ଏଣିକି ଛୋଟ ଜାଗା ପାଇଁ ବିଲ୍ଡିଂ ପ୍ଲାନ୍: ୪୮ ଘଣ୍ଟାରେ ଅନ୍ଲାଇନରେ ମିଳିବ ଅନୁମୋଦନ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ସହରବାସୀଙ୍କ ପାଇଁ ଖୁସି ଖବର। ଛୋଟ ଜାଗା (୫୦୦ ବର୍ଗ ମିଟରରୁ କମ୍)ରେ ଘର କରିବାକୁ ଚାହୁଁଥିଲେ ବିଡିଏ ପକ୍ଷରୁ ଆବେଦନର ୪୮ ଘଣ୍ଟା ମଧ୍ୟରେ ଅନ୍ଲାଇନ୍ରେ ବିଲ୍ଡିଂ ପ୍ଲାନ୍ ମିଳିଯିବ। ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ...
ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା
ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ...
୪ ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହା ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ...
ଅକ୍ଟୋବର ୨ରୁ ‘ସବ୍କୀ ଯୋଜନା ସବ୍କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ
ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍କୀ ଯୋଜନା ସବ୍କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ...
ରାଜ୍ୟରେ ତିନିମାସରେ ୯୧୨.୪ମିମି ବର୍ଷା: ସ୍ବାଭାବିକଠାରୁ ୧.୨% କମ
ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ରହିଛି। ଅଗଷ୍ଟରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ଆଉ କିଛି ସ୍ଥାନରେ ବର୍ଷାର ନଁା ଗନ୍ଧ ନାହିଁ। ଏବେ ବି ରାଜ୍ୟରେ ୧.୨% କମ୍ ବର୍ଷା ହୋଇଛି।...
ଦୁର୍ନୀତିଗ୍ରସ୍ତଙ୍କ ଉପରେ ପୁଣି କାର୍ଯ୍ୟାନୁଷ୍ଠାନ: ୬ ଅଫିସର ବିଦା; ୪ ପୂର୍ବତନ ଅଧିକାରୀଙ୍କ ପେନ୍ସନ ବନ୍ଦ
ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଏହିକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିବା ସହ ୪ ପୂର୍ବତନ ଅଧିକାରୀଙ୍କ ପେନ୍ସନ୍ ସୁବିଧା ସମ୍ପୂର୍ଣ୍ଣ...
ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି
ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ ପରିବହନ ବିଭାଗ ଦ୍ୱାରା ଲୋକମାନଙ୍କୁ ଉତ୍ତମ ସୁବିଧା ଯୋଗାଇଦେବାକୁ ଏଥିରେ ବ୍ୟବସ୍ଥା କରାଯାଇଛି।...
ସରକାରଙ୍କ ଉପରେ ବର୍ଷିଲେ ଶଙ୍କରାଚାର୍ଯ୍ୟ, କହିଲେ ମଠ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହେଉଛି
ପୁରୀ ଅଫିସ, ୩୧।୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଶନିବାର ଏ ନେଇ ମୁହଁ ଖୋଲିଛନ୍ତି ଶଙ୍କରାଚାର୍ଯ୍ୟ ନିଶ୍ଛଳାନନ୍ଦ ସରସ୍ବତୀ। ପୁରୀରେ ଉଚ୍ଛେଦ ଅଭିଯାନ ପ୍ରସଙ୍ଗରେ ଏକ ଖବରଦାତା ସମ୍ମିଳନୀ କରି...
୩ ଆଇପିଏସ୍ଙ୍କୁ ପଦୋନ୍ନତି, ମିଳିଲା ଡିଜି ପାହ୍ୟା
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୩ଜଣ ବରିଷ୍ଠ ଆଇପିଏସ୍ ସତ୍ୟଜିତ ମହାନ୍ତି, ମନୋଜ କୁମାର ଛାବ୍ରା ଏବଂ ସୁରେନ୍ଦ୍ର ପନଓ୍ବାରଙ୍କୁ ଡିଜି ପାହ୍ୟାଙ୍କୁ ପଦୋନ୍ନତି ଦିଆଯାଇଛି। ପ୍ରକାଶଯୋଗ୍ୟ,...
ବଢ଼ିଲା ରାସନକାର୍ଡ- ଆଧାର ଲିଙ୍କ୍ ଅବଧି
ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ...
ହାତୀଙ୍କ ସୁରକ୍ଷା ପାଇଁ ‘ଗଜବନ୍ଧୁ’ ଯୋଜନା: ଚଳପ୍ରଚଳ ରାସ୍ତାରେ ସିସିଟିଭି, ୬୫ ସ୍ଥାନରେ ଲାଗିବ ସ୍ପିଡ୍ ବ୍ରେକର୍
ଭୁବନେଶ୍ୱର,୩୧।୮(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ହାତୀମାନଙ୍କ ମୃତ୍ୟୁ ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହାତୀଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାର ଶନିବାର ଏକ ନୂତନ ଯୋଜନା ଆରମ୍ଭ କରିଛନ୍ତି। ଏହାର ନାମ ରହିଛି ‘ଗଜବନ୍ଧୁ’...
ପୁଣି ଅଡ଼ୁଆରେ ପ୍ରଶାସନ, ଏମାର ମଠ ଛାଡ଼ିବାକୁ ମହନ୍ତ ଅରାଜି
ପୁରୀ ଅଫିସ,୩୧।୮: ବହୁ ଚର୍ଚ୍ଚିତ ଏମାର ମଠ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ପ୍ରାଥମିକ ପର୍ଯ୍ୟାୟରେ ମଠର କୋଠିଘର, ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କରାଯାଇଥିବା ବେଳେ ଶନିବାର ଚତୁର୍ଥ ଦିନରେ ମଠ କୋଠାରେ ଚାଲିଥିବା ଅଳଙ୍କାର ଦୋକାନ ଉଚ୍ଛେଦ...
Archives


