ମେଟ୍ରୋ

ରାଜ୍ୟରେ ପୁଣି ଉପରମୁହାଁ ପାରଦ, ୨୩ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଗତ ତିନିଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ଶନିବାର ଠାରୁ ପାରଦ ପୁଣି ଉପରମୁହାଁ ହୋଇଛି। ସର୍ବ ନିମ୍ନ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧି ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା…

ଆଇଏଏସ୍‌ ଅଫିସର ସ୍ତରରେ ପଦୋନ୍ନତି: ୪ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ସଂଖ୍ୟାଧିକ ଅଫିସରଙ୍କୁ ପଦୋନ୍ନତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ ୨୦୨୦ ଜାନୁୟାରୀ ପହିଲାରୁ ନୂତନ ହାରରେ ଦରମା ପାଇବେ। ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ ୪…

ସେସୁକୁ ଅଧିଗ୍ରହଣ କରିବ ଟାଟା ପାୱାର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ ବିତରଣ କରୁଥିବା ସେସୁର ୫୧ ପ୍ରତିଶତ ଅଂଶଧନ ଟାଟା ପାୱାର ଅଧିଗ୍ରହଣ କରିବ ବୋଲି ଜଣାପଡିଛି। ଆସନ୍ତା ବର୍ଷ ପ୍ରଥମ ସପ୍ତାହ ଶେଷ ସୁଦ୍ଧା ଟାଟା ପାୱାରକୁ ଲେଟର ଅଫ୍‌ ଇଣ୍ଟେଟ୍‌ ପ୍ରଦାନ କରାଯାଇ ପାରେ ବୋଲି…

ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦…

ଓସ୍କାର ଦୌଡ଼ରେ ଜୋସେଫ୍‌

ଭୁବନେଶ୍ୱର: ଏକାଡେମୀ ଅଫ୍‌ ମୋଶନ ପିକ୍‌ଚର୍‌ ଆର୍ଟସ ଆଣ୍ଡ ସାଇନ୍ସେସ୍‌ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍‌ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର ତାଲିକା ପ୍ରକାଶ ପାଇଥିବା ବେଳେ ଏଥିରେ ସାମିଲ ହୋଇଛି ଓଡ଼ିଆ ଫିଲ୍ମ ନିର୍ମାତାଙ୍କ ଚଳଚ୍ଚିତ୍ର…

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ ନଥିପତ୍ର ସବୁ ସ୍ଥାନାନ୍ତର ହୋଇ ନ ଥିବାରୁ ବାଧ୍ୟ ହୋଇ ନିକଟସ୍ଥ ଶୌଚାଳୟ…

ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ ରହିଗଲା। କାହା ଯୋଗୁ ୨ଟି ବାଘ ମହାବୀର ଓ ସୁନ୍ଦରୀ ଏତେ କଷ୍ଟ…

୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’କୁ ‘ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର’ଭାବେ ପୁରସ୍କୃତ କରାଯାଇଛି। ‘ପେନ୍‌ସନ’ ପାଇଁ…

ବଢ଼ିଛି ଧାନ ସଂଗ୍ରହ

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର ୪୪୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ୫୬ ପ୍ରତିଶତ…

ପ୍ରକାଶ ପାଇଲା ଭାଜପାର ଜିଲା ସଭାପତି ତାଲିକା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬ ତାରିଖରେ ଜିଲା ସଭାପତି ଚୟନ ପାଇଁ ଦଳୀୟ ନିର୍ବାଚନ କରାଯାଇଥିଲା। ଏହାର ଫଳାଫଳ…

ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ ସମର୍ଥନ କରି ଶୁକ୍ରବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ବିଶାଳ…

ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନରୁ ଏହି ମଶାଲ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?