଗରେ ଲାଲବାଗ ପୋଲିସ ଅଭିଯୁକ୍ତ ସାନଭାଇ ସୁକାନ୍ତ ସାମଲଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ଗତ ୨୧ ତାରିଖରେ ଉମାକାନ୍ତ ସାମଲଙ୍କ ସହ ସାନଭାଇ ସୁକାନ୍ତଙ୍କର କୌଣସି କାରଣକୁ ନେଇ…

ଡକାୟତ ଗ୍ୟାଙ୍ଗ୍‌ ଠାବ, ୩ ଗିରଫ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ)/ ପାତ୍ରପଡ଼ା (ଡି.ଏନ୍‌.ଏ.): କମିଶନରେଟ ପୋଲିସ ଆଖିରୁ ନିଦ ହଜାଇ ଦେଇଥିବା ଏକ ଡକାୟତ ଗ୍ୟାଙ୍ଗ୍‌କୁ ସ୍ପେଶାଲ ସ୍କ୍ବାଡ୍‌ ଠାବ କରିଛି। ଗ୍ୟାଙ୍ଗ୍‌ର ଦୁଇ ମୁଖ୍ୟଙ୍କ ସହ ଚୋରି ସାମଗ୍ରୀ କିଣିଥିବା ଜଣେ ରିସିଭରଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri